ଭଦ୍ରକରେ ପୁଣି ୨ ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଲା, ଦୁଇଜଣ ଯାକ ସୁରଟ ଫେରନ୍ତା

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ଶୁକ୍ରବାର ସକାଳୁ ପୁଣି ଦୁଇ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ବାସୁଦେବପୁର ମ୍ୟୁନିସିପାଲିଟିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଧାମନଗର ବ୍ଲକର ବୋଲି ଜଣାପଡ଼ିଛି। ଦୁଇଜଣ ଯାକ ସୁରଟ ଫେରନ୍ତା ଏବଂ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଏହି ଦୁଇ ଜଣଙ୍କୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ଜଣ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିର ଶିଶୁ କାଲିର ଭବିଷ୍ୟତ

ବ୍ରହ୍ମପୁର ଅଫିସ୍‌,୧୫।୧୧: ଗଜପତି ନଗରସ୍ଥିତ ଏକ୍ସ-ଜେନ୍‌ କଲେଜ ଅଫ୍‌ ଭିଜୁଆଲ୍‌ ଆର୍ଟଠାରେ ଶୁକ୍ରବାର ଦ୍ୱିତୀୟ ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା...

ଆନନ୍ଦପୁର ବିଧାୟକଙ୍କୁ କରୋନା

କେନ୍ଦୁଝର, ୫।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି।...

କୁଟରା ମାଂସ ଜବତ: ୩ ଶିକାରୀ ଗିରଫ

ଠାକୁରମୁଣ୍ଡା,୨୫ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ବାଲିଘାଟ ସଂରକ୍ଷିତ ଜଙ୍ଗଲର କମ୍ପାର୍ମେଣ୍ଟ ନଂ. ୧୨ ତଳବନ୍ଧ ନାଳ ନିକଟରୁ ଗୁରବାର ରାତିରେ...

ଟିକା ପାଇଁ ଭୁଲିଗଲେ ସାମାଜିକ ଦୂରତା

କଟକ ଅଫିସ,୧୫।୭: କଟକ ସହରରେ ପ୍ରାୟ ୬ଦିନ ପରେ ବୁଧବାର ଟିକାକରଣ ଆରମ୍ଭ ହୋଇଛି। ଟିକା ନେବା ପାଇଁ ବିଭିନ୍ନ କେନ୍ଦ୍ରରେ ଲୋକଙ୍କ ଲମ୍ବା ଧାଡି...

ନିଜକୁ କରୋନା ପଜିଟିଭ୍‌ କହି ଗାଡ଼ିରେ ଆଗରେ ଶୋଇଗଲେ ଯୁବକ

ଲକ୍ଷ୍ନୌ,୧୯।୬: ଦେଶରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଏଯାଏଁ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ଦିନକୁ...

ଅଙ୍ଗଦାନ କରିଥିବା ବିପିନଙ୍କ ପରିବାରକୁ ସମ୍ବର୍ଦ୍ଧନା

ଭଞ୍ଜନଗର,୧୯।୩(ଡି.ଏନ.ଏ)  ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଭାଟପଡ଼ା ଗ୍ରାମର ବିପିନ ପ୍ରଧାନଙ୍କ ବ୍ରେନ୍‌ ଡେଡ୍‌ ଘୋଷିତ ହେବାପରେ ତାଙ୍କ ଶରୀରର ୬ଟି ଅଙ୍ଗକୁ ପରିବାର ଲୋକେ...

ନାମ ଲେଖା ନେଇ ବଢ଼ୁଛି ଚିନ୍ତା

ଅନୁଗୋଳ ଅଫିସ, ୧୦।୬ – ଜୁନ୍‌ ୮ରୁ ଜୁଲାଇ ୧୫ ମଧ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ନାମ ଲେଖାଯିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି...

୭ରୁ କଟକଣାରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ...

Advertisement
Archives

Model This Week