ଭଞ୍ଜନଗରରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ ତମ ଜୟନ୍ତୀ ପାଳିତ

ଭଞ୍ଜନଗର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ ତମ ଜୟନ୍ତୀ ରବିବାର ମହା ସମାହୋରରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଡ. ବିଷ୍ଣୁ ଚରଣ ଚୌଧୁରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଦକ୍ଷିଣ ଓଡ଼ିଶାର ୫୫ ଜଣ କଳାକାରଙ୍କୁ ସମ୍ବର୍ଦ୍ଧନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଧୂ ହତ୍ୟା ମାମଲା: ଶାଶୁଙ୍କୁ ୭ ବର୍ଷ କାରାଦଣ୍ଡ

ଆସିକା,୪।୩: ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ଜୟପୁର ଗ୍ରାମରେ ଘଟିଥିବା ଯୌତୁକଜନିତ ବଧୂହତ୍ୟା ମାମଲାର ବିଚାର କରି ବୁଧବାର ଆସିକା ଅତିରିକ୍ତ ଦୌରାଜଜ ରାଜଲକ୍ଷ୍ମୀ...

ହୃଦ୍‌ଘାତରେ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୯ା୯-ହୃଦ୍‌ଘାତରେ ଜଣେ ବିଚାରାଧୀନ କଏଦୀଙ୍କର ଏମ୍‌କେସିଜି ମେଡିକାଲରେ ରବିବାର ମୃତ୍ୟୁ ଘଟିଛି। ମୃତକ ହେଲେ କୀର୍ତ୍ତନ ନାୟକ (୭୩) ା ତାଙ୍କ ଘର ଗଞ୍ଜାମ...

ଭାଙ୍ଗିଦେଇ ଭୁଲିଗଲା ବିଏମ୍‌ସି

ବ୍ରହ୍ମପୁର ଅଫିସ୍‌,୨୫ା୧୦- ବ୍ରହ୍ମପୁର ମହାନଗର ନିଗମର ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ସହରବାସୀ କେମିତି ହନ୍ତସନ୍ତ ହେଉଛନ୍ତି, ତାର ଏକ ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଜଗବନ୍ଧୁ...

ଖୋଲୁନି ଧାନ ମଣ୍ଡି: ବେଗୁନିଆପଡ଼ା ବିଡିଓଙ୍କୁ ଦାବି ଜଣାଇଲା ଋଷିକୂଲ୍ୟା ରୟତ ମହାସଭା

ବେଗୁନିଆପଡ଼ା,୨୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅଞ୍ଚଳରେ ଚାଷୀଙ୍କ ପାଇଁ ମଣ୍ଡି ଖୋଲୁନାହିଁ। ମଣ୍ଡି ଖୋଲାଯାଉ ନ ଥିବାରୁ ଚାଷୀମାନେ ଅଭାବି ବିକ୍ରୀର ସମ୍ମୁଖୀନ ହେଉଛନ୍ତି।...

କଂଗ୍ରେସ ଟିକେଟରେ ଦୁଇଥର ଜିତିଥିଲେ ବିଜୁବାବୁ

ବ୍ରହ୍ମପୁର ଅଫିସ,୧୭।୪: ବିଶିଷ୍ଟ ରାଜନେତା ସ୍ବର୍ଗତ ବିଜୁ (ବିଜୟାନନ୍ଦ) ପଟ୍ଟନାୟକ ଗଞ୍ଜାମ ଜିଲାରୁ ଦୁଇଥର କଂଗ୍ରେସ ବିଧାୟକ ଏବଂ ଥରେ ଆସିକା ଲୋକ ସଭା କ୍ଷେତ୍ରରୁ...

ତହସିଲଦାରଙ୍କ ବଦଳି ଦାବିରେ ରାଜନୀତି ସରଗରମ

ଗଞ୍ଜାମ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ତହସିଲଦାରଙ୍କ ଅଶାଳୀନ ବ୍ୟବହାର ଓ କାର୍ଯ୍ୟଶୈଳୀକୁ ନେଇ ଗଞ୍ଜାମ ସହରରେ ରାଜନୀତି ଜୋର ଧରିଛି। ତହସିଲଦାର ହଟାଓ ଏବେ ଭିନ୍ନ ମୋଡ଼ରେ ଥିବା...

ଛତ୍ରପୁର ମହୋତ୍ସବ ଉଦ୍‌ଯାପିତ

ଛତ୍ରପୁର୯ା୧୨(ଡି.ଏନ୍‌.ଏ.)-ଗତ ୫ଦିନ ଧରି ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ଛତ୍ରପୁର ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି । ରବିବାର ସନ୍ଧ୍ୟାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା...

ବାୟୋମେଟ୍ରିକ୍‌ ଉପସ୍ଥାନ, ପରିଚୟପତ୍ର ବାଧ୍ୟତାମୂଳକ

ଛତ୍ରପୁର, ୮।୭(ଡି.ଏନ.ଏ)-ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟାଳୟକୁ ଠିକ୍‌ ସମୟରେ ଆସିବା ଓ ପରିଚୟପତ୍ର ରଖିବା ବାଧ୍ୟତାମୂଳକ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ...

Advertisement
Archives

Model This Week