ଭଣ୍ଡାରିପୋଖରୀରେ ୨ ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫

ଭଣ୍ଡାରିପୋଖରୀ,୧୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ରବିବାର ୨ କରୋନା ପଜିଟିଭ୍‌ ଚିହ୍ନଟ ପରେ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ବ୍ଲକର ରହଣିଆ ଓ କୁରିଗାଁରେ ଏହି ଦୁଇ ପଜିଟିଭ୍‌ ଚିହ୍ନଟ ପରେ ବ୍ଲକ ସ୍ବାସ୍ଥ୍ୟ ବିଭାଗ ଉଭୟ ସ୍ଥାନରେ ପହଞ୍ଚି କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଦୁଇ ବ୍ୟକ୍ତି କୋଲକାତାରୁ ଫେରି ଭଣ୍ଡାରିପୋଖରୀ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରରେ ନାମ ପଞ୍ଜୀକରଣ କରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ପଜିଟିଭ୍‌ ବାହାରିବା ପରେ ଡା. ଜ୍ୟୋତି ପ୍ରକାଶ ସ୍ବାଇଁ, ପିଏଚ୍‌ଇଓ ଅନିତାରାଣୀ ରାଉତ, ସୁପରଭାଇଜର ମନୋରଞ୍ଜନ ରାଉତ,ଜୟନ୍ତୀ ପ୍ରଭା ପହି, ହେଲଥ ଓ୍ବାର୍କର ଦେବୀ ପ୍ରସାଦ ବେହେରା, କୁରିଗାଁ ସରପଞ୍ଚ ପ୍ରତିନିଧି ବଳରାମ ବେହେରା ପ୍ରମୁଖଙ୍କ ଉପସ୍ଥିତିରେ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି। ଏହି ଦୁଇ ଆକ୍ରାନ୍ତଙ୍କୁ ଆଜି କୋଭିଡ୍‌ ହସ୍ପିଟାଲ ପଠାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri