ଭଙ୍ଗାଗଲା ଶ୍ରୀଲିଙ୍ଗରାଜ ମାର୍କେଟ କମ୍ଲେକ୍ସ

ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ପରେ ଶ୍ରୀ ଲିଙ୍ଗରାଜ ମାର୍କେଟ କମ୍ଲେକ୍ସକୁ ଶୁକ୍ରବାର ଭଙ୍ଗାଯାଇଛି। ପୂର୍ବାହ୍ନରେ ବିଡିଏ ଓ ବିଏମ୍‌ସିର ମିଳିତ ସ୍କ୍ବାର୍ଡ ଏବଂ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ ଉପସ୍ଥିତିରେ ଏହି ବିଲ୍ଡିଂକୁ ଭଙ୍ଗାଯିବା କାର୍ଯ୍ୟ ଆରମ୍ଭ କରାଯାଇଥିବା ସୂଚନା ମିଳିଛି।

ଉକ୍ତ ମାର୍କେଟ କମ୍ଲେକ୍ସ ୧୯୮୬ ଅଗଷ୍ଟ ୩୧ରେ ଉଦ୍‌ଘାଟିତ ହୋଇଥିଲା। ଦୀର୍ଘ ୩୧ ବର୍ଷ ପରେ ଏହି ମାର୍କେଟ କମ୍ଲେକ୍ସରେ ଥିବା ୧୦୮ଟି ଦୋକାନଘର ଦୁର୍ବଳ ହୋଇପଡ଼ିଥିଲା। ୬ ବର୍ଷ ପୂର୍ବରୁ ବିଲ୍ଡିଂ ଅସୁରକ୍ଷିତ ବୋଲି ବିଭାଗ ଘୋଷଣା କରିଥିଲେ ହେଁ ଏଯାବତ ଭାଙ୍ଗିବା ନେଇ ବିଭିନ୍ନ କାରଣରୁ ଦିନ ଗଡ଼ିଚାଲିଥିଲା। ହେଲେ ଶେଷରେ ସକାଳେ ବିଡିଏର ଆଡିସନାଲ କମିଶନର ହରିଶ ଚନ୍ଦ୍ର ନାୟକ, ଏନ୍‌ଫୋର୍ସମେଣ୍ଟ ଅଫିସର ପ୍ରମୋଦ କୁମାର ପାତ୍ର, ବିଏମ୍‌ସି ନୋଡାଲ ଅଫିସର ରୂପକ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ଏହି ଭଙ୍ଗା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଦୁଇଦିନ ମଧ୍ୟରେ ଏହା ସମ୍ପୂର୍ଣ୍ଣ ଭଙ୍ଗାଯିବ ବୋଲି ବିଡିଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri