ଭଗବାନ ଭରସାରେ କ୍ୟାନସର ପୀଡ଼ିତ୍‌ ଧର୍ମରାଜ: ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

ଜାମଟିକ୍ରା, ୬ା୧(ଡି.ଏନ୍‌.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକୁ ମାହାଲିଆ ସୁଆସ୍‌ତିଅ ସେବା ଯୁଗେଇ ଦେବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ସେନ୍‌ତା ଏଭେ ରାଏଜ୍‌ ସରକାର ସୁଆସ୍‌ତିଅ ସେବାକେ ଅଧ୍‌କା ଗୁରୁତ୍‌ ଦେଇ ସେଟାକେ ୫-ଟି, ମୋ ସରକାରରେ ସାମିଲି କରିଛନ୍‌। ହେଲେ ଇ ସବୁ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ ଅନେକ୍‌ ଗରିବ୍‌ ଦୁଖି ସୁଆସ୍‌ତିଅ ସେବାରୁ ବଁଚିତ୍‌ ହେଉଥିବାର ଦେଖ୍‌ବାକେ ମିଲୁଛେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଜାମଟିକ୍ରା ଗଁାରେ।
ସୂଚନା ଅନ୍‌ସାରେ ଜାମଟିକ୍ରା ପଧାନପଡ଼ାର ଧର୍ମରାଜ ପଧାନ(୪୬)। ପରିବାର କହେଲେ ମାଏକିନା ଭୂମିସୂତା, ଦୁଇ ଝି’ ଲୁସି ଆର ସେଲିକୁଁ ନେଇ ସଁସାର। ଧର୍ମରାଜ ଛତି ଚାଷ୍‌ କରି ଦୁଇ ପଏସା ରୁଜ୍‌ଗାର କରୁଥିଲେ। ସେଥ୍‌ରେ ତାକର ପରିବାର ହଁସ୍‌ଖୁସିରେ ଚଲିଯାଉଥିଲା। ହେଲେ ଆଏଜ୍‌କେ ୩ ମାସ୍‌ ତଲେ ସେ ହଠାତ୍‌ ଦିନେ ଆଏଁଖ୍‌ରେ ଦରଦ୍‌ ଅନୁଭବ କରିଥିଲେ। ଦରଦ୍‌ ନାଇଁ କମ୍‌ଲାରୁ ବୁର୍ଲା ବଡ଼ ଡାକ୍‌ତରଖାନା ଯାଇ ପରୀକ୍ଷା ନିରୀକ୍ଷା କରାଲେ। ସେଠାନେ ତାକର ଅଁାଖିରେ କ୍ୟାନସର ହେଇଥିବାର ଜନାପଡ଼ିଥିଲା। ବୁର୍ଲାରେ ଡାକ୍‌ତର ଧର୍ମରାଜକୁଁ ଉଚ ଚିକିଛା ଲାଗି କଟକ ବଡ଼ ଡାକ୍‌ତରଖାନା ଯିବାକେ ପରାମଶ ଦେଇଥିଲେ। ଏନ୍‌ତାଥି ଧର୍ମରାଜ ଜମିବାଡ଼ି ବିକି କଟକ ବଡ଼ ଡାକ୍‌ତରଖାନାରେ ଚିକିଛା କରାଲେ। ହେଲେ କିଛି ଲାଭ୍‌ ନାଇଁ ହେଲା। ଏହେଦେ ସେ ଟଁକା ପଏସା ଅଭାବୁ ଭଗବାନ ଭରସାରେ ଘରେ ପଡ଼ି ରହିଛନ୍‌। ଇଅଡ଼େ ମାଏକିନା ଭୂମିସୂତା ଝନେ ହୁରୁଦ୍‌ ରୁଗୀ। ପରିବାର ଚଲାବାକେ ଆର ଘରେ କେହି ନାଇଁ। ଦୁଇ ଝି’ ପାଠ୍‌ ପଢ଼ୁଛନ୍‌। ହେଲେ ଅଭାବ ଅନାଟନରୁ ତାକର ବି ପାଠ୍‌ପଢ଼ା କେତେବେଲେ ବଁଦ୍‌ ହେଇଯିବା। ଧର୍ମରାଜ ଝନେ ଗରିବ୍‌ ଲୋକ ହେଇଥିଲାବେଲେ ସରକାରୀ ଯୋଜନାରେ ୨୦ କେ.ଜି. ଚାଉଲ ପାଉଛନ୍‌। ହେଲେ ଆଏଜ୍‌ତକ ସେ ଆବାସ ଯୋଜନାରେ ଘରଖଁଡ଼େ ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ଏହେଦେ ପରିସ୍ଥିତି ଏନ୍‌ତା ଯେ, ପରିବାରଟା ଉନିଆ ଲୁକ୍‌କର ସହଯୋଗରେ ଚଲୁଛେ। ଏନ୍‌ତାଥି ସେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ଚିକିଛା ସାହାଯ୍‌ ଲାଗି ଗଣମାଧ୍ୟମ ଜରିଆରେ ଜିଲା ପରଶାସନକେ ଆକୁଲବିକୁଲ ହେଇ ନିବେଦନ କରିଛନ୍‌। ଜିଲା ପରଶାସନ ଇ ଦୁଖି ଅସାହା ପରିବାର ଉପରେ ଦୁରୁଷ୍‌ଟି ଦେଇ ସରକାରୀ ସୁବିଧା ସଂଗେ ଧର୍ମରାଜକୁଁ ଚିକିଛା ସାହାଯ୍‌ ଯୁଗେଇ ଦେବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଇଭିନିଙ୍ଗ ୱାକ୍‌ ବେଳେ ଗଲା ଜୀବନ

