ଭଣ୍ଡାରିପୋଖରୀରେ କଂଗ୍ରେସ ପକ୍ଷରୁ ମାସ୍କ, ସାବୁନ ବଣ୍ଟନ

ଭଣ୍ଡାରିପୋଖରୀ,୧୫।୪ (ଡି.ଏନ୍‌.ଏ.): ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିନିଧିଭାବେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ପିସିସି ସଭ୍ୟ ସୁବ୍ରତ ଦାସ ଭଣ୍ଡାରିପୋଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତର ଗୁଣୁପୁର ଆଦିବାସୀ ସାହି, ପଦିନାରାୟନପୁର, ବଇଁଆ ବନାପୁର ଓ ନଗୁଆଁ ପଞ୍ଚାୟତର ବାଘମରା ଗ୍ରାମରେ ଲୋକଙ୍କୁ ମାସ୍କ ଓ ସାବୁନ ବଣ୍ଟନ କରିଛନ୍ତି। ଏଥିସହ କେରାନା ଭୂତଣୁ ସଂକ୍ରମଣକୁ କିପରି ପ୍ରତିହତ କରାଯାଇ ପାରିବ ସେ ନେଇ ଲୋକଙ୍କୁ ସଚେତନ ମଧ୍ୟ କରିଛନ୍ତି। ଏହି ଅବସରରେ ସ୍ଥାନୀୟ ବ୍ଲକ କଂଗ୍ରେସ ସଭାପତି ରଜନୀକାନ୍ତ ଚାନ୍ଦ, ପୂର୍ବତନ ସରପଞ୍ଚ ସୁବାସ ଗୋଚ୍ଛାୟତ, ସୁଶୀଲ ଦାସ, ସରପଞ୍ଚ ପ୍ରଶାନ୍ତ ସାହୁ, ବିଜୟ ଶଙ୍କର ମହାନ୍ତି ପ୍ରମୁଖ ଦଳୀୟ କର୍ମୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri