ଭଡ଼ା ଟଙ୍କା ଆଦାୟରେ ଅନିୟମିତତା: ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ

ପୁରୀ ଅଫିସ,୧୪ା୯ : ପୁରୀ ଗୋପବନ୍ଧୁ ଆର୍ୟୁବେଦ କଲେଜ ଓ ଚିକିତ୍ସାଳୟ ପରିସରରେ ରହିଥିବା କନ୍‌ଫ୍ରେନ୍ସ ହଲର ଭଡ଼ା ଆଦାୟରେ ଲକ୍ଷାଧିକ ଟଙ୍କା ହେରଫେର ହୋଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଛି। ଏନେଇ କଲେଜ କର୍ତ୍ତୃପକ୍ଷଙ୍କ ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପଟେ ଏହି ଘଟଣାର ନିରପେକ୍ଷ ତଦନ୍ତ ଲାଗି ସଚେତନ ନାଗରିକ ମଞ୍ଚ ସଭାପତି ପ୍ରସନ୍ନ କୁମାର ଦାଶ ଭୁବନେଶ୍ୱର ଦୁର୍ନୀତି ନିବାରଣ ଏସ୍‌ପିଙ୍କ ନିକଟରେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏଥିରେ ସେ ଦର୍ଶାଇଛନ୍ତି ଯେ, ୨୦୧୫ରେ ଏହି କନଫ୍ରେନ୍ସ ହଲ୍‌ ନିର୍ମାଣ ହୋଇଥିଲା। ଏହାର ଦାୟିତ୍ୱ କଲେଜ ଅଧୀନରେ ରହିଛି। ତେବେ ଗତ ୪ବର୍ଷ ମଧ୍ୟରେ ଘରୋଇ ଅନୁଷ୍ଠାନକୁ କାର୍ଯ୍ୟକ୍ରମ ଆୟୋଜନ ଲାଗି ଭଡା ବାବଦକୁ ଆଦାୟ ଟଙ୍କାରେ ବ୍ୟାପକ ଅନିୟମିତତା କରାଯାଇଛି। ଆଦାୟ ହେଉଥିବା ଟଙ୍କା କେଉଁ ହେଡରେ ଜମା କରାଯାଉଛି। ଆଦାୟ ଅର୍ଥ କେଉଁ ବାବଦରେ ଖର୍ଚ୍ଚ କରାଯାଉଛି, ନିର୍ମାଣ ହେବା ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ କେତୋଟି ଅନୁଷ୍ଠାନକୁ ଭଡା ଦିଆଯାଇଛି, ଏ ବାବଦକୁ କେତେଟଙ୍କା ଆଦାୟ କରାଯାଇଛି, ତାହାର ପୁଙ୍ଖାନୁପୁଙ୍ଖ ତଦନ୍ତ ଲାଗି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଶିଷ୍ଟ ତବଲା ବାଦକ ଉମେଶଙ୍କର ହେବ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୨(ବ୍ୟୁରୋ): ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ହେବ ବୋଲି...

ଝୁଲାପୋଲରେ ପୁଣି ପର୍ଯ୍ୟଟକଙ୍କ ଭିଡ଼

ରାୟଗଡ଼ା,୨୭ା୧୨(ସ୍ବ.ପ୍ର.):ରାୟଗଡ଼ା ସ୍ଥିତ ଝୁଲାପୋଲ ନାଗାବଳୀ ନଦୀ ଅପରପାର୍ଶ୍ୱରେ ରହିଥିବା ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ଗାଁକୁ ସଂଯୋଗର ମାଧ୍ୟମ ହୋଇଥିଲା। ହେଲେ ଓଡ଼ିଶାର ଏହି ଦ୍ୱିତୀୟ ଝୁଲାପୋଲ...

ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ: ଆଳିର ୧୧ଗାଁ ସିଲ୍‌

କେନ୍ଦ୍ରାପଡା ଅଫିସ/ଆଳି (ଡି.ଏନ୍‌.ଏ.), ୭।୪- କେନ୍ଦ୍ରାପଡ଼ା ଜିଲାର ପ୍ରଥମ କରୋନା ସଂକ୍ରମିତଙ୍କୁ ସୋମବାର ଚିହ୍ନଟ କରାଯାଇଛି। ଆଳି ଅଞ୍ଚଳରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା ବେଳେ...

ଆମ୍ବଗଛ ମୂଳେ ୪ ପରିବାର

ବରଗଡ଼ ଅଫିସ୍‌,୨୯।୩-ଠାକୁରାଣୀ(ସରମଙ୍ଗଳା)ଙ୍କୁ ଧରି ସପରିବାର ଗାଁ ଗହଳିକୁ ଯାଇ ଦୁଇ ପଇସା ରୋଜଗାର କରନ୍ତି । ସେଥିରୁ ସେମାନଙ୍କ ପରିବାର ଗୁଜୁରାଣ ମେଣ୍ଟିଥାଏ । ମାତ୍ର...

ବ୍ରହ୍ମପୁରରେ ସ୍ବାସ୍ଥ୍ୟ ସ୍କ୍ରିନିଂ: ୧୮୧ କରୋନା ସନ୍ଦିଗ୍ଧ ଚିହ୍ନଟ, ୪୬ ଜଣଙ୍କ ସ୍ବାବ୍‌ ନମୁନା ପରୀକ୍ଷା

ବ୍ରହ୍ମପୁର ଅଫିସ,୧୧ା୭: କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ଡୋର୍‌ ଟୁ ଡୋର୍‌ ସ୍ବାସ୍ଥ୍ୟ ଯାଞ୍ଚର ଦୁଇଦିନରେ ୧୮୧...

ଆନନ୍ଦପୁର ବିଧାୟକଙ୍କୁ ସ୍ବାଗତ: ହାଟଡିହୀ ଅଞ୍ଚଳର ସମସ୍ୟା, ବିକାଶ ସମ୍ପର୍କରେ ଗୁରୁତ୍ୱ ପାଇଁ ଆଲୋଚନା

ହାଟଡିହୀ, ୩।୬(ସ୍ବ.ପ୍ର.): ହାଟଡିହୀ ବିକାଶ ମଞ୍ଚ ତରଫରୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀଙ୍କୁ ସ୍ବାଗତ କରାଯାଇଛି। ରବିବାର ସନ୍ଧ୍ୟାରେ ମଞ୍ଚ ସଭାପତି ନିତ୍ୟାନନ୍ଦ ପହୀଙ୍କ ନେତୃତ୍ୱରେ...

ଆନ୍ତର୍ଜାତିକ ଗ୍ରୀନ୍‌ ୱାକାଥନ ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ପ୍ରେରଣା ଓ ସ୍ମାଇଲ୍‌ ପ୍ଲିଜ୍‌ର ମିଳିତ ସହଯୋଗରେ ଆସନ୍ତା ୧୧ ତାରିଖରେ ଖୋର୍ଦ୍ଧା ଜିଲା ରାମେଶ୍ୱରଠାରେ ଆନ୍ତର୍ଜାତିକ ଗ୍ରୀନ୍‌ ୱାକାଥନ ଅନୁଷ୍ଠିତ ହେବ।...

କଟକ ନକଲି ଔଷଧ: ଦୁଇ ଷ୍ଟକିଷ୍ଟଙ୍କ ନାଁରେ ମାମଲା

କଟକ ଅଫିସ,୧୧ା୯: ରାଜ୍ୟରେ ନକଲି ଔଷଧ କାରବାର ଏବେ ଚିନ୍ତାର କାରଣ ପାଲଟିଛି। ବିଶେଷକରି କଟକରୁ ନକଲି ଔଷଧ ରାଜ୍ୟ ତଥା ରାଜ୍ୟ ବାହାରକୁ ଯୋଗାଣ...

Advertisement
Archives

Model This Week