ଭଙ୍ଗା କାନ୍ଥ ତଳୁ ୩ ଉଦ୍ଧାର

ବେତନଟୀ,୧୧ା୧୧(ଡି.ଏନ୍‌.ଏ.)- ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ କାନ୍ଥ ତଳେ ଚାପିହୋଇ ରହିଥିବା ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। ଶନିବାର ରାତିରେ ମୟୂରଭଞ୍ଜ ଜିଲା ବେତନଟୀ ପଞ୍ଚାୟତ ଅଧୀନ ଇନ୍ଦିରାନଗର ବସ୍ତିର ସୀତାନାଥ ପଣ୍ଡାଙ୍କ ଘରଟି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିଲା। ରାତି ପ୍ରାୟ ୪ଟାରେ ବେତନଟୀ ଅଗ୍ନିଶମ ବିଭାଗ ପକ୍ଷରୁ ରତିକାନ୍ତ ଦାସଅଧିକାରୀ, ବିଭୂତି ଭୂଷଣ ନାୟକ, ଜଗନଯତି ପ୍ରଧାନ ପ୍ରମୁଖ ୬ ଜଣିଆ ଟିମ୍‌ କାନ୍ଥ ତଳେ ଚାପିହୋଇ ରହିଥିବା ସୀତାନାଥଙ୍କ ପରିବାରର ୩ ସଦସ୍ୟଙ୍କୁ ଉଦ୍ଧାର କରି ବେତନଟୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ସୀତାନାଥଙ୍କ ପୁଅ ପ୍ରଦୀପ ଗୁରୁତର ଥିବାରୁ ତାଙ୍କୁ ବାରିପଦା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାପନ୍‌ତରିଆ ପଡ଼ିଛେ ପଢ଼ାକୁଠି ତିଆରି କାମ୍‌:୨ଟା କୁଠିଥି ୮ଟା ଶ୍ରେଣୀର ଛାତ୍ରୀଛାତ୍ର

ଲୋଇସିଂହା, ୮।୬(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍‌ ଅଧୀନ ଅଗଲାପାଲି ଗଁାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନୂତନ ପଢ଼ାକୁଠି ତିଆରିରେ ବଡ଼ଭାରି...

ଜଳୁନି ହାଇମାଷ୍ଟ୍‌ ଲାଇଟ୍‌

ଜେନାପୁର, ୧୫।୨(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଚକ୍ରଧରପୁର ପଞ୍ଚାୟତ ଅଧୀନ ବାଘୁଆ ବ୍ରାହ୍ମଣୀ ଦେବୀ ହାଇସ୍କୁଲ ନିକଟସ୍ଥ ଛକଠାରେ ଥିବା ହାଇମାଷ୍ଟ ଲାଇଟ୍‌ ଦୀର୍ଘ ଦିନ ଧରି...

ଆସନ୍ତା ଶିକ୍ଷାବର୍ଷରୁ ହେବ କାର୍ଯ୍ୟକ୍ଷମ

ପୁରୀ ଅଫିସ, ୮ା୧୦:ଆସନ୍ତା ଶିକ୍ଷାବର୍ଷରୁ ଶ୍ରୀଜଗନ୍ନାଥ ମେଡିକାଲ କଲେଜକୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ବୁଧବାର ଏକ...

ହୋମ୍‌ଗାର୍ଡଙ୍କୁ ଗାଳିଗୁଲଜ, ଧମକ ଦେବା ଘଟଣା ପାଲଟା ଅଭିଯୋଗ କଲେ ବିଜେଡି ନେତା

ବରୀ/ରତ୍ନଗିରି,୧୫।୧୦(ସ୍ବ.ପ୍ର/ଡିଏନଏ)- ବରୀରେ ହୋମଗାର୍ଡ ଓ ବିଜେଡି ନେତାଙ୍କ ବିବାଦ ତେଜିବାରେ ଲାଗିଛି। ଗତ ୯ ତାରିଖ ବରୀ ଥାନାର ଜଣେ ହୋମଗାର୍ଡଙ୍କୁ ଗାଳିଗୁଲଜ ଓ ଧମକ...

ବିନା ମାସ୍କରେ ବୁଲୁଥିବା ୭ ଜଣଙ୍କଠାରୁ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୬ା୪-କୋଭିଡ୍‌-କରୋନା ଭାଇରସ୍‌ ମୁକାବିଲା ପାଇଁ ଅଧିକ କଠୋର ହୋଇଛି ଗଞ୍ଜାମ ଜିଲା ପ୍ରଶାସନ। ଜିଲାରେ ଆଂଶିକ ଶଟ୍‌ଡାଉନ୍‌ ଲାଗୁ କରାଯିବା ସହ ବିନା ମାସ୍କରେ...

ସାଇ ମନ୍ଦିରରୁ ରୁପା ଅଳଙ୍କାର ଚୋରି

ପାରଳାଖେମୁଣ୍ଡି,୨।୮(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରେଖେଣ ସାହିସ୍ଥିତ ଶିରିଡ଼ି ସାଇ ମନ୍ଦିରରୁ ସୋମବାର ବିଳମ୍ବିତ ରାତିିରେ ଚୋରି ହୋଇଥିବା ଜଣାପଡିଛି। କେତେକ...

ଏସ୍‌ପି ଅଫିସ ପରିଦର୍ଶନ କଲେ ଡିଆଇଜି

ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ...

ହଜିଗଲା ମାନବିକତା,ବିଲରୁ ନବଜାତ ଶିଶୁକନ୍ୟାର ମୃତଦେହ ଜବତ

ପଦ୍ମପୁର,୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତ ଦାମୋଡ଼ରପୁର ଗ୍ରାମର ଏକ ବିଲରୁ ଏକ ନବଜାତ ଶିଶୁକନ୍ୟାର ମୃତଦେହ ଜବତ କରାଯାଇଛି। ପ୍ରକାଶ...

Advertisement
Archives

Model This Week