ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ

ଭଦ୍ରକ ଅଫିସ, ୧୫ା୪: ଭଦ୍ରକ ଜିଲାରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ପୁରୁଣାବଜାର ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିଲା। ଏହି ଅଞ୍ଚଳରୁ କଟକଣା ବୁଧବାର ହଟାଇ ଦିଆଯାଇଥିଲେ ମଧ୍ୟ ଲକ୍‌ଡାଉନ ଜାରି ରହିବ ବୋଲି ବୁଧବାର ଜିଲାପାଳ ଜ୍ଞାନରଞ୍ଜନ ଦାସ ଟୁଇଟ୍‌ ଯୋଗ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍‌ : ୧୫ ଆହତ

ସୋର, ୨୭।୫(ଡି.ଏନ.ଏ.)-ସୋର ଥାନା ୧୬ନଂ. ଜାତୀୟ ରାଜପଥ ଛଅପୋଲିଆଠାରେ ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର...

ଗଞ୍ଜାମ ଜିଲା ଠିକାଦାର ସଂଘର ଆନ୍ଦୋଳନ : ବନ୍ଦ ହୋଇଯିବ ଉନ୍ନୟନ କାର୍ଯ୍ୟ

ବ୍ରହ୍ମପୁର ଅଫିସ୍‌,୧୬ା୧୧-ନିଖିଳ ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ୍‌ ଡକାଯାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନରେ ଗଞ୍ଜାମ ଜିଲା ଠିକାଦାର ସଂଘ ସାମିଲ୍‌ ହୋଇଛି। ଫଳରେ ଗତ ୧ ତାରିଖରୁ...

CORONAVIRUS UPDATE: ବାଲେଶ୍ୱରରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ୧୭୫ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ...

ଆର୍‌ଏମ୍‌ସି ପକ୍ଷରୁ କୃଷକ ବଜାର ଲୋକାର୍ପିତ: ‘ଚାଷୀଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ’

ଢେଙ୍କାନାଳ ଅଫିସ, ୨୮ା୧୧:  ଢେଙ୍କାନାଳ ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ପକ୍ଷରୁ ବୁଧବାର ଅପରାହ୍ନ ୧ଟା ୪୫ରେ କୈବଲ୍ୟ ବଜାର ଗାୟତ୍ରୀ ମନ୍ଦିର ନିକଟରେ ନବନିର୍ମିତ କୃଷକ...

ବୁଗୁଡ଼ାରେ ପହଞ୍ଚିଲେ ୩୫୦ରୁ ଊର୍ଦ୍ଧ୍ୱ ସୁରଟ ଫେରନ୍ତା

ବୁଗୁଡ଼ା,୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ୩୫୦ରୁ ଅଧିକ ସୁରଟ ଫେରନ୍ତା ପହଞ୍ଚିବା ଜଣାପଡ଼ିଛି। ସେମାନେ ଶନିବାର ରାତିରେ...

ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ : କୋମନା, ନୂଆପଡା ମଧ୍ୟରେ ଫାଇନାଲ ମ୍ୟାଚ୍‌

କୋମନା,୨୫।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ ଫୁଟବଲ ଟୁର୍ନାମେଣ୍ଟର ଦୁଇଟି ସେମି ଫାଇନାଲ...

ଜମିକୁ ମାଡୁନି କେନାଲ ପାଣି, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଦିଗପହଣ୍ଡି,୨୧ା୮(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କୟାଁନାଳ କ୍ଷୁଦ୍ର ଜଳସେଚନ ଯୋଜନା କେନାଲ ନିର୍ମାଣର ୧୮ ବର୍ଷ ବିତିଲା। ଚାଷୀ ନିୟମିତ ଜଳକର ପୈଠ କରୁଛନ୍ତି।...

ବାରୁଆଁରୁ ଭାଲୁ ଛୁଆ ଉଦ୍ଧାର

ଆନନ୍ଦପୁର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ବାରୁଆଁ ଗ୍ରାମରୁ ମଙ୍ଗଳବାର ଏକ ଭାଲୁ ଛୁଆ ଉଦ୍ଧାର କରାଯାଇଛି। ସ୍ଥାନୀୟ ଜଙ୍ଗଲରୁ ଭାଲୁ ଛୁଆଟି...

Coronavirus Update


Archives

Model This Week

Why Dharitri