ଭଉଣୀଙ୍କୁ ଶାଶୁଘରେ ଛାଡ଼ି ଫେରିବାବେଳେ ଦୁର୍ଘଟଣା : ଭାଇଙ୍କ ଜୀବନଗଲା

ହାଟଡ଼ିହୀ,୧୦।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଆବୁଲପୁରା ଗ୍ରାମର ବିନୋଦ ଦାସଙ୍କ ପୁଅ ଘନଶ୍ୟାମ(୨୫)ଙ୍କ ଶନିବାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଘନଶ୍ୟାମ ଭଉଣୀଙ୍କୁ ଶାଶୁଘରେ ଛାଡ଼ିବାକୁ ଭଦ୍ରକ ଜିଲା ନିଚିବନ୍ଧା ଗ୍ରାମକୁ ନେଇଥିଲେ । ତେବେ ସେଠାରୁ ଫେରିବା ବେଳେ ଏକ ହାଇୱା ତାଙ୍କୁ ନଳାଙ୍ଗ ନିକଟରେ ଧକ୍କା ଦେଇଥିଲା ା ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ଓ ପରେ କଟକ ନିଆଯାଉଥିବା ବେଳେ ରାସ୍ତାରେ ତାଙ୍କର ଜୀବନ ଚାଲିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟାରେ ଫସିଛନ୍ତି ଛାତ୍ରୀଛାତ୍ର, ଫେରାଇ ଆଣିବାକୁ ଭଦ୍ରକ ବିଧାୟକଙ୍କୁ ଭେଟିଲେ ପରିବାର

ଭଦ୍ରକ ଅଫିସ, ୧।୫: ରାଜସ୍ଥାନର କୋଟାରେ ଫଶିଥିବା ଭଦ୍ରକର ଛାତ୍ରୀଛାତ୍ରମାନଙ୍କୁ ଫେରାଇ ଆଣିବାକୁ ଅଭିଭାବକମାନେ ଶୁକ୍ରବାର ବିଧାୟକ ସଞ୍ଜୀବ ମଲିକଙ୍କ ସହ ଆଲୋଚନା କରିଛନ୍ତି। ଶୁକ୍ରବାର...

ମାସ୍କ ବଣ୍ଟନ କଲା ରାଇକିଆ ବଣିକ ସଂଘ

ରାଇକିଆ,୭ା୪(ଡି ଏନ ଏ)- କରୋନା ମୁକାବିଲା ପାଇଁ ବିଭିନ୍ନ ସଙ୍ଗଠନ ଆଗକୁ ଆସୁଛନ୍ତି। କିଏ ସଚେତନତା କରୁଛି ତ ଆଉକିଏ ଆର୍ଥିକ ସହଯୋଗ କରୁଛନ୍ତି। ମଙ୍ଗଳବାର...

ଭିନ୍ନ ପ୍ରଜାତିର ସାପ ଉଦ୍ଧାର

ପରଜଙ୍ଗ,୪।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମର ବାନାମ୍ବର ବେହେରାଙ୍କ ଘର ନିକଟରେ ଥିବା କଦଳୀ ବଗିଚାରୁ ଏକ ଭିନ୍ନ ପ୍ରଜାତିର ସାପ ବୁଧବାର...

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନର ବନ୍ଦ ଡାକରା: କଳାହାଣ୍ଡି ଜିଲାର ସମସ୍ତ ବ୍ୟାଙ୍କ ବନ୍ଦ

ଭବାନୀପାଟଣା,୩୧।୧(ଡି.ଏନ୍‌.ଏ.): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି।...

ବ୍ୟାଙ୍କ ତଳେ ମଦଦୋକାନ

କାମାକ୍ଷାନଗର, ୧୨।୬(ଡି.ଏନ୍‌.ଏ.)-କୋଠା ଉପରେ ବ୍ୟାଙ୍କ। ଆଉ ଏହାର ଠିକ୍‌ ତଳେ ଖୋଲିଛି ସରକାରୀ ବିଦେଶୀ ମଦ ଦୋକାନ। ମଦ ପିଇ ମାତାଲ ହୋଇ ଗଡୁଛନ୍ତି ମଦ୍ୟପ।...

ଟୋଲ୍‌ଗେଟ୍‌ରେ ବିନା ଶୁଳ୍କରେ ଗାଡି ଛାଡିଲେ

ଚୌଦ୍ୱାର/କଟକ ସଦର, ୧୩ା୧୨(ଡି.ଏନ୍‌.ଏ.): କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ନିଖିଳ ଭାରତ କୃଷକ ସଂଘର୍ଷ...

ସାଙ୍ଗକୁ ରଙ୍ଗ ମାରିବାକୁ ଯାଇଥିବାବେଳେ ଦୁର୍ଘଟଣା: ୩ ମୃତ

ଢେଙ୍କାନାଳ ଅଫିସ୍, ୧୦ା୩- ହୋଲିରେ ସାଙ୍ଗକୁ ରଙ୍ଗ ମାରିବାକୁ ଯାଉଥିବାବେଳେ ଦୁର୍ଘଟଣାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି ।ଢେଙ୍କାନାଳ ଜିଲା କପିଳାସ ରାସ୍ତାର ଛଣବୋଲୁଅ ନିକଟରେ...

ଜଗଦ୍ଧାତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୩୧।୧୦: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଗୁରୁବାର ମା’ ଜଗଦ୍ଧାତ୍ରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କର ଏହି ବେଶ ଦର୍ଶନ...

BGU
Play 250+ Trending Games
Archives

Model This Week

Why Dharitri