ବ୍ୟାସକବିଙ୍କୁ ମନେ ପକାଇଲେ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଓଡ଼ିଆ ମାଟିର ଆଦ୍ୟ କଥାକାର ତଥା ବ୍ୟାସକବି ଫକୀରମୋହନଙ୍କ ଜୟନ୍ତୀ ପୋଖରୀପୁଟ ଡିଏଭି ସ୍କୁଲରେ ପାଳିତ ହୋଇଯାଇଛି। ଆଞ୍ଚଳିକ ନିର୍ଦ୍ଦେଶାଳୟର ସହ ନିର୍ଦ୍ଦେଶିକା ତଥା ସ୍କୁଲର ଅଧ୍ୟକ୍ଷା ସୁଜାତାଙ୍କ ଅଧ୍ୟକ୍ଷତାରେ ଓଡ଼ିଆ ବିଭାଗର ମୁଖ୍ୟ ଶୁଭ୍ରାଂଶୁ ମୋହନ ଦାଶ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ବ୍ୟାସକବିଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ବରିଷ୍ଠ ଶିକ୍ଷକ ନରୋତ୍ତମ ଷଡ଼ଙ୍ଗୀ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଫକୀରମୋହନଙ୍କ ଜୀବନାଦର୍ଶ ଉପରେ ବୁଝାଇଥିଲେ। ଏହି ଅବସରରେ ସପ୍ତମ ଶ୍ରେଣୀର ଜେସି ସ୍ବୟଂଶ୍ରୀ ମହାନ୍ତି, ପୂର୍ବୀ ମିଶ୍ର, ଶ୍ରୀଶିକ୍ତା ରଥ ଫକୀରମୋହନଙ୍କ ଗଳ୍ପ, କବିତା ପାଠ କରିଥିବା ବେଳେ ଶିବାର୍ପିତ ଷଡ଼ଙ୍ଗୀ କଥା ସମ୍ରାଟଙ୍କ ବାଲ୍ୟ ଜୀବନୀ ଉପସ୍ଥାପନ କରିଥିଲେ। ଶିକ୍ଷୟିତ୍ରୀ କ୍ଷଣପ୍ରଭା ନନ୍ଦ, ସୁଜାତା ମହାନ୍ତି ପ୍ରମୁଖ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ବେଳେ ଓଡ଼ିଆ ବିଭାଗର ଶିକ୍ଷକ କେଶବ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri