ଭଦ୍ରକର ୩ ଆକ୍ରାନ୍ତ ବାସୁଦେବପୁର ଅଞ୍ଚଳର: ସମସ୍ତ ପଜିଟିଭ୍‌ଙ୍କର ରହିଛି କୋଲକାତା ଲିଙ୍କ୍‌

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଏମାନେ କୋଲକାତାରୁ ଫେରିଥିଲେ ବୋଲି ଭଦ୍ରକ ଜିଲା ପ୍ରଶାସନ ସୂଚନା ଦେଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ବାସୁଦେବପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି।
ଏହି ନୂଆ ୩ ଆକ୍ରାନ୍ତଙ୍କ ବିଷୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଚିହ୍ନଟ ୩ ଜଣ ପୁରୁଷ। ସେମାନଙ୍କ ବୟସ ୩୫ ବର୍ଷ, ୪୦ ବର୍ଷ ଓ ୫୫ ବର୍ଷ। ଏହି ୩ ଜଣ ଆଗରୁ ଚିହ୍ନଟ ହୋଇଥିବା କରୋନା ପଜିଟିଭ୍‌ଙ୍କ ସହଯାତ୍ରୀ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦ ଜଣ ସୁସ୍ଥ ହୋଇସାରିଲେଣି। ୫୧ ଜଣ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ମୋର୍ଚ୍ଚାର ବିକ୍ଷୋଭ

ଢେଙ୍କାନାଳ ଅଫିସ, ୨୫।୧୨-ମମିତା ମେହର ହତ୍ୟାକାଣ୍ଡ ଏବଂ ରାଜ୍ୟରେ ଶିଶୁ ଓ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ପ୍ରତିବାଦରେ ଶୁକ୍ରବାର ଢେଙ୍କାନାଳ ଜିଲା ଭାଜପା ମହିଳା...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ୍‌ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ...

କମାରଶାଳର ରାଣୀ: ପରିବାର ପାଇଁ କୌଳିକ ବୃତ୍ତିକୁ ଆପଣେଇ ନେଇଛନ୍ତି ନିମାପଡ଼ାର ସୁନୀତା

ଯେଉଁଠି କମାରଶାଳରେ କାମ କରିବା ପରି ଏକ କଷ୍ଟ କାମ ପ୍ରତି ପୁଅମାନେ ବୀତସ୍ପୃହ ହେଲେଣି। ସେଠାରେ ଝିଅଟିଏ ହୋଇବି ସୁନୀତା ବାପାଙ୍କ କୌଳିକ ବୃତ୍ତିକୁ...

ରଜନୀରାଣୀ ହେଲେ ଆନନ୍ଦପୁର ପୌରାଧ୍ୟକ୍ଷା

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାର ନୂତନ ପୌରାଧ୍ୟକ୍ଷା ଭାବେ ରଜନୀରାଣୀ ଖଟୁଆ ନିର୍ବାଚିତ ହୋଇଛନ୍ତି। ଆନନ୍ଦପୁର ପୌରପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ନିର୍ବାଚନ...

ବୌଦ୍ଧ ଜିଲାପାଳଙ୍କ ପୁରୁଣା କୋଠା ହେବ ସଂଗ୍ରହାଳୟ

ବୌଦ୍ଧ, ୪ା୧୨(ସ୍ବ.ପ୍ର.) ବୌଦ୍ଧ ଜିଲାପାଳଙ୍କ ପୁରୁଣା କୋଠା ସଂଗ୍ରହାଳୟ ହେବାକୁ ଯାଉଛି ା ଏଥିପାଇଁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ହୋଇଛି ା ତଦନୁଯାୟୀ ପ୍ରାଥମିକ କାମ...

ବିଶୋଧନ ହେଲା ଏନଏସି

ଭୁବନ, ୪।୪(ଡି.ଏନ୍.ଏ.)- ଢେଙ୍କାନାଳ ଜିଲା ଭୁବନ ଦମକଳ ବାହିନୀ ପକ୍ଷରୁ ଶନିବାର ଅଞ୍ଚଳର ପ୍ରମୁଖ ସ୍ଥାନଗୁଡିକୁ ବିଶୋଧନ କରାଯାଇଛି। ଏନଏସି କର୍ତ୍ତୃପକ୍ଷ ଏବଂ ତହସିଲଦାର ଶକ୍ତିକାନ୍ତ...

୯ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ : ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କର୍ଲାମୁଣ୍ଡା,୧୦।୧୧(ଡି.ଏନ୍‌.ଏ.): ଅଙ୍ଗନୱାଡ଼ି କେନ୍ଦ୍ର ଜରିଆରେ ସାଧାରଣ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାର ଲକ୍ଷ୍ୟ ନେଇ ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ କେନ୍ଦ୍ରଗୁଡ଼ିକ ଖୋଲି କର୍ମୀ...

ପୂର୍ବତନ ଆରଆଇଙ୍କୁ ୨ବର୍ଷ ଜେଲ

ବଲାଙ୍ଗୀର ଅଫିସ, ୨୮ା୧: ଲାଞ୍ଚ ମାମଲାରେ ଅଭିଯୁକ୍ତ ଥିବା ବଲାଙ୍ଗୀର ଆଗଲପୁର ତହସିଲ ଅନ୍ତର୍ଗତ ଭରସୁଜା ପୂର୍ବତନ ରାଜସ୍ବ ନିରୀକ୍ଷକ ସିଦ୍ଧେଶ୍ୱର ମେହେରଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ...

Advertisement
Archives

Model This Week