ଭଟଲି ବ୍ଲକ୍‌ର ୫ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷାଦେଲେ ୮୩୮ ଛାତ୍ରୀଛାତ୍ର

ଭଟଲି,୧୯ା୨(ଡି.ଏନ୍‌.ଏ.): ରାଜ୍ୟରେ ଦଶମଶ୍ରେଣୀ ବୋର୍ଡ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ବରଗଡ଼ ଜିଲା ଭଟଲି ବ୍ଲକ୍‌ର ୫ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସେଥିମଧ୍ୟରୁ ମୁରୁମକେଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୭୯ ଛାତ୍ରୀଛାତ୍ରଙ୍କ ଲାଗି ପରୀକ୍ଷା ବ୍ୟବସ୍ଥା ହୋଇଥିବାବେଳେ ୧୭୭ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ସେହିପରି କମଗାଁ ସରକାରୀ ଉଚ୍ଚ ବିଦ୍ୟାାଳୟରେ ୧୫୬ରୁ ୧୫୪, ଭଟଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୬୫ରୁ ୧୬୪, ସତିହାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୧୭୮ରୁ ୧୭୮ ଏବଂ ଗୌଡ଼ଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୋଟ ୧୬୬ରୁ ୧୬୫ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ଭଟଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଛତ୍ରପତି ସାହୁ ସୂଚନା ଦେଇଛନ୍ତି । ଏହିସବୁ ପରୀକ୍ଷା କେନ୍ଦ୍ରରେ କୌଣସି ଅବ୍ୟବସ୍ଥା ହୋଇ ନ ଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାର ପ୍ରିନ୍ସିପାଲଙ୍କ ଅଫିସ ସିଲ୍‌

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍‌ସାର ପ୍ରିନ୍ସିପାଲଙ୍କ ଅଫିସ ଶୁକ୍ରବାର ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ତାଲା ପକାଇ ସିଲ୍‌ କରିଦେଇଛି। ଭିମ୍‌ସାରରେ ପୂର୍ବରୁ କାମ କରୁଥିବା...

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩୦ ବସ୍‌

ରାଉରକେଲା ଅଫିସ,୭।୧: ଷ୍ଟିଲସିଟି ରାଉରକେଲାରେ ଆଉ ମାତ୍ର ୬ ଦିନ ପରେ ଆରମ୍ଭ ହେବ ହକି ବିଶ୍ୱକପ୍‌। ଏହି ପରିପ୍ରେକ୍ଷୀରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଅଙ୍ଗନୱାଡି ଖାଦ୍ୟ ବାଟମାରଣା

ଖୋର୍ଦ୍ଧା ଅଫିସ,୨୮ା୭:ଗର୍ଭବତୀ ମହିଳା ଓ ଶିଶୁଙ୍କ ଯତ୍ନ ସହ ପିଲାଙ୍କୁ ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା ପ୍ରଦାନ ସକାଶେ ସରକାର ଅଙ୍ଗନୱାଡି କେନ୍ଦ୍ର ବ୍ୟବସ୍ଥା କରିଛନ୍ତି। ମା’...

ଆବାସ ଯୋଜନା କାହା ଲାଗି : ଏସ୍‌ଇସିସି ତାଲିକାକୁ ନେଇ ସନ୍ଦେହ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୯ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ଆବାସ ଯୋଜନା ସମ୍ପୂର୍ଣ୍ଣ ଦିଗହରା। ଏହି ବ୍ଲକରେ ବ୍ୟାପକ ଭାବେ ଇନ୍ଦିରା ଆବାସ ଦୁର୍ନୀତି ହୋଇଥିବା ନେଇ...

ଚମ୍ପକେଶ୍ୱର ମନ୍ଦିରରୁ ବାସନ ଚୋରି ଘଟଣା: ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ

ବଡ଼ବିଲ,୨୫।୨ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣୀ ଥାନା ତଥା ବଡବିଲ ପୌରାଂଚଳ ମାଟକାମବେଡାସ୍ଥିତ ଚମ୍ପକେଶ୍ୱର ମନ୍ଦିରରୁ ବାସନକୁସନ ଚୋରି ମାମଲାର ଜେଏମ୍‌ଏଫ୍‌ସି କୋର୍ଟ ମଙ୍ଗଳବାର ଶୁଣାଣି...

ବିଦ୍ୟାଳୟରେ ଆଶ୍ରୟ ନେଲେ ଛତିଶଗଡ଼ର ୫ ଶ୍ରମଜୀବୀ ପରିବାର

ସାକ୍ଷୀଗୋପାଳ, ୩୦।୩(ଡି.ଏନ୍‌.ଏ): ପେଟପାଟଣା ପାଇଁ ପଡ଼ୋଶୀ ଛତିଶଗଡ଼ ରାଜ୍ୟ ଦେଓଚିତ୍ରା ଗ୍ରାମରୁ ପଳାଇ ଆସିଥିବା ୫ ଶ୍ରମଜୀବୀ ପରିବାରର ୩୫ ସଦସ୍ୟ କରୋନା କଟକଣାରେ ଫସି...

ଲଗାଣ ବର୍ଷାରେ ଧୋଇଗଲା ପିସୁବାନ୍ଦା ନାଳ ପୋଲର ଦୁଇ ପାର୍ଶ୍ୱ ରାସ୍ତା: ଯାତାୟାତ ଠପ୍‌

କୋଟଗଡ଼, ୯।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଗତ ୪ଦିନଧରି ଲଗାଣ ବର୍ଷା ଲାଗିରହିଛି। ଏଥିରେ ପିସୁବାନ୍ଦା ନାଳ ଉପରେ ନୂତନଭାବେ ଏକ ପୋଲ ଠିକା...

ସାମ୍ବାଦିକ କରାଇଦେବା ନାଁରେ ବ୍ଲାକମେଲ

କଟକ ଅଫିସ, ୨୩ା୮:କଟକର ପୁରୁଣା ସଚିବାଳୟ ମାର୍ଗରେ ସୋମବାର ଜଣେ ମହିଳା ଏବଂ ଜଣେ ବ୍ୟକ୍ତିଙ୍କ ମଧ୍ୟରେ ଧସ୍ତାଧସ୍ତି ଓ ମାର୍‌ପିଟ୍‌ ହୋଇଛି। ସମ୍ପୃକ୍ତ ବ୍ୟକ୍ତି...

Advertisement
Archives

Model This Week