Posted inUncategorized

ଭଣ୍ଡାରିପୋଖରୀରେ ୨ ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫

ଭଣ୍ଡାରିପୋଖରୀ,୧୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ରବିବାର ୨ କରୋନା ପଜିଟିଭ୍‌ ଚିହ୍ନଟ ପରେ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ବ୍ଲକର ରହଣିଆ ଓ କୁରିଗାଁରେ ଏହି ଦୁଇ ପଜିଟିଭ୍‌ ଚିହ୍ନଟ ପରେ ବ୍ଲକ ସ୍ବାସ୍ଥ୍ୟ ବିଭାଗ ଉଭୟ ସ୍ଥାନରେ ପହଞ୍ଚି କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଦୁଇ ବ୍ୟକ୍ତି କୋଲକାତାରୁ ଫେରି ଭଣ୍ଡାରିପୋଖରୀ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରରେ ନାମ ପଞ୍ଜୀକରଣ କରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ପଜିଟିଭ୍‌ ବାହାରିବା ପରେ ଡା. ଜ୍ୟୋତି ପ୍ରକାଶ ସ୍ବାଇଁ, ପିଏଚ୍‌ଇଓ ଅନିତାରାଣୀ ରାଉତ, ସୁପରଭାଇଜର ମନୋରଞ୍ଜନ ରାଉତ,ଜୟନ୍ତୀ ପ୍ରଭା ପହି, ହେଲଥ ଓ୍ବାର୍କର ଦେବୀ ପ୍ରସାଦ ବେହେରା, କୁରିଗାଁ ସରପଞ୍ଚ ପ୍ରତିନିଧି ବଳରାମ ବେହେରା ପ୍ରମୁଖଙ୍କ ଉପସ୍ଥିତିରେ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି। ଏହି ଦୁଇ ଆକ୍ରାନ୍ତଙ୍କୁ ଆଜି କୋଭିଡ୍‌ ହସ୍ପିଟାଲ ପଠାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ହଳ କରିବା ବେଳେ ଓଲଟିଲା ଟ୍ରାକ୍ଟର, ଚାପିହୋଇ ଚାଳକ ମୃତ

ମାଥିଲି, ୧୭ା୭: ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଚାଉଳମେନ୍ଦି ପଞ୍ଚାୟତ ଅଧୀନ ମଇଲିଗୁଡା ଗ୍ରାମରେ ଜଣେ ବ୍ୟକ୍ତି ଟ୍ରାକ୍ଟର ଦ୍ୱାରା ଚାଷ ଜମିରେ ହଳ...

ଫଟୋଗ୍ରାଫରଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଲେ ଏହି ଷ୍ଟାର୍‌କିଡ୍‌

ଶାହାରୁଖ୍‌ ଖାଁ ଏବଂ ଗୌରୀଙ୍କ ସାନ ପୁଅ ଅବରାମ୍‌ଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ୬ ବର୍ଷର ଅବରାମ ରାଣୀ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ

ସଜନାଗଡ଼,୨୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଯୁବତୀଙ୍କୁ ଗାଧୁଆ ଘରେ ବଳାତ୍କାର ଉଦ୍ୟମ...

ବିହାରରେ ପୁଣି ଶାସନ ଡୋରି ଧରିବ ଜେଡିୟୁ-ଭାଜପା ମେଣ୍ଟ

ବୈଶାଳି,୧୬।୧: ବିହାରରେ ପୁଣି ଥରେ ଶାସନ ଡୋରି ଜେଡିୟୁ-ଭାଜପା ମେଣ୍ଟ ହାତକୁ ଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ...

ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌ର ଅଭିନବ ପ୍ରୟାସ: ଆରମ୍ଭ ହେଲା ସବୁଜ ବିଦ୍ୟାଳୟ ପରିଯୋଜନା

ଢେଙ୍କାନାଳ ଅଫିସ, ୨୫।୧୦- ଛାତ୍ରୀଛାତ୍ରଙ୍କୁ ପରିବେଶ ସହ ଯୋଡ଼ିବା ଭଳି ମହତ୍‌ ଉଦ୍ଦେଶ୍ୟ ରଖି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌ ପକ୍ଷରୁ ଗୁରୁବାରଠାରୁ ଆରମ୍ଭ...

ବୁଧବାର ବିଶ୍ୱକର୍ମା ପୂଜା: ରାଶି ଅନୁଯାୟୀ ଏପରି କରନ୍ତୁ ଉପାୟ, ବ୍ୟବସାୟରେ ହେବ ଉନ୍ନତି

ବିଶ୍ୱକର୍ମା ପୂଜା ଦିନ ବିଶ୍ୱକର୍ମା ଋଷିଙ୍କୁ ପୂଜା କରାଯାଇଥାଏ। ଏହାଦ୍ୱାରା ବ୍ୟାପାରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ବୋଲି ମାନ୍ୟତା ରହିଛି। ତେବେ ଚଳିତ ବର୍ଷ ସେପ୍ଟେମ୍ବର...

ଭାଜପା ମୁଖ୍ୟ କାର୍ଯ୍ୟାଳୟକୁ ଆସିଲା ଜେଟଲୀଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କର ଶନିବାର ପରଲୋକ ହୋଇଛି। ଶେଷ ଦର୍ଶନ ପାଇଁ ରବିବାର ସକାଳେ ତାଙ୍କ ପାର୍ଥିବ...


Coronavirus Update

Archives

Model This Week

Why Dharitri