ବୟସ ୩୯ ସନ୍ତାନ ସଂଖ୍ୟା ୩୮

କମ୍ପାଲା,୧।୫: ଏବେ ୩୯ ବର୍ଷ ବୟସ୍କା ଜଣେ ମହିଳା ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ୟୁଗାଣ୍ଡାର କମ୍ପାଲାରେ ରହୁଥିବା ମରିୟମ୍‌ ନାବାନ୍ତଜୀ ନାମ୍ନୀ ଏହି ମହିଳା ତାଙ୍କ ୩୮ ସନ୍ତାନଙ୍କ ପାଇଁ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ୧୨ ବର୍ଷରେ ବିବାହ କରିଥିବା ମରିୟମ୍‌ ୧୩ ବର୍ଷରେ ଯାଆଁଳା ସନ୍ତାନ ଜନ୍ମ କରିଥିଲେ। ପରେ ସେ ୪ଥର ୩ଜଣ ସନ୍ତାନଙ୍କୁ ଜନ୍ମ କରିଥିବାବେଳେ ୩ଥର ୪ ଜଣ ସନ୍ତନଙ୍କୁ ଜନ୍ମ ଦେଇଥିଲେ। ଏବେ ତାଙ୍କ ବଡ଼ ଇଭାନ୍‌ କେବୁକାଙ୍କ ବୟସ ୨୩ ବର୍ଷ। ସେ ରୋଜଗାର କରିବା ଆରମ୍ଭ କରିଛନ୍ତି। ମରିୟମ୍‌ ସନ୍ତାନଙ୍କୁ ଭଲଭାବେ ଲାଳନ ପାଳନ ପାଇଁ ଘରେ ବସି ବିଭିନ୍ନ କାମ କରି ଆୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ଏମିତି ଘୋଷଣା କଲା ଇରାନ ଖୁସି ହୋଇଗଲା ସାରା ବିଶ୍ୱ, ଏଥର ଶେଷ ହେବ ଯୁଦ୍ଧ!

ନୂଆଦିଲ୍ଲୀ/ତେହରାନ,୨୪।୫: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କ ଏକ ବିବୃତ୍ତି ଅନ୍ତର୍ଜାତୀୟ ରାଜନୀତିରେ ଏକ ନୂତନ ଆଲୋଚନାର ସୂତ୍ରପାତ କରିଛି।…

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri