ଭତ୍ତା ଟଙ୍କା ନେଇ ଯାଉଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଲୁଟ୍‌ର ଶିକାର

କଣ୍ଟାମାଳ,୧୬।୮(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ମନମୁଣ୍ଡା- ଲମ୍ବସରି ରାସ୍ତାର ଯୋଗୀନ୍ଦ୍ରପୁର ନିକଟରେ ଶୁକ୍ରବାର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିପୁଳ ଦାସଙ୍କଠାରୁ ଲୁଟ୍‌ ହୋଇଛି।
ସୂଚନାଯୋଗ୍ୟ, କାର୍ଯ୍ୟନିର୍ବାହୀ ଅଧିକାରୀ ୩ ଲକ୍ଷରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କା ନେଇ କାର ଯୋଗେ ଲମ୍ବସରି ପଞ୍ଚାୟତକୁ ଯାଉଥିବା ବେଳେ ଦୁର୍ବୃତ୍ତମାନେ ମାରଣାସ୍ତ୍ର ଦେଖାଇ ଲୁଟି ନେଇଛନ୍ତି। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାରିଲାନାହିଁ ନିଷ୍କର୍ଷ

କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ, ୨୮।୮(ସ୍ବ.ପ୍ର.): ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ ଦିନକୁ ଦିନ ଉଗ୍ର ହେବାରେ ଲାଗିଛି। ପ୍ରତିଦିନ ନୂଆ ନୂଆ ଘଟଣା ସାମ୍‌ନାକୁ ଆସୁଛି।...

ଅନ୍ୟକୁ ରୋଜଗାର ଦେଇଛନ୍ତି ବନିତା

ଏମ୍‌ଭି୭୯,୬ା୧୨(ଡି.ଏନ.ଏ.): ଇଚ୍ଛା ଓ ଆଗ୍ରହ ଥିଲେ ଜଣେ ଯେକୌଣସି ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରିପାରେ। ତା’ର ସଫଳତାକୁ କୌଣସି ପ୍ରତିବନ୍ଧକ ରୋକିପାରେ ନାହିଁ। ମାଲକାନଗିରି ଜିଲା...

ରାମାନୁଜାଚାର୍ଯ୍ୟଙ୍କ ଚୋରି ତୋରଣ ପିତ୍ତଳ ନା ସୁନା

ପୁରୀ ଅଫିସ,୭।୫: ଏମାରମଠସ୍ଥିତ ରାମାନୁଜାଚାର୍ଯ୍ୟଙ୍କ ମଙ୍ଗଳଗିରି ତୋରଣ ଚୋରି ହୋଇଯାଇଛି। ତୋରଣର ଉଚ୍ଚତା ସାଢେ ୩ଫୁଟ ଓ ଓଜନ ୩ କିଲୋଗ୍ରାମ ଥିବା କୁହାଯାଉଛି। କବାଟ...

ଅଧିକରୁ ଅଧିକ ଗଛ ଲଗାଇବାକୁ ଆହ୍ବାନ

ଅନୁଗୋଳ ଅଫିସ, ୮।୬ – ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି...

ଶ୍ୱଶୁର ଘରକୁ ବୁଲିବାକୁ ଆସି ଗଛରେ ଝୁଲିପଡ଼ିଲେ ଜ୍ୱାଇଁ

ବନ୍ତ,୧୨ା୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ପଧାନପଡା ଚାଷଜମି ନିକଟ ଏକ ବବୁରୀ ଗଛରୁ ଶନିବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର...

ବରୀରେ ୨ ଏଡ୍‌ସ ରୋଗୀ ଚିହ୍ନଟ

ବରୀ,୫ା୩(ଡି.ଏନ.ଏ.): ବରୀ ବ୍ଲକ ଅଞ୍ଚଳରେ ଶୁକ୍ରବାର ୨ ଏଡ୍‌ସ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନେ ଏକ ଦମ୍ପତି ବୋଲି ଜଣାପଡ଼ିଛି। ଏହି ଖବର ପ୍ରଚାରିତ ହେବାପରେ...

ସାଇକେଲରେ ବିଜୟୱାଡାରୁ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୧୬।୫ – ଲକ୍‌ଡାଉନ୍‌ କଷଣରେ ପେଷି ହେଉଛନ୍ତି ଗରିବ ଖଟିଖିଆ। ଜୀବନ ବଞ୍ଚାଇବାକୁ ଭିଟାମାଟି ଅଭିମୁଖେ ଗଣପଳାୟନ ଜାରି ରହିଥିବାବେଳେ ପ୍ରବାସୀଙ୍କ ଯନ୍ତ୍ରଣା...

‘ଏ ମାଟି ପାଇଁ ଫକୀରମୋହନଙ୍କ ଅବଦାନ ଅତୁଳନୀୟ’

ବାଲେଶ୍ୱର ଅଫିସ, ୧୬।୬-ଏ ମାଟି ପାଇଁ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଅବଦାନ ଅତୁଳନୀୟ। ଭାଷାଭିତ୍ତିକ ପ୍ରଦେଶ ଗଠନରେ କାର୍ଯ୍ୟାବଳୀର ଭୂମିକା ଯେଭଳି ଗୁରୁତ୍ୱପୂର୍ଣ୍ଣ ତାଙ୍କ ରଚିତ...

Advertisement
Archives

Model This Week