ବ୍ୟାଙ୍କ ବୁଡିଗଲେ ବି ମିଳିବ ୫ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ବ୍ୟାଙ୍କ ଜମାକୁ ନେଇ ସରକାର ବଡ ଘୋଷଣା କରିଛନ୍ତି। ବ୍ୟାଙ୍କ ବୁଡିଗଲେ ବି ଗ୍ରାହକଙ୍କର ୫ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ସୁରକ୍ଷିତ ରହିବ ବୋଲି ଏଥର ବଜେଟରେ ଘୋଷଣା କରାଯାଇଛି। ବ୍ୟାଙ୍କରେ ଟଙ୍କା ଜମା କରୁଥିବା ଗ୍ରାହକଙ୍କ ପାଇଁ ଇନ୍ୟୁରାନ୍ସ କଭର ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇ ୫ ଲକ୍ଷ ଟଙ୍କା କରିଦିଆଯାଇଛି। ଯଦିଓ ବ୍ୟାଙ୍କ ବୁଡିଯାଏ ତେବେ ୫ଲକ୍ଷ ପର୍ଯ୍ୟନ୍ତ ଜମାରାଶି ସୁରକ୍ଷିତ ରହିବ। ପଞ୍ଜାବ ଓ ମହାରାଷ୍ଟ୍ର କୋ-ଅପରେଟିଭ ବ୍ୟାଙ୍କ(ପିଏମ୍‌ସି)କୁ ନେଇ ଥିବା ଅଡୁଆକୁ ନେଇ ସରକାର ଓ ରିଜର୍ଭ ବ୍ୟାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଗତବର୍ଷ ପିଏମ୍‌ସି ବ୍ୟାଙ୍କ ବନ୍ଦ ହୋଇଯାଇଥିଲା। ଏହାପରେ ଜମାକାରୀ ଫସି ଯାଇଥିଲେ। ଏହାକୁ ନେଇ ଦାବି ହୋଇଥିଲା କି ଜମାକାରୀଙ୍କୁ ୨ଗୁଣା ଦିଆଯାଉ। ହେଲେ ଏଥର ଅର୍ଥମନ୍ତ୍ରୀ ଏଥିରେ ଦୁଇଗୁଣାରୁ ଅଧିକ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହସ୍ପିଟାଲର ୩୧ କର୍ମଚାରୀଙ୍କୁ କରୋନା

ନୂଆଦିଲ୍ଲୀ,୨୬।୪(ପି.ଟି.): ଦିଲ୍ଲୀର ବାବୁ ଜଗଜ୍ଜୀବନ ରାମ ହସ୍ପିଟାଲରେ ୧୧ ଡାକ୍ତରଙ୍କ ସମେତ ୩୧ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଏଲ୍‌ଏନ୍‌ଜେପି...

ଉପରାଷ୍ଟ୍ରପତି-ଆଇନମନ୍ତ୍ରୀଙ୍କୁ ପଦରୁ ହଟାଇବା ଲାଗି ହାଇକୋର୍ଟରେ ପିଟିଶନ…

ମୁମ୍ବାଇ,୨।୨ : ଉପରାଷ୍ଟ୍ରପତି ଜଗଦୀପ ଧନକର ଏବଂ ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ବିରୋଧରେ ବମ୍ବେ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ଆବେଦନରେ ଦର୍ଶାଯାଇଛି...

ଶୀର୍ଷ ଟିକସଦାତାଙ୍କୁ ପ୍ରୋତ୍ସାହନ;ମୋଦିଙ୍କ ସହ ମିଳିବ ଚା’ ପିଇବାର ସୁଯୋଗ

ନୂଆଦିଲ୍ଲୀ,୪-୬: କେନ୍ଦ୍ର ସରକାର ଶୀର୍ଷ ଟିକସଦାତାଙ୍କୁ ପୁରସ୍କୃତ କରିବା ଲାଗି ଏକ ନୂଆ ଯୋଜନା ପ୍ରସ୍ତୁତ କରୁଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ ଟିକସଦାତାଙ୍କୁ ପ୍ରୋତ୍ସାହିତ କରିବାକୁ...

ଦାଉଦ ଇବ୍ରାହିମ୍‌ଙ୍କ ସମ୍ପତ୍ତି ନିଲାମ

ନୂଆଦିଲ୍ଲୀ,୧୦।୧୧: ଅଣ୍ଡର ଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କର ସମ୍ପତ୍ତି ନିଲାମ ହୋଇଛି। ଦିଲ୍ଲୀର ଦୁଇ ଆଇନଜୀବୀଙ୍କୁ ଦାଉଦ୍‌ଙ୍କର ୬ ସମ୍ପତ୍ତି ମିଳିଛି। ସେଥିମଧ୍ୟରୁ ଆଇନଜୀବୀ ଅଜୟ...

ଏନ୍‌କାଉଣ୍ଟରରେ କୁଖ୍ୟାତ ହିଜବୁଲ ମୁଜାହିଦ୍ଦିନ ଜିଲା କମାଣ୍ଡର ନିହତ

ଡୋଡା,୧୫।୧: ଜମ୍ମୁ-କଶ୍ମୀରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଡୋଡାରେ ହୋଇଥିବା ଏନ୍‌କାଉଣ୍ଟରରେ କୁଖ୍ୟାତ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦିନର ଜିଲା କମାଣ୍ଡର ହାରୁନ ହାଫଜ...

ସୁବ୍ରମଣ୍ୟନ୍‌ଙ୍କ ଅଭିଯୋଗକୁ ଇଏସିଙ୍କ ଖଣ୍ଡନ

ନୂଆଦିଲ୍ଲୀ,୨୦।୬:  ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ଇଏସି-ପିଏମ୍‌) ବୁଧବାର ପୂର୍ବତନ ମୁଖ୍ୟ ଆର୍ଥିକ ଉପଦେଷ୍ଟା(ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ୍‌ଙ୍କ ଜିଡିପି ଡାଟାକୁ ନେଇ ଉଠାଇଥିବା ବିବାଦକୁ ଖଣ୍ଡନ କରିଛନ୍ତି।...

୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

୯୦,୩୯୫ କୋଟି ଋଣ ପ୍ରଦାନର ସମ୍ଭାବନା

ଭୁବନେଶ୍ୱର,୨୮-୧: ବର୍ଷ ୨୦୨୦-୨୧ ଲାଗି ରାଜ୍ୟର ଅଗ୍ରାଧିକାର କ୍ଷେତ୍ରଗୁଡିକୁ ପ୍ରାୟ ୯୦,୩୯୫ କୋଟି ଟଙ୍କାର ଋଣ ଯୋଗାଣ ନେଇ ସମ୍ଭାବନା ରହିଛି। ବ୍ୟାଙ୍କଗୁଡିକ ଏ ଦିଗରେ...

Advertisement
Archives

Model This Week