ଭଙ୍ଗା ଯାଇପାରୁନି ‘ଏମାର ମଠ’ର ମୁଖ୍ୟ କୋଠା: ମଉନ ବ୍ରତରେ ବସିଛନ୍ତି ମହନ୍ତ, ଅଣାଗଲା ବଡ଼ କଣ୍ଟେନର

ପୁରୀ ଅଫିସ,୩୦।୮: ବହୁ ଚର୍ଚ୍ଚିତ ଦ୍ୱାଦଶ ଶତାବ୍ଦିର ‘ଏମାର ମଠ’ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ମଠର ରଘୁନନ୍ଦନ ପାଠାଗାର ଭଙ୍ଗା ଯାଉଛି। ମଠ ମହନ୍ତ ରାଜଗୋପାଳ ରାମାନୁଜ ଦାସ ମଠରୁ ବାହାରୁ ନ ଥିବା ଯୋଗୁ ମୁଖ୍ୟ କୋଠା ଉଚ୍ଛେଦ କାର୍ଯ୍ୟ କରାଯାଇପାରୁନାହିଁ। ସେ ଭିତରେ ମଉନ ବ୍ରତରେ ବସିଥିବା ଚର୍ଚ୍ଚା ହେଉଛି। ତେବେ ମହନ୍ତଙ୍କ ରହିବା ଲାଗି ପ୍ରଶାସନ ପକ୍ଷରୁ ୩୫ ଫୁଟ ଲମ୍ବ ୧୦ ଫୁଟ ଚଉଡ଼ାର ଏକ ବଡ଼ କଣ୍ଟେନର ଅଣାଯାଇଛି। କିନ୍ତୁ ଉକ୍ତ କଣ୍ଟେନରରେ ରହିବା ଲାଗି ମହନ୍ତ ଅମଙ୍ଗ ହେଉଥିବା ସୂଚନା ମିଳିଛି। ମଠ ଭିତରକୁ ପୋଲିସ କାହାରିକୁ ଛାଡ଼ି ଦେଉ ନ ଥିବା ବେଳେ ମହନ୍ତ ମଧ୍ୟ ଗଣମାଧ୍ୟମଠାରୁ ଦୂରେଇ ରହିଛନ୍ତି। ତେବେ ପ୍ରଶାସନ ମହନ୍ତଙ୍କୁ ବୁଝାସୁଝା କରୁଥିବା ଜଣାପଡ଼ିଛି। ଗୁରୁବାର ମଠର କୋଠିଘର ଭଙ୍ଗା ଯାଇଥିବା ବେଳେ ଶୁକ୍ରବାର ରଘୁନନ୍ଦନ ଲାଇବ୍ରେରୀ, ଦୋକାନ ଘର ଉଚ୍ଛେଦ କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri