ଭତାରୁ ବଁଚିତ୍‌ ଫୁଲ

 

ଲାଠୋର, ୧୪ା୩ (ଡି.ଏନ.ଏ.)-
ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ସାନଗୁର୍ଜିଭଟାର ଫୁଲ ନାଗ(୫୬)। ଆପ୍‌ନେ ପୀତବାସ ନାଗ ଦୁଇ ବଛର ତଲେ ଆରପାରକେ ଚାଲିଯାଇଛନ୍‌। ହେଲେ ଫୁଲ ଆଏଜ୍‌ତକ ବିଧବା ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ୨୦୧୭ରେ ଆପ୍‌ନେ ପୀତବାସ ନାଗ ପାଇଥିବାର ପ୍ରଧାନମନ୍ତ୍ରୀ ଆବାସରେ ଏହେଦେ ପୁଓବହର ଆଶ୍‌ରେରେ ଫୁଲ ରହିଛନ୍‌। ଇଆଡ଼େ ବୁରୁଧ୍‌ ବିଧବା ଫୁଲ ମଧୁମେହ ରୋଗ୍‌ରେ ପୀଡ଼ିତ ଅଛନ୍‌। ଯେନ୍‌ଥିରଲାଗି ସେ ଭିଡ଼ଭାଡ଼ କାମ୍‌ଧାମ କରି ନାଇଁ ପାରବାର। ସେନ୍‌ତା ପରିବାରଟା ନିହାତି ଗରିବ୍‌। ଅଭାବ ଅନାଟନ ଲାଗି ଫୁଲ ଅନେକ ସମିଆରେ ଉଷୋକଷା ଘିନି ନାଇଁପାରୁଥିବାର କହିଛନ୍‌। ସରକାରୀ ସୁବିଧା କହେଲେ ପଁଚେତ୍‌ରୁ ଫିମାସ ୫ କେ.ଜି. ଚାଉଲ ପାଉଛନ୍‌। ଭତା ପାଏବାର ଲାଗି ଫୁଲ ଅନେକ ଥର ଆବେଦନ କରି ନିରାଶ ହେଇଥିବାର କହିଛନ୍‌। ଇ ଦିଗେ ଥାନୀଅ ପରଶାସନ ଦୁରୁଷ୍‌ଟି ଦେଇ ବୁରୁଧ୍‌ ବିଧବା ଫୁଲକୁଁ ଭତା ଯୁଗେଇ ଦେବାକେ ସାଧାରନରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ହାଇକୋର୍ଟର ଅଭିନବ ରାୟ: ବ୍ୟାଙ୍କରେ ଠକେଇ କରିଥିବା ମହିଳାଙ୍କୁ ସେହି ବ୍ୟାଙ୍କରେ ସଫେଇ କାମ କରିବାକୁ ନିର୍ଦ୍ଦେଶ

କଟକ, ୨୨।୫: ଓଡ଼ିଶା ହାଇକୋର୍ଟ ଏକ ଅଭିନବ ରାୟ କରି ବ୍ୟାଙ୍କ ଠକେଇ ମାମଲାରେ ଅଭିଯୁକ୍ତ ମହିଳା ମନୋଜ୍ଞାନ ପଟ୍ଟନାୟକଙ୍କୁ ଏକ ଅସାଧାରଣ ସର୍ତ୍ତରେ ଜାମିନ...

୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ…

ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ...

କୋର୍ଟରେ ମିଳିଲା ସାଂଘାତିକ ପ୍ରମାଣ! ପ୍ରିୟଙ୍କାଙ୍କ ସହ ଜ୍ୟୋତି ପୁରୀରେ…

ପୁରୀ,୨୨।୫: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ସହ ଓଡ଼ିଆ ୟୁଟ୍ୟୁବର ପ୍ରିୟଙ୍କା ସେନାପତିଙ୍କୁ ପୁରୀ ପୋଲିସ ଜେରା କରିଛି। ଜେରା ସମୟରେ ପ୍ରିୟଙ୍କା କହିଛନ୍ତି ଯେ ଜ୍ୟୋତି...

ଚେତାବନୀ ଦେଲା ପାଣିପାଗ ବିଭାଗ: ଆଗାମୀ ୬ ଦିନ ଓଡ଼ିଶାର ଏହି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୫: ଗରମ ଓ ଗୁଳୁଗୁଳି ପାଗରୁ ବଡ଼ ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଛି, କାରଣ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଗୁରୁବାର ଓ ଆଗାମୀ...

ସମୁଦ୍ରର ୨ପଟୁ ସୃଷ୍ଟି ହେଲା ଲଘୁଚାପ, ଓଡ଼ିଶାରେ…

ଭୁବନେଶ୍ୱର.୨୨।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓ ଅନ୍ୟାନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା...

ଭୁବନେଶ୍ୱରରେ କରୋନା: ସାବଧାନ, ଏହି ବ୍ଲଡଗ୍ରୁପର ଲୋକଙ୍କୁ ହୋଇପାରେ ସଂକ୍ରମଣ!

ଭୁବନେଶ୍ୱର, ୨୨।୫: ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏନେଇ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ସତର୍କ ସୂଚନା ଜାରି...

ଚିଲିକାରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଉପର ଆଲପୁର ନିକଟ ଚିଲିକା ମଝିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ବୁଧବାର...

ହେବ କି ଲକ୍‌ଡାଉନ? କରୋନା କଟକଣାକୁ ନେଇ ଆସିଲା ବଡ଼ ସୂଚନା…

ଭୁବନେଶ୍ୱର, ୨୨।୫: ଭାରତ ଏବଂ ଦକ୍ଷିଣ-ପୂର୍ବ ଏସିଆରେ କୋଭିଡ-୧୯ ମାମଲାରେ ଏକ ନୂଆ ଭ୍ୟାରିଆଣ୍ଟ ଦେଖାଦେଇଛି, ଯାହା ଜେଏନ.୧ ଭାରିଆଣ୍ଟ ଏବଂ ତାହାର ଉପ-ଭାରିଆଣ୍ଟ ଏଲଏଫ.୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri