ଭତାରୁ ବଁଚିତ୍‌ ନିସାହା ଛଉଣୀ

 

ଅତାବିରା, ୮।୨ (ଡି.ଏନ୍‌.ଏ.)-
ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଅଧୀନ ଉଦେପୁର ଗଁାର ବିଧବା ମହିଲା ଛଉଣୀ ଦନ୍ତା(୬୦)। ବଏସ୍‌ ହେଇଥିଲେ ସେ ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଏନ୍‌ତାକି ସେ ୨ରୁ ୩ ଥର ଭତା ପାଏବାର ଲାଗି ଦରକାରି କାଗଜପତର ସଂଗେ ଫର୍ମ ପୂରନ କରି ପଁଚେତ୍‌ରେ ଦେଇଛନ୍‌। ହେଲେ ଆଏଜ୍‌ତକ ଭତା ପାଏବାରୁ ବଁଚିତ୍‌ ଥିବାର କହିଛନ୍‌। ସେନ୍‌ତା ଭଲ ଘରଖଁଡ଼େ ଅଭାବୁ ଗୁଟେ ଦଦ୍‌ରା ନଡ଼ାଛପର ଘରେ ରହୁଛନ୍‌। ଇ ଦିଗେ ଥାନୀଅ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ଛଉଣୀକୁଁ ଭତା ଆର ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ସାଧାରନରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)-୨୨ର ଫଳ ବୁଧବାର ପ୍ରକାଶ ପାଇବ। ଦିନ ସାଢ଼େ ୧୧ଟାରେ ରେଜଲ୍ଟ ପ୍ରକାଶ କରାଯିବ। ଦକ୍ଷତା ବିକାଶ ଓ ବୈଷୟିକ...

ନିଶାସକ୍ତ ଅବସ୍ଥାରେ ଡାକ୍ତରଙ୍କୁ ମାଡ଼ ମାରିବା ପ୍ରତିବାଦ: ଧାରଣାରେ ବସିଲେ ଉଦଳା ଡାକ୍ତରଖାନା ଡାକ୍ତର, ରୋଗୀ ସେବା ବାଧାପ୍ରାପ୍ତ

ଉଦଳା,୨୧।୭(ଡି.ଏନ୍‌.ଏ.):ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ରବିବାର ଡାକ୍ତରମାନେ ଆଉଟ୍‌ ଡୋର ସେବା ବନ୍ଦ କରିବା ସହ ଧାରଣାରେ ବସିଛିନ୍ତି। ଫଳରେ ଡାକ୍ତରଖାନାରେ ରୋଗୀ ସେବା ଠପ୍‌...

ସଙ୍କଟରେ ବହୁରୂପିଆଙ୍କ ପାରମ୍ପରିକ କଳା

କେନ୍ଦୁଝର,୨୩ ।୧୧ (ସ୍ବ.ପ୍ର.) ଏକଦା ଗାଁ ଗଣ୍ଡାଠାରୁ ଆରମ୍ଭ କରି ସହରାଞ୍ଚଳରେ ବହୁରୂପିଆଙ୍କ ଚାହିଦା ବହୁ ଅଧିକ ଥିଲା। ବିଭିନ୍ନ ପାରମ୍ପରିକ ବେଶରେ ସଜ୍ଜିତ ହୋଇ...

ଏଥର ଆକର୍ଷଣ ସାଜିବ ଅକ୍ଷରଧାମ ମନ୍ଦିର

ଭୁବନେଶ୍ୱର,୮।୯(ବ୍ୟୁରୋ): ୩୦ବର୍ଷରେ ପହଞ୍ଚତ୍ଛି ରସୁଲଗଡ଼ ଦୁର୍ଗାପୂଜା। ୧୯୯୨ରେ ୧୦ରୁ ୧୫ ହଜାର ଟଙ୍କା ମଧ୍ୟରେ ଆରମ୍ଭ ହୋଇଥିବା ପୂଜା ୨୦୧୯ରେ ସର୍ବାଧିକ ୮୦ଲକ୍ଷ ଟଙ୍କାରେ ପହଞ୍ଚତ୍ଥିଲା।...

ନିଶାବଟିକା ଦେଇ ଡାକ୍ତରଙ୍କ ଶାରୀରିକ ସମ୍ପର୍କ

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ତାରିଖରେ ଏହି ଅଭିଯୋଗ...

କଟକ @୭୭୭: ଆଜି ଚିହ୍ନଟ ହେଲେ ଆଉ ୪୧ ଆକ୍ରାନ୍ତ

କଟକ ଅଫିସ, ୨୮।୭: କଟକରେ ମଙ୍ଗଳବାର ଆଉ ୪୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୭ରେ...

ଗୋଟିଏ ମଞ୍ଚରେ ନବୀନ-ଶାହା

କଟକ ଅଫିସ୍‌,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର...

ତରଭୁଜ ଲାଗି ବଜାର ବେବସ୍‌ତାର ଅଭାବ: କ୍ଷତି ସହୁଛନ୍‌ ଚାଷୀ, ଲାଭ ଉଠଉଛନ୍‌ ବେପାରୀ

  ଭବାନୀପାଟଣା,୨୪।୩ (ଡି.ଏନ୍‌.ଏ.)- ବଜାର ବେବସ୍‌ତା ଅଭାବୁ ଭାବାନୀପାଟଣା ଆର ଧର୍ମଗଡ଼ ଉପଖଣ୍ଡର ଚରଭୁଜ ଚାଷୀ ଯେନ୍‌ ହିସାବେ ଲାଭ ପାଏବାର କଥା ନାଇଁ ପାଉଥିବାର...

Advertisement
Archives

Model This Week