ଭଙ୍ଗାଗଲା ମଣିପୁର ଭବନ

ପୁରୀ ଅଫିସ, ୮ା୨: ଶ୍ରୀମନ୍ଦିର ଚୌହଦିରୁ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଏପ୍ରିଲ ସୁଦ୍ଧା ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ନକ୍ସା ଚୂଡ଼ାନ୍ତ ହେବାକୁ ରହିଛି। ତେଣୁ ଏହାକୁ ନଜରରେ ରଖି ଉଚ୍ଛେଦ କାର୍ଯ୍ୟକୁ ତ୍ୱରାନ୍ବିତ କରିଛି ଜିଲା ପ୍ରଶାସନ। ବର୍ଷା ସତ୍ତ୍ବେ ଶୁକ୍ରବାର ସୁରକ୍ଷା ଜୋନ୍‌ରେ ଚାଲିଥିଲା ଉଚ୍ଛେଦ ଅଭିଯାନ। ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ସମ୍ମୁଖ ମଣିପୁର ଭବନକୁ ଭଙ୍ଗାଯାଇଛି। ଆଗକୁ ଏହି ଅଭିଯାନ ଆହୁରି ତ୍ୱରାନ୍ବିତ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।
ଶୁକ୍ରବାର ସକାଳୁ ଉଚ୍ଛେଦ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ୨ଟି ଜେସିବି ଓ ପ୍ରୋକଲିନ ମେଶିନ ପହଞ୍ଚତ୍ବା ସହ ୨ପ୍ଲାଟୁନ ପୋଲିସ ଫୋର୍ସ ପହଞ୍ଚତ୍ଥିଲେ। ଉଚ୍ଛେଦ ବେଳେ ଯେପରି କୌଣସି ପ୍ରକାର ଅଘଟଣ ନ ହୁଏ ସେଥିଲାଗି ସଂଲଗ୍ନ ଅଞ୍ଚଳକୁ ବ୍ୟାରିକେଡିଂ କରାଯାଇଥିଲା। ଉପଜିଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଜଣେ ମାଜିଷ୍ଟ୍ରେଟ ଉପସ୍ଥିତି ରହି ଉଚ୍ଛେଦ କାର୍ଯ୍ୟକୁ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri