ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ,୧୯।୪: ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା। ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଚରମ୍ପା ଓ ଏରେଇଁରୁ ରବିବାର କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି। କିନ୍ତୁ ଲକ୍‌ଡାଉନର କଟକଣା ଉକ୍ତ ଅଞ୍ଚଳରେ ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଭଦ୍ରକର ପ୍ରଥମ କରୋନା ରୋଗୀ ପୁରୁଣା ବଜାର ଅଞ୍ଚଳରୁ ଚି଼ହ୍ନଟ ହେବାପରେ ସେହି ଅଞ୍ଚଳକୁ ପ୍ରଥମେ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ପରେ ଉପରୋକ୍ତ ଦୁଇ ଅଞ୍ଚଳ ରେ ମଧ୍ୟ ଘୋଷଣା କରାଯାଇ କଟକଣା ଜାରି କରାଯାଇଥିଲା। ୩ ରୋଗୀ ମାନେ ସୁସ୍ଥ ହେବା ପରେ କିଛି ଦିନ ପୂର୍ବରୁ ପୁରୁଣାବଜାର ଓ ଆଜି ଅନ୍ୟ ଦୁଇ ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ତାମିଲନାଡୁରୁ ତେଲକୋଇ

ଢେଙ୍କାନାଳ ଅଫିସ, ୨୩ା୫-ତାଲାବନ୍ଦ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖଦୈନ୍ୟର ଗୋଟିଏ ପରେ ଗୋଟିଏ ଚିତ୍ର ପଦାକୁ ଆସିବାରେ ଲାଗିଛି। ଅସମୟରେ କମ୍ପାନୀ ହାତ ଛାଡ଼ିଦେବା ପରେ...

ପ୍ରଧାନ ଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ: ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ, ୨୬।୬: ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ବେଲଘର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗ୍ରାମବାସୀ ଶନିବାର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଛନ୍ତି। ପ୍ରଧାନଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ,...

ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୭ା୧୦-ଟ୍ରେନ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗେଟବଜାର ଚନ୍ଦ୍ରମଣିପେଟା ସାହିର ରବି ବେହେରା (୨୨)। ସରକାରୀ ରେଳପଥ ପୋଲିସ...

ବାଲି ଚୋରା ଚାଲାଣ ଘଟଣା: ୯୦ ହଜାର ଜରିମାନା ଗଣିଲେ ଗାଡ଼ି ମାଲିକ

କେସିଙ୍ଗା,୨୪।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଲଇତରା ରାଜସ୍ବ ନିରୀକ୍ଷକ ଅଧୀନ ବୋରିଆ ଗ୍ରାମ ନିକଟରେ ଥିବା ଦେହେରେନ ଜୋରଠାରୁ ସୋମବାର ଚୋରା ବାଲି ଚାଲାଣ...

ରାତି ଦିନ ଚାଲିଛି ମାଟି ବୁହା

ରୂପସା, ୧୨ା୪ (ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ଗଡ଼ପଦା ପଞ୍ଚାୟତରେ ଗୋଚର ଜମିରୁ ବେଆଇନ ମାଟିଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ...

କରୋନାରେ ପ୍ରାଣ ହରାଇଲେ ୩୫ ବର୍ଷୀୟ ଯୁବ ଆଇଏଏସ୍‌ ଅଫିସର

ମୁମ୍ବାଇ, ୧୦।୧୦: ୨୦୧୫ ବ୍ୟାଚ୍‌ର ଯୁବ ଆଇଏଏସ୍‌ ଅଧିକାରୀ ସୁଧାକର ସିନ୍ଧେ କରୋନାରେ ପ୍ରାଣ ହରାଇଛନ୍ତି। କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ୩୫ ବର୍ଷୀୟ ସୁଧାକରଙ୍କୁ...

୨ଶହ ଅସହାୟଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲା ଡାକ ବିଭାଗ

ଭବାନୀପାଟଣା,୮।୪(ସ୍ବ.ପ୍ର.)- କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଗତ ୨୪ ତାରିଖଠୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅନେକ ଗରିବ ଅସହାୟ ଲୋକଙ୍କ...

ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଭାଗ ନେବେ ମହିଳା

ସମ୍ବଲପୁର,୧୨ା୩(ବ୍ୟୁରୋ): ସମ୍ବଲପୁର ଜିଲାରେ ୧୦ବର୍ଷ ବ୍ୟବଧାନରେ ଶନିବାର ଆରମ୍ଭ ହେବାକୁଯାଉଛି ରାଜ୍ୟସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା। ପ୍ରତିଯୋଗୀତା ୧୨ ଓ ୧୩ ତାରିଖ ଦୁଇଦିନ ଧରି...

Advertisement
Archives

Model This Week