ଭଦ୍ରକ ଜିଲାପାଳଙ୍କ ନିର୍ଦ୍ଦେଶନାମା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଗଣିବେ ୫୦୦ ତଣ୍ଡ

ଭଦ୍ରକ ଅଫିସ – ଏଣିକି ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ତଣ୍ଡ ଗଣିବେ ୫୦୦ ଟଙ୍କା। ଏନେଇ ଭଦ୍ରକ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହା ପରେ ଲୋକେ ଅନେକାଂଶରେ ସଚେତନ ହେବେ ବୋଲି କୁହାଯାଇଛି। ଜିଲାରେ ତିନି ଜଣ କରୋନା ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନ ଏଭଳି ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ : ଫାଇନାଲରେ ଗୋକର୍ଣ୍ଣପୁର, ଝଗଡା ପଲ୍ଲୀ ଟିମ୍

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ  ପକ୍ଷରୁ  ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

ଗଞ୍ଜାମ ସହରରେ ପ୍ରବଳ ବର୍ଷା: ଗୁଳୁଗୁଳିରୁ ଅସ୍ବସ୍ତି

ଗଞ୍ଜାମ,୧୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଶୁକ୍ରବାର ସନ୍ଧ୍ୟାରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ଅସ୍ବସ୍ତି ମିଳିଛି। ଅନ୍ୟପଟେ ଏହି ବର୍ଷା…

ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି 

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ  ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri