ଭଦ୍ରକରୁ ୫ ନୂଆ ଆକ୍ରାନ୍ତ ଚିହ୍ନଟ: ଜିଲାରେ ୧୪୬ ଛୁଇଁଲା ପଜିଟିଭ୍‌ ସଂଖ୍ୟା

ଭଦ୍ରକ ଅଫିସ,୧୩।୬: ଭଦ୍ରକ ଜିଲାରେ ଶନିବାର ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ ଛୁଇଁଛି। ତେବେ ସମସ୍ତ ୫ ଆକ୍ରାନ୍ତ ସଙ୍ଗରୋଧ ଗୃହରୁ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେମାନେ ମହାରାଷ୍ଟ୍ର, ଗୁଜୁରାଟ, ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ଫେରନ୍ତା ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଉଠିବ ମହାଦୀପ

ଆରଡ଼ି, ୨୪।୧୦ (ଡି.ଏନ.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଦୀପାବଳିରେ ମହାଦୀପ ଉଠିବା ପରମ୍ପରା ରହିଛି। ଚଳିତବର୍ଷ ସୋମବାର ମହାଦୀପ ମନ୍ଦିର ଚୂଡ଼ାକୁ...

ଭବାନୀପାଟଣାରେ ଖୋଲିବ ଟୁଲ୍‌ ରୁମ୍‌ ତାଲିମ କେନ୍ଦ୍ର

ଭବାନୀପାଟଣା,୨୬।୬(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶାର ୫ଟି ସ୍ଥାନରେ ଟୁଲ୍‌ ରୁମ୍‌ ତାଲିମ କେନ୍ଦ୍ର ଖୋଲିବ। ଏ...

ଏମ୍‌ପିଙ୍କ ଚାଳଘରେ ଖାଇଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ସଜନାଗଡ଼,୭।୧(ଡି.ଏନ.ଏ.): ବାଲେଶ୍ୱର ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାଲେଶ୍ୱର ଷ୍ଟେଶନରେ ମେମୁ ଟ୍ରେନ ଚଳାଚଳ ଶୁଭାରମ୍ଭ ଓ ନୀଳଗିରି ଗୋପୀନାଥପୁରରେ ଷ୍ଟେଶନ ଶିଳାନ୍ୟାସ କରିବା...

ଦେବସ୍ନାନ ପୂର୍ଣ୍ଣିମା: ବିଗ୍ରହଙ୍କ ଆଗରେ ଛିଡାହୋଇ ରହିବେ ନାହିଁ ସେବାୟତ

ପୁରୀ ଅଫିସ, ୧୦।୬: ଆଉ ଦିନ ୩ଟା ପରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ଚଳିତବର୍ଷ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ...

କୋଭିଡ୍‌ ଟିକା ପାଇଁ ଲୋକଙ୍କ ଭିଡ଼

ଗଞ୍ଜାମ,୬।୪(ଡି.ଏନ୍‌.ଏ.): ଗତ ୧ ତାରିଖରୁ ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କରୋନା ଟିକା ନେବା ପାଇଁ ସରକାର ଘୋଷଣା କରିଥିଲେ। ଏହା ପରଠାରୁ ଦୈନଦିନ ସରକାରୀ ମେଡିକାଲ...

ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଅଙ୍ଗନୱାଡି କେନ୍ଦ୍ର

ନନ୍ଦପୁର,୨୪l୩(ଡି.ଏନ.ଏ.): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ଅଞ୍ଚଳ ପାଡୁଆ ପଞ୍ଚାୟତର ଗୁମିଗୁଡା ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ଏହି କେନ୍ଦ୍ରଟି ଏବେ...

ଲକ୍‌ଡାଉନ୍‌ର ରାତି ସ୍ବପ୍ନ ନୁହେଁ, ଭୋକ ଦେଇଛି

କଟକ ଅଫିସ,୩୧।୫: ଭଦ୍ରକର ବାସିନ୍ଦା ହେଲେ ଗୌରହରି। ପିଲାଟି ବେଳୁ ପୋଲିଓ ଆକ୍ରାନ୍ତ ହୋଇ ତାଙ୍କର ଡାହାଣ ଗୋଡ଼ କାମ କରୁନି। ଭିନ୍ନକ୍ଷମ ହୋଇଥିଲେ ସୁଦ୍ଧା...

ଡାକ୍ତର ପରମାନନ୍ଦଙ୍କୁ ଅନ୍ତର୍ଜାତୀୟ ଫେମ୍‌ ଆଓ୍ବାର୍ଡ

ସୋନପୁର,୨୨ା୩(ନି.ପ୍ର.): ସୋନପୁରର ଯୁବ ଦନ୍ତ ଚିକିତ୍ସକ ଡାକ୍ତର ପରମାନନ୍ଦ ମିଶ୍ରଙ୍କୁ ମିଳିଛି ଆନ୍ତର୍ଜାତୀୟ ଫେମ୍‌ ଆଓ୍ବାଡ୍‌। ଶ୍ରେଷ୍ଠ ଦନ୍ତ ଚିକିତ୍ସକ ବର୍ଗରେ ମନୋନୀତ ହୋଇ ସେ...

Advertisement
Archives

Model This Week