Posted inଜାତୀୟ

ବ୍ୟାଣ୍ଡ୍‌ ବାଜା ସହିତ ବାଣ ଫୁଟାଇ ମତଦାନ କେନ୍ଦ୍ରରେ ପହଞ୍ଚିଲେ ଗ୍ରାମବାସୀ

ଅଜମେର,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ରାଜସ୍ଥାନ ଅଜମେର ଅଞ୍ଚଳରେ ମତଦାନ ପାଇଁ ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ପ୍ରବଳ ଉତ୍ସାହ। ସ୍ଥାନୀୟ ବୋରାଜ୍‌ ଗାଁର ବାସିନ୍ଦା ଏକତ୍ରିତ ହୋଇ ବ୍ୟାଣ୍ଡ୍‌ ବାଜା ବଜାଇ ବାଣଫୁଟାଇ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ବାଣଫୁଟା ସହିତ ବାଜା ଶବ୍ଦ ଶୁଣି ସୁରକ୍ଷାକର୍ମୀ ବେଶ୍‌ ବିଚଳିତ ହୋଇପଡ଼ିଥିଲେ। ତେବେ ଗାଁ ଲୋକେ ଶାନ୍ତିପୂର୍ଣ୍ଣ ଭାବେ ଧାଡ଼ିରେ ଠିଆ ହୋଇ ମତଦାନ କରିଛନ୍ତି। ଗାଁ ଲୋକଙ୍କର ଏଭଳି ନିଆରା ଭୋଟ ଦାନ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଚତୁର୍ଥ ପର୍ଯ୍ୟାୟରେ ରାଜସ୍ଥାନର ୧୩ଟି ଲୋକ ସଭା ଆସନ ପାଇଁ ମତଦାନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri