ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୨୩।୬(ସ୍ବ.ପ୍ର.): ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ଅର୍ଥାତ କେନ୍ଦୁଝରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥ। ପ୍ରତିବର୍ଷ ରଥଯାତ୍ରାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଚଳଚଞ୍ଚଳ ହୋଇ ଉଠୁଥିବା ବଡ଼ ଦାଣ୍ଡ, ବଡ଼ ଦେଉଳ ପରିସର ମଙ୍ଗଳବାର ଖାଁ ଖାଁ ଲାଗୁଛି। ରଥ ଓ ବଡ଼ଦାଣ୍ଡ ଚାରିପଟେ ବ୍ୟାରିକେଟ୍‌ ଦିଆଯାଇଛି। ପୋଲିସ ପହରା ଦେଉଥିବା ବେଳେ ବଡ଼ଦାଣ୍ଡ ଓ ରଥ ନିକଟକୁ ଯାତାୟାତ ଉପରେ କଟକଣା କରାଯାଇଛି। ୫ ପ୍ଲାଟୁନ ପୋଲିସ ଫୋର୍ସ ମନ୍ଦିର ଓ ରଥ ନିକଟରେ ମୁତୟନ ହୋଇଥିବା ଟାଉନ ଥାନା ଇନଚାର୍ଜ ଅମିତ ଭୂୟାଁ କହିଛନ୍ତି। ଜିଲାପାଳ ଆଶୀଷ ଥାକରେ ଓ ଏସ୍‌ପି ମିତ୍ରଭାନୁ ମହାପାତ୍ର, ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଏସ୍‌ପିଓ ପି.ଜେ. ଟପ୍ପୋ, ଦୁଇ ଦିନ ହେବ ଘଟଣାସ୍ଥଳରେ ରହି ସମସ୍ତ ପରିସ୍ଥିତି ନୀରିକ୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri