ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିଲେ ଆର୍‌ବିଆଇ ଗଭର୍ନର

ନୂଆଦିଲ୍ଲୀ,୩। ୫: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ରାଷ୍ଟ୍ରାୟତ୍ତ ଏବଂ ଘରୋଇ ବ୍ୟାଙ୍କ ସିଇଓଙ୍କୁ ଶନିବାର ଭେଟିଛନ୍ତି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସ୍ଥିତିରେ ଅର୍ଥ ବ୍ୟବସ୍ଥାକୁ ବ୍ୟାଙ୍କଗୁଡିକର ଯୋଗଦାନ ଉପରେ ସେ ସମୀକ୍ଷା କରିଛନ୍ତି। ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି)ଗୁଡିକୁ ସହାୟତା ଏବଂ ମୋରାଟୋରିୟମ ସୁବିଧା ଭଳି ବିଭିନ୍ନ ପ୍ରସଙ୍ଗ ବୈଠକରେ ଆଲୋଚନା ହୋଇଛି। ବୈଠକରେ ଡେପୁଟି ଗଭର୍ନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିବା ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଅର୍ଥ ବ୍ୟବସ୍ଥାର ବିଭିନ୍ନ କ୍ଷେତ୍ରକୁ ପୁଞ୍ଜି ପ୍ରବାହ, ମାଇକ୍ରୋ ଫାଇନାନ୍ସ ପ୍ରତିଷ୍ଠାନ, ହାଉସିଂ ଫାଇନାନ୍ସ କମ୍ପାନୀ ଏବଂ ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ମଧ୍ୟ ଆଲୋଚନା ପରିସରଭୁକ୍ତ ହୋଇଥିଲା। ଲକ୍‌ଡାଉନ ସମୟରେ ବ୍ୟାଙ୍କଗୁଡିକର କାର୍ଯ୍ୟକଳାପକୁ ଗଭର୍ନର ପ୍ରଶଂସା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଳିଆ ରିପୋର୍ଟକୁ ଏୟାର ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ,୧୫-୫: ଭାରତର ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଇସ୍ରାଏଲ ମିଡିଆରେ ପ୍ରକାଶ ପାଇଥିବା ଦେବାଳିଆ ଖବରକୁ ଖଣ୍ଡନ କରିଛି। ଏହା ଭିତ୍ତିହୀନ ବୋଲି କମ୍ପାନୀ...

ବେତନ ଦେବାରେ ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ ପୁଣି ବିଫଳ

ନୂଆଦିଲ୍ଲୀ,୨-୮: ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ) ଓ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌) ଏହାର କର୍ମଚାରୀଙ୍କୁ ଜୁଲାଇ ଦରମା ଦେବାରେ ବିଫଳ...

ବିଦାୟ ବେଳାରେ ସରକାରଙ୍କୁ ବିରାଲଙ୍କ ପରାମର୍ଶ: ବନ୍ଦ ହେଉ ଲାଭ ଦେଉ ନ ଥିବା ସବ୍‌ସିଡି ସ୍କିମ୍‌

ମୁମ୍ବାଇ,୨୪-୭ – ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ସ୍ବାଧୀନତା ନେଇ ମୁଖର ଥିବା ଡେପୁଟି ଗଭର୍ନର ବିରାଲ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳର ଶେଷ ଦିନରେ ମଙ୍ଗଳବାର କେନ୍ଦ୍ର...

୨୦୧୯-୨୦ରେ ୧.୮୫ ଲକ୍ଷ କୋଟିର ବ୍ୟାଙ୍କ ଠକେଇ

  ନାଗପୁର,୨୮।୭: ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଦେଶର ବାଣିଜି୍ୟକ ବ୍ୟାଙ୍କ ଏବଂ ବିତ୍ତ ପ୍ରତିଷ୍ଠାନଗୁଡିକରେ ୮୪,୫୪୫ ଠକେଇ ମାମଲା ସାମ୍ନାକୁ ଆସିଛି। ଏହି ମାମଲା ଗୁଡିକରେ...

ପାରାଦୀପ ପିଏକ୍ସ-ପିଟିଏ କମ୍ପ୍ଲେକ୍ସକୁ ଆଇଓସିଏଲ୍‌ର ସବୁଜ ସଙ୍କେତ

ଭୁବନେଶ୍ୱର,୨।୮: ପାରାଦୀପରେ ସ୍ଥାପନ ହେବାକୁ ଥିବା ପିଏକ୍ସ-ପିଟିଏ କମ୍ପ୍ଲେକ୍ସକୁ ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଲିମିଟେଡ୍‌(ଆଇଓସିଏଲ୍‌) ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଇଣ୍ଡିଆନ ଅଏଲ୍‌ର ବୋର୍ଡ ଏହି...

ଭାରତ ମସଲାର କର୍ପୋରେଟ ଷ୍ଟଲ

ଭୁବନେଶ୍ୱର,୧୪-୧୧(ବ୍ୟୁରୋ): ଭାରତ ମସଲା ପକ୍ଷରୁ ବାଲିଯାତ୍ରାରେ ଏକ କର୍ପୋରେଟ ଷ୍ଟଲ ସ୍ଥାପନ କରାଯାଇଛି। ପ୍ରଥମ ଥର ଲାଗି ଏଭଳି ଏକ ଆକର୍ଷଣୀୟ ଷ୍ଟଲ କମ୍ପାନୀ ପକ୍ଷରୁ...

ଟ୍ରାଭେଲ କମ୍ପାନୀ କକ୍ସ ଆଣ୍ଡ କିଙ୍ଗ୍‌ସ ଦେବାଳିଆ

ଭୁବନେଶ୍ୱର,୨୯ା୧୧: ଦେଶର ଅଗ୍ରଣୀ ଟ୍ରାଭେଲ ଆଣ୍ଡ ଟୁର୍ସ କମ୍ପାନୀ କକ୍ସ ଆଣ୍ଡ କିଙ୍ଗ୍‌ସର ପ୍ରମୋଟର ପିଟର କେରକରଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏକାଧିକ ବ୍ୟାଙ୍କରୁ...

ଅକ୍ଟୋବର-ନଭେମ୍ବରରେ ୪.୯ ଲକ୍ଷ କୋଟି ଋଣ ଦେଲେ ବ୍ୟାଙ୍କ

ନୂଆଦିଲ୍ଲୀ, ୪-୧୨: ପାର୍ବଣ ସମୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୪.୯ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ଅର୍ଥନୀତିରେ...

Advertisement


Archives

Model This Week