Posted inଖେଳ

ବ୍ୟାଟ୍‌ ଛାଡି ବନ୍ଧୁକ ଧରିଲେ ଧୋନୀ

ରାଞ୍ଚି,୧୬।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୁଣି କେବେ ପଡିଆକୁ ଫେରିବେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇ ରହିଛି। ଏସବୁ ଭିତରେ ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ନିକଟରେ ରାଞ୍ଚିର ଜେଏସସିଏ ଷ୍ଟାଡିୟମରେ ଥିବା ଏକ ଶୁଟିଂ ରେଞ୍ଜରେ ପହଞ୍ଚିଥିଲେ। ସେଠାରେ ତାଙ୍କ ବନ୍ଧୁକ ଧରି ଶୁଟିଂ ଅଭ୍ୟାସ କରୁଥିବାର ଦେଖାଯାଇଛି। ଧୋନୀଙ୍କ ବନ୍ଧୁକ ଧରିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପ୍ରଶଂସକ ସେ କେବେ କ୍ରିକେଟକୁ ଫେରିବେ ବୋଲି ପ୍ରଶ୍ନ କରିଛନ୍ତି। ଏହାପୂର୍ବରୁ ଧୋନୀଙ୍କୁ ଟେନିସ ଖେଳୁଥିବାର ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ ଚୟନ କମିଟି ବହିଷ୍କୃତ ହେବା ପରେ ଖୁସି ମନାଉଛନ୍ତି କୋହଲିଙ୍କ ପ୍ରଶଂସକ

ନୂଆଦିଲ୍ଲୀ,୧୯।୧୧: ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପରାଜିତ ହୋଇ ଫେରିବା ପରଠାରୁ ସମାଲୋଚିତ ହେଉଛି ଟିମ୍‌ ଇଣ୍ଡିଆ। ଏଭଳି ସ୍ଥିତିରେ ବିସିସିଆଇ ଶୁକ୍ରବାର ରାତିରେ ଚେତନ ଶର୍ମାଙ୍କ...

ଦିଲ୍ଲୀରେ ଏସିଆ କପ ପାଇଁ ଚୟନ କରାଯିବ ଭାରତୀୟ ଦଳ, ଚୟନ କମିଟି ବୈଠକରେ ଯୋଗଦେବେ ରୋହିତ

ନୂଆଦିଲ୍ଲୀ,୧୯।୮: ଅଜିତ ଅଗରକରଙ୍କ ନେତୃତ୍ୱରେ ବିସିସିଆଇର ପୁରୁଷ ବରିଷ୍ଠ ଚୟନ କମିଟିର ବୈଠକ ଦିଲ୍ଲୀରେ ସୋମବାର ଅର୍ଥାତ୍‌ ଅଗଷ୍ଟ ୨୧ରେ ବସିବ। ଏହାର ପ୍ରମୁଖ ଖେଳାଳିଙ୍କ...

ଇନ୍ଦୋର ଟେଷ୍ଟ: ମୟଙ୍କଙ୍କ ଦ୍ୱିଶତକ: ଭାରତର ବୃହତ୍‌ ସ୍କୋର

ଇନ୍ଦୋର,୧୫।୧୧(ପି.ଟି.)- ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ସହାୟତାରେ ଭାରତ ଏଠାରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ବୃହତ୍‌ ସ୍କୋର ହାସଲ...

ବିଜୟ ହଜାରେ ଟ୍ରଫି: ଓଡ଼ିଶା ଦଳ ଘୋଷିତ

କଟକ ଅଫିସ,୧୭ | ୯- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଆସନ୍ତା ୨୪ ତାରିଖରୁ ବିଜୟ ହଜାରେ ଟ୍ରଫି ଆରମ୍ଭ ହେବ। ଏହି ପ୍ରତିଯୋଗିତାରୁ...

‘ଅନେକ ଶିଖିବାର ଅଛି’

ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ରବିବାର ବେଲଜିୟମଠାରୁ ୨-୩ ଗୋଲରେ ପରାଜୟରେ ଦୁଃଖିତ ହୋଇଛନ୍ତି ଅଧିନାୟକ ମନପ୍ରୀତ ସିଂ। ଆମେ ଗୋଲ...

ଜାଡେଜାଙ୍କ ଆଣ୍ଠୁରେ ସଫଳ ଅସ୍ତ୍ରୋପଚାର

ନୂଆଦିଲ୍ଲୀ,୭।୯(ପି.ଟି.): ଭାରତର ଆଘାତପ୍ରାପ୍ତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ଡାହାଣ ଆଣ୍ଠୁରେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି। ସେ ଖୁବ୍‌ ଶୀଘ୍ର ତାଙ୍କ ରିହାବିଲିଟେଶନ ଆରମ୍ଭ...

ଭାରତ ବିପକ୍ଷ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆକୁ ଝଟ୍‌କା; ୩ ଖେଳାଳି ପଡ଼ିଲେ ବାଦ୍‌

ନୂଆଦିଲ୍ଲୀ,୧୪।୯: ଟି୨୦ ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଟି୨୦ ସିରିଜ ଖେଳିବ ଭାରତ। ସେପ୍ଟେମ୍ବର ୨୦ରୁ ଏହି ସିରିଜ ଆରମ୍ଭ ହେବ। ତେବେ ଏହା ପୂର୍ବରୁ...

ଜୋତା ସଫା କଲେ ବିରାଟ କୋହଲି

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ମା’ ହେବାକୁ ଯାଉଛନ୍ତି। ନିକଟରେ ୟୁଏଇରେ ଚାଲିଥିବା ଆଇପିଏଲ୍‌ ଟୁର୍ଣ୍ଣାମେଣ୍ଟରେ ତାଙ୍କୁ ଅଧିକାଂଶ ସମୟରେ ବେବି ବମ୍ପ୍‌ସହ ଦେଖିବାକୁ ମିଳୁଥିଲା।...

Advertisement
Archives

Model This Week