ଭଦ୍ରକ ଜିଲାର ତିନି ପଞ୍ଚାୟତରୁ ହଟିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ, ୧୩।୫: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଜିଲାର ବିଭିନ୍ନ ପଞ୍ଚାୟତରେ କଣ୍ଟେନମେଣ୍ଟ କଟକଣା ଜାରି କରାଯାଇଥିଲା। ତେବେ ୩ଟି ପଞ୍ଚାୟତରୁ କଣ୍ଟେନମେଣ୍ଟ କଟକଣାକୁ ବୁଧବାର ପ୍ରତ୍ୟାହାର କରାଯାଇଛି। ବାସୁଦେବପୁର ବ୍ଲକର ଚୂଡ଼ାମଣି, କିସ୍ମତକୃଷ୍ଣପୁର ଓ ବନ୍ତ ବ୍ଲକର ଚାରିଗାଁ ପଞ୍ଚାୟତରୁ ଏହି କଟକଣା ପ୍ରତ୍ୟାହାର କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୃଥକ୍‌ ସଡ଼କ ଦୁର୍ଘଟଣା: ୨ ମୃତ

ଛତ୍ରପୁର,୯।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାର ପୃଥକ୍‌ ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଡିଭାଇଡରକୁ...

କୁକୁର କାମୁଡ଼ିଲେ, ବାହାରେ ମଳତ୍ୟାଗ କଲେ ଜରିମାନା ଦେବେ ମାଲିକ

ଭୁବନେଶ୍ୱର,୧ା୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ କୁକୁର ପାଳନ ନେଇ ସ୍ବତନ୍ତ୍ର ନିୟମ କରାଯାଇଛି। ଶନିବାର କର୍ପୋରେଶନ ବୈଠକରେ ବିଧିବଦ୍ଧ ଭାବେ ପ୍ରସ୍ତୁତ ହୋଇଥିବା...

ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ ଲକଡାଉନ୍‌: ଠାକରେ

ମୁମ୍ବାଇ,୧୧ ।୩: ମହାରାଷ୍ଟ୍ରରେ ବେଳକୁ ବେଳ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଥିବା ବେଳେ କେତେକ ଅଞ୍ଚଳରେ ଖୁବ୍‌ଶୀଘ୍ର ଲକଡାଉନ୍ ଲାଗିପାରେ ବୋଲି ସୂଚନା ଦେଇଛନ୍ତି...

ବିଶୋଧନ ହେଲା ଝାରପଡ଼ା କେଶୁରା ଅଞ୍ଚଳ

କଟକରୋଡ,୯ା୪(ଡି.ଏନ.ଏ.): ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ କରୋନା ଆକ୍ରାନ୍ତରେ ମୃତ୍ୟୁ ପରେ ବୁଧବାର ସକାଳୁ ଉକ୍ତ ଅଞ୍ଚଳରେ ବିଶୋଧନ କାର୍ଯ୍ୟକୁ ବ୍ୟାପକ କରାଯାଇଛି। ସ୍ବାସ୍ଥ୍ୟ...

ଆସିଥିଲେ ଛାଡ଼ପତ୍ର ମାମଲାର ବିଚାର ପାଇଁ : କୋର୍ଟ ପରିସର ପାଲଟିଲା ରଣକ୍ଷେତ୍ର

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ଜିଲା ବାଲେଶ୍ୱର ପରିବାର ଅଦାଲତ ପରିସର ମଙ୍ଗଳବାର ରଣକ୍ଷେତ୍ର ପାଲଟିଛି। ପରିବାର ଅଦାଲତରେ ଛାଡ଼ପତ୍ର ମାମଲାର ବିଚାର ପାଇଁ ଆସିଥିବା ଦମ୍ପତିଙ୍କ...

ଜଳ ନିଷ୍କାସନରେ ବାଧକ ସାଜିଛି ପଠା

ମହାକାଳପଡ଼ା,୨୦ା୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଯୋଗୁ ଚାଷୀକୁଳ ହତାଶ ହୋଇ ପଡିଛନ୍ତି। କାରଣ ଚଳିତ ମୌସୁମୀ ଦୁର୍ବଳ ଯୋଗୁ...

୩୯ ପାଣି ପଞ୍ଚାୟତରେ ଭୋଟର ତାଲିକା ସଂଶୋଧନ

ବନ୍ତ, ୨୫।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକର ୨ଟି ସେକ୍ସନ ସମେତ ଭଣ୍ଡାରିପୋଖରୀ ବ୍ଲକର ମଞ୍ଜୁରୀରୋଡ ଓ ହାଟଡିହୀ ବ୍ଲକର ଶାଳନିଅଁା ସେକ୍ସନରେ...

ଘର ସମ୍ମୁଖରୁ ନେଇଥିଲେ ବାଇକ୍‌, ଏବେ ପଡ଼ିଲେ ଧରା

ବ୍ରହ୍ମପୁର ଅଫିସ,୮ା୭: ବଡବଜାର ଥାନା ପୋଲିସ ଦୁଇ ଚୋରି ବାଇକ୍‌ ଜବତ କରିବା ସହ ୨ ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ସାଗର ପଣିଗ୍ରାହୀ...

Advertisement
Archives

Model This Week