Posted inଖେଳ

ବୟସ ଜାଲିଆତି: ଏମ୍‌ସିଏ ଜୁନିୟର କ୍ୟାମ୍ପରୁ ୫ ବିଦା

ମୁମ୍ବାଇ, ୨|୮ (ପି.ଟି.)-ବୋନ୍‌ ଏଜ୍‌ ଟେଷ୍ଟରେ ବିଫଳ ହୋଇଥିବାରୁ ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମ୍‌ସିଏ)ର ୧୬ ବର୍ଷରୁ କମ୍‌ ଅଫ୍‌ ସିଜନ କ୍ୟାମ୍ପ ଲାଗି ୫ ଜଣ ବାଳକ ଅଯୋଗ୍ୟ ବିବେଚିତ ହୋଇଛନ୍ତି। ବୟସ ଜାଲିଆତି କ୍ଷେତ୍ରରେ ବୋନ୍‌ ଏଜ୍‌ ଟେଷ୍ଟ କରାଯାଇଥାଏ। ସହର ଉପକଣ୍ଠସ୍ଥିତ ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସଠାରେ ଏମସିଏ ତରଫରୁ ୧୬ ବର୍ଷରୁ କମ୍‌ ଅଫ୍‌-ସିଜନ କ୍ୟାମ୍ପ ଚାଲିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ବୋନ୍‌ ଏଜ୍‌ ଟେଷ୍ଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri