Posted inଜାତୀୟ

ଭଗବାନ ଶଙ୍କରଙ୍କ ବେଶ ଛାଡି ଏବେ କଳାଚଷମାରେ ନଜର ଆସିଲେ ତେଜ ପ୍ରତାପ

ପାଟନା, ୫।୮: ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ପୁଣି ଥରେ ଭିନ୍ନ ଅବତାରରେ ନଜର ଆସିଛନ୍ତି। କେତେବେଳେ ସେ ବଂଶୀ ଧରି ଗାଇ ଚରାଉଥିବାବେଳେ ତ ଆଉ କେତେବେଳେ ଭଗବାନ ଶଙ୍କରଙ୍କ ଅବତାରରେ ଦେଖାଯାନ୍ତି। ଏଥର କିନ୍ତୁ ସେସବୁ ଛାଡି ଫିଲ୍ମ ହିରୋ ଭାବେ ଲୋକଙ୍କ ସାମ୍ନାକୁ ଆସିଛନ୍ତି। କେଶକୁ ବାନ୍ଧି କଳାଚଷମା ସାଙ୍ଗକୁ ଜିନ୍ସ ଟି-ସାର୍ଟରେ ସେ ନଜର ଆସିଛନ୍ତି। ସୋସିଆଲ ମିଡିରେ ତେଜ ପ୍ରତାପଙ୍କ ଏହି ଫଟୋ ଭାଇରାଲ ହେବା ପରେ ତାଙ୍କୁ ୟୁଜର୍ସ ଟ୍ରୋଲ କରିବାକୁ ପଛାଇନାହାନ୍ତି। ଏସବୁ ଛାଡି ବିାହାରର ମୁଖ୍ୟମନ୍ତ୍ରୀ ହେବାରେ ଧ୍ୟାନ ଦିଅନ୍ତୁ ବୋଲି କିଛି ୟୁଜର୍ସ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦର ପାଚେରି ଡେଇଁ ହେଲିକପ୍ଟରକୁ ପଥର ମାରିଲେ ଯୁବକ

ଭୋପାଳ,୩।୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନବନ୍ଦରର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ରବିବାର ଏଠାରେ ବିମାନ ବନ୍ଦରର ପାଚେରି ଡେଇଁ ଜଣେ ଯୁବକ...

ଗୁରୁବାର ପ୍ରଧାନମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଦେଶରେ କରୋନାର ଓମିକ୍ରନ ଭାରିଆଣ୍ଟ...

ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରିଦେବାକୁ ଧମକ

ନୂଆଦିଲ୍ଲୀ,୨୬ ।୫: ମହାରାଷ୍ଟ୍ରରେ ହନୁମାନ ଚାଳିଶା ବିବାଦକୁ ନେଇ ଚର୍ଚ୍ଚାରେ ଥିବା ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି ।...

ହେମାନନ୍ଦଙ୍କୁ ଲୋକ ସଭାରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୫।୩: ପୂର୍ବତନ ଏମ୍‌ପି ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକରେ ସୋମବାର ଲୋକ ସଭାରେ ଶୋକବ୍ୟକ୍ତ କରାଯାଇଛି। ସୁନ୍ଦରଗଡ଼ ନିର୍ବାଚନମଣ୍ଡଳୀରୁ ପଞ୍ଚଦଶ ଲୋକ...

୬୦ ଘଣ୍ଟାରେ ୧୧୦ ଫୁଟ ଲମ୍ବ ପୋଲ ନିର୍ମାଣ କଲା ବିଆର୍‌ଓ

ଶ୍ରୀନଗର,୧୭।୧: ମାତ୍ର ୬୦ ଘଣ୍ଟାରେ ୧୧୦ ଫୁଟ ଲମ୍ବ ପୋଲ ନିର୍ମାଣ କରି ଭାରତୀୟ ବର୍ଡର ରୋଡ୍‌ ଅର୍ଗାନାଇଜେଶନ (ବିଆର୍‌ଓ) ଏବେ ପ୍ରଶଂସା ସାଉଁଟିବାରେ ଲାଗିଛି।...

ମାସେ ମଧ୍ୟରେ ଏସ୍‌ଆଇଟି ଯାଞ୍ଚ୍‌ ଶେଷ ହେବ…

ନୂଆଦିଲ୍ଲୀ,୬।୧୨: ନାଗାଲାଣ୍ଡରେ ସୁରକ୍ଷାକର୍ମୀଙ୍କ ଦ୍ୱାରା କରାଯାଇ ଯାଇଥିବା ଫାୟାରିଂ ଘଟଣା ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୋମବାର ଲୋକ ସଭାରେ ବକ୍ତବ୍ୟ ରଖିଛନ୍ତି। ମାସେ ମଧ୍ୟରେ...

ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…

ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ...

୭୦୦୦ ଗ୍ରାମକୁ ହେବ ମୋବାଇଲ ସୁବିଧା: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୧୧: ବୁଧବାର ଅନୁଷ୍ଠିତ ମୋଦି କ୍ୟାବିନେଟ ବୈଠକରେ ଦେଶର ଗ୍ରାମଗୁଡ଼ିକୁ ମୋବାଇଲ ସଂଯୋଗ ସହ ଯୋଡିବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ...

Advertisement
Archives

Model This Week