ଭଞ୍ଜନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର, ୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି ବିଜୁ ସ୍ମୃତି ସଂସଦ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହା ପୂର୍ବରୁ ବାଇପାସ୍‌ ଛକ ଏବଂ ଥାନା ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ଅବସରରେ ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ଆଇନଜୀବୀ ଦିବାକର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

ମୂଳ ମନ୍ଦିରକୁ ବାହୁଡ଼ିଲେ ମା’ ବୁଢ଼ୀ ଠାକୁରାଣୀ: ରଙ୍ଗ-ଫଗୁ ଖେଳି ବର୍ଷକ ପାଇଁ ମେଲାଣି ଦେଲେ ଭକ୍ତ

ଦିଗପହଣ୍ଡି, ୨୪/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସହରର ଗଣପର୍ବ ଥା ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ବାର୍ଷିକ ଯାତ୍ରା ମହୋତ୍ସବ ଶନିବାର…

ବି. ତୁରୁବୁଡ଼ିରେ ଦୁର୍ଗାପୂଜା: ମଞ୍ଚସ୍ଥ ହେଲା ପୌରାଣିକ ନାଟକ, କଳାକାରଙ୍କ ଜୀବନ୍ତ ଅଭିନୟ ମନ ଜିଣିଲା

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମରେ ନବରାତ୍ରି ଦୁର୍ଗାପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ଆନନ୍ଦଉଲ୍ଲାସର ସହ…

ଦିଗପହଣ୍ଡିରେ ଧୂମ୍‌ଧାମ୍‌ରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ ଆରମ୍ଭ: ଅଞ୍ଚଳ କଲୋନୀ ଚଳଚଞ୍ଚଳ

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନ୍‌ରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଧର୍ମୀୟ ଭାବନା,…

ସୋମବାର ଖୋଲିପାରେ କଳିଙ୍ଗା ଘାଟି ରାସ୍ତା: ସ୍ଥିତି ଅନୁଧ୍ୟାନ କଲା ଆଇଆଇଟି ଦିଲ୍ଲୀ ବିଶେଷଜ୍ଞ ଟିମ୍‌

ଭଞ୍ଜନଗର, ୨୪।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ବନ୍ଦ ରହିବା ଯୋଗୁ ଲୋକଙ୍କ ମଧ୍ୟରେ ଦିନକୁ ଦିନ…

୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…

ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର, ୨୪ା୧୦ (ସବିତା ମିଶ୍ର): ସମ୍ଭାବ୍ୟ ବନ୍ୟା, ବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?