ବ୍ୟାୟାମ କଲେ ବୃଦ୍ଧିପାଏ ବୟସ୍କଙ୍କ ସ୍ମରଣ ଶକ୍ତି

ନ୍ୟୁୟର୍କ:  ବ୍ୟାୟାମ କଲେ ବୟସ୍କମାନଙ୍କ ମସ୍ତିଷ୍କର କାର୍ଯ୍ୟଦକ୍ଷତା ଓ ସ୍ମରଣ ଶକ୍ତି ବୃଦ୍ଧି ପାଏ  । ଆମେରିକାରେ ହୋଇଥିବା ଏକ ଗବେଷଣାରୁ ଏହା ଜାଣିବାକୁ ମିଳିଛି। ଗବେଷଣାରେ ୬୦ରୁ ୮୦ ବର୍ଷ ବୟସ ମଧ୍ୟରେ ୩୪ ଜଣଙ୍କୁ ସାମିଲ କରାଯାଇଥିଲା। ଏହି ବୟସ ବର୍ଗର ବ୍ୟାୟାମ କରୁଥିବା ବ୍ୟକ୍ତିଙ୍କର ମସ୍ତିଷ୍କ ଓ ସ୍ମରଣ ଶକ୍ତି ଉପରେ ପରୀକ୍ଷା କରାଯିବା ପରେ ଏହା ଜଣାପଡିଛି। ଏପରିକି ଦୈନିକ ଅନେକ ନୁହେଁ ବରଂ ଗୋଟିଏ ବ୍ୟାୟାମ କଲେ ବି ସୁଫଳ ମିଳିପାରିବ ବୋଲି କହିଛନ୍ତି ଆଇଓ୍ବା ୟୁନିଭର୍ସିଟିର ଆସିଷ୍ଟାଣ୍ଟ୍‌ ପ୍ରଫେସର ମିଚେଲ ଭସ୍‌। ଏହି ଗବେଷଣାଭିତ୍ତିକ ତଥ୍ୟ ଜର୍ନାଲ ମେଡିସିନ ଆଣ୍ଡ୍‌ ସାଇନ୍ସ ଇନ୍‌ ସ୍ପୋଟର୍‌ସ ଆଣ୍ଡ୍‌ ଏକ୍ସର୍‌ସାଇଜରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳେ ଏସବୁ କରିବା ମନା…

ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ...

ଆମେରିକାରେ ଲକ୍ଷେ ଟପିଲା ମୃତ୍ୟୁ

ଓ୍ବାଶିଂଟନ/ମସ୍କୋ,୨୭ା୫: କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ଆକ୍ରାନ୍ତ କରିଥିବା ବେଳେ ଆମେରିକାରେ ସ୍ଥିତି ସବୁଠାରୁ ଜଟିଳ ରହିଛି। ଏଠାରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଛି।...

ଭାରତରେ ସୁଧୁରୁଛି ଆର୍ଥତ୍କ ସ୍ଥିତି

ଲଣ୍ଡନ, ୧୦ା୭(ପି.ଟି.):କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏଥିରୁ ମୁକିଳିବା ପାଇଁ ବିଭିନ୍ନ ଦେଶ ଉଦ୍ୟମ ଚଳାଇଥିବାବେଳେ ଭାରତରେ ସ୍ଥିତି...

ରୁଷିଆରେ ଜାରା-ପେପଲ୍‌-ସାମସଙ୍ଗ୍‌ କାରବାର ବନ୍ଦ…

ଓ୍ବାଶିଂଟନ, ୬।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଏହାକୁ ବିରୋଧ କରି ରୁଷିଆରେ ଜାରା, ପେପଲ୍‌ ଏବଂ ସାମସଙ୍ଗ୍‌ ନିଜ ନିଜ...

ଇନ୍ଧନ, ବିଜୁଳି ପରେ ଏବେ ଗହମ ସଙ୍କଟ

ଇସଲାମାବାଦ,୨୫ା୫: ପାକିସ୍ତାନ ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏଭଳି ପରିସ୍ଥିତିରେ ପାକିସ୍ତାନ ପାଇଁ ଆଉ ଏକ ଖରାପ ଖବର ଆସୁଛି। ରାଜନୈତିକ ଏବଂ...

କେନ୍ଦ୍ରଶାସିତ ଅଞ୍ଚଳ ଗଠନ ବେଆଇନ: ଚାଇନା,ଭାରତ କହିଲା ମୁଣ୍ଡ ଖେଳାଅନି

ବେଜିଂ/ନୂଆଦିଲ୍ଲୀ,୧।୧୧(ପି.ଟି.):ଜମ୍ମୁ-କଶ୍ମୀରକୁ ଦୁଇଭାଗ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବା ବେଆଇନ ବୋଲି ଗୁରୁବାର ଚାଇନା କହିଛି। ଚାଇନାର କେତେକ ଅଞ୍ଚଳକୁ ନିଜ ପ୍ରଶାସନିକ ସୀମାଭୁକ୍ତ...

ମହାକାଶରେ ‘ହମ୍‌’ ଗୁଞ୍ଜନ

ଓ୍ବାଶିଂଟନ,୧୯।୧: ମହାକାଶରେ ବ୍ରହ୍ମାଣ୍ଡରୁ ଶବ୍ଦ ସୃଷ୍ଟି ହେଉଛି। ଏଠାରେ ‘ହମ୍‌’ ଗୁଞ୍ଜନ ସୃଷ୍ଟି ହେଉଥିବା ମହାକାଶ ବିଜ୍ଞାନୀମାନେ ସୂଚନା ଦେଇଛନ୍ତି। ମହାକାଶରେ କୌଣସି ମାଧ୍ୟମ ନ...

ସବୁ ସୁଖ ପାଇଥାନ୍ତି ଏହି ୪ ରାଶିରେ ଜନ୍ମିତ ବ୍ୟକ୍ତି; ଜୀବନରେ କେବେ ବି ଧନର ଅଭାବ ରହେ ନାହିଁ

ସମସ୍ତେ ଜୀବନରେ ଖୁସି ରହିବାକୁ ଚାହିଁଥାନ୍ତି। ପାଖରେ ଧନସମ୍ପତ୍ତି ଥାଉ, ବିଳାସମୟ ଜୀବନ ନିର୍ବାହ କରିବାକୁ ସମସ୍ତେ ସ୍ବପ୍ନ ମଧ୍ୟ ଦେଖିଥାନ୍ତି। ହେଲେ ଅନେକ ଥର...

Advertisement
Archives

Model This Week