ଧର୍ମଗଡ,୬।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଧୀନ କେବଡ଼ିସ୍ଥିତ ବିଜୁ ଏକ୍ସପ୍ରେସ ୱେ ନିକଟରେ ବୁଧବାର ସନ୍ଧ୍ୟାରେ ଅଜଣା ବୋଲେରୋ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ପୋଲିସ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ: ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଚାଲିଛି ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୨୪ା୬: କରୋନା ସଂକ୍ରମକୁ ଦୃଷ୍ଟିରେରଖି ପ୍ରଥମେ ରଥଯାତ୍ରାକୁ ଅନୁମତି ଦେଇ ନ ଥିଲେ ସୁପ୍ରିମ୍‌କୋର୍ଟ । ପରବର୍ତ୍ତୀ ସମୟରେ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଥିଲା...

ଧାନଖଳାରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ବରଗଡ଼ ଅଫିସ,୧୩।୧୨: ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଗ୍ରାମର ଦୁଇଜଣ ଚାଷୀଙ୍କ ଧାନଖଳାରେ ନିଆଁ ଲଗାଇ ଦେଇଛନ୍ତି।...

‘ସୌଭାଗ୍ୟ’ ପାଲଟିଛି ଦୁର୍ଭାଗ୍ୟ

ଭଦ୍ରକ ଅଫିସ, ୨୮।୧୨- ଭଦ୍ରକ ଜିଲାରେ ସୌଭାଗ୍ୟ ଯୋଜନା ଏବେ ଗରିବ ଲୋକଙ୍କ ପାଇଁ ଦୁର୍ଭାଗ୍ୟ ଅବସ୍ଥା ଆଣିଦେଇଛି। ବିଦ୍ୟୁତ୍‌ ବିଭାଗର ଅଜବ ନିୟମ କାରଣରୁ...

ସତ୍ୟବାଦୀ ଥାନା ପରିଦର୍ଶନ କଲେ ଗୃହରାଷ୍ଟ୍ର ମନ୍ତ୍ରୀ: ପୋଲିସ ସାଧାରଣ ଲୋକଙ୍କ ଆସ୍ଥା ଭାଜନ ହେବାକୁ ପରାମର୍ଶ

ସାକ୍ଷୀଗୋପାଳ,୧୭।୧୧(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଆଧାରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶନିବାର ସାରେ ଅଚାନକ ପୁରୀ ଜିଲା ସତ୍ୟବାଦୀ ଥାନା ପରିଦର୍ଶନ କରିଛନ୍ତି...

ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ

ବଡ଼ସାହି,୨୦ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧନାସାହି ଗ୍ରାମର ଜନୈକା ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି ା ମୃତା ମହିଳା ଜଣକ ହେଲେ ସେହି...

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ

ଭବାନୀପାଟଣା,୬।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦୁଆରସୁନି ଉପସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ଅନିଲ କୁମାର ସେନାପତି ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ...

ଦୀନବନ୍ଧୁଙ୍କ ମୃତଦେହ ବାଇକ୍‌ରେ ଘରକୁ ଆସିଲା

ମାଲକାନଗିରି,୨୭ା୨(ଡି.ଏନ.ଏ.): ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପଣସପୁଟ ଅଞ୍ଚଳରେ ମାଓବାଦୀଙ୍କ ଦ୍ୱାରା ହତ୍ୟାର ଶିକାର ହୋଇଥିବା ବ୍ୟବସାୟୀ ଦୀନବନ୍ଧୁ ବେପାରୀଙ୍କ ମୃତଦେହକୁ ୨ ଦିନ ପରେ ପରିବାର...

Advertisement
Archives

Model This Week