ଭଞ୍ଜନଗରରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ ଠାରୁ ୪୨୩ ଭୋଟରେ ଆଗୁଆ ଅଛନ୍ତି। ସେହିପରି ସୋରଡା ନିର୍ବାନ ମଣ୍ଡଳୀରେ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମଧ୍ୟ ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri