Advertisement

CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି।
ଶୁକ୍ରବାର ସକାଳେ ୨୬ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ୧୯ ଜଣ ରହିଥିବା ବେଳେ କେନ୍ଦ୍ରପଡ଼ାର ୫ ଓ ଭଦ୍ରକ ଜିଲାର ୨ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଶୁଖିଲା, ଜମିକୁ ମାଡ଼ିପାରୁନି ପାଣି

ଭଣ୍ଡାରିପୋଖରୀ, ୪ା୭ (ସ୍ବ.ପ୍ର.): ମୌସୁମୀ ଲୁଚକାଳି ଖେଳୁଛି। ବର୍ଷା ଅଭାବରୁ ବିଲରେ ପଡ଼ିଥିବା ଧୂଳିଆ ଧାନ ତଳି ଗଜା ମରୁଡ଼ି ହେବାକୁ ବସିଛି। ବର୍ଷାକୁ ଅନେଇ ବସିଥିବା...

ଏଟିଏମ୍‌ ମେଶିନରେ ପରିସ୍ରା କଲେ କନଷ୍ଟେବଳ, ଭିଡିଓ ଭାଇରାଲ

ବାରିପଦା ଅଫିସ,୫।୯- ବାରିପଦା ମ୍ୟୁନିସିପାଲିଟି ସଂଲଗ୍ନ ଏକ ଏଟିଏମ୍‌ରେ ଜନୈକ ପୋଲିସ କର୍ମଚାରୀ ପରିସ୍ରା କରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। ସେ ମୟୂରଭଞ୍ଜ ପୋଲିସରେ...

କଫି ଚାଷୀ କ୍ଷତିରେ

କୋରାପୁଟ ଅଫିସ୍‌, ୨୭।୧୦: ଇଟାଲିର ଇଲି କାଫେ, ଆମେରିକାର ଷ୍ଟାରବକ୍ସ ଭଳି ନାମୀଦାମୀ ବ୍ରାଣ୍ଡ୍‌ ସହ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇଲାଣି କୋରାପୁଟ କଫି। ହେଲେ ଏହାର ମାନ...

ଦଳୀୟ ପ୍ରାର୍ଥୀଙ୍କୁ ଅସନ୍ତୁଷ୍ଟ ଅଡୁଆ

କେନ୍ଦ୍ରାପଡ଼ା ଅଫିସ, ୨୫ା୧: ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ଦିନ। ତେବେ ଅସନ୍ତୁଷ୍ଟ ପ୍ରାର୍ଥୀଙ୍କ ମଧ୍ୟରୁ କାହାର ଫୋନ ସୁଇଚ ଅଫ ତ ଆଉ...

ଚାଷୀଙ୍କୁ ଘାରିଛି ଧାନ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲାର ସଦର, ବାଲିଆପାଳ, ବସ୍ତା, ଭୋଗରାଇ ସମେତ ବିଭିନ୍ନ ବ୍ଲକରେ ଏଯାଏ ଧାନମଣ୍ଡି ଖୋଲି ନ ଥିବାରୁ ଚାଷୀ ମହଲରେ ଅସନ୍ତୋଷ...

ପୌରପାଳିକା ହାତରେ ଦେବୋତ୍ତର ବିଭାଗ ରାଜସ୍ୱ

ବାରିପଦା ଅଫିସ,୨୫।୯- ମୟୂରଭଞ୍ଜ ଜିଲାରେ ଥିବା ମଠ ମନ୍ଦିର ସମ୍ପତ୍ତିିରୁ ମ୍ୟୁନିସିପାଲିଟି ପକ୍ଷରୁ ଟିକସ ଆଦାୟ କରାଯାଇ ସହରବାସୀଙ୍କ କ୍ଷେତ୍ରରେ ବିନିଯୋଗ କରାଯାଉଛି। ମାତ୍ର ମଠମନ୍ଦିର...

ଏବେଠୁ ରାଜ୍ୟରେ ପାରଦ ଉପରମୁହାଁ: ୪୦ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର,୧୬ା୩(ବ୍ୟୁରୋ)-ରାଜ୍ୟରେ ଆରମ୍ଭ ହୋଇଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଦିନକୁ ଦିନ ତାପମାତ୍ରା ବୃଦ୍ଧି ସହିତ ପ୍ରବଳ ଉତ୍ତାପ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ବୁଧବାର ରାଜ୍ୟର ୩ଟି...

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୭ କୁ ବୃଦ୍ଧି...

Advertisement
Archives

Model This Week