ଭରତପୁର କୋଇଲା ଖଣିରେ ଅଘଟଣ: ମାଟି ଧସି ଫସିଛନ୍ତି ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ

ଅନୁଗୋଳ ଅଫିସ, ୨୪।୭: ତାଳଚେର ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ମଙ୍ଗଳବାର ବିଳମ୍ବିତ ରାତିରେ ବ୍ଲାଷ୍ଟିଂ ହେଉଥିବା ବେଳେ ମାଟି ଧସିଯାଇଛି। ଏଥିରେ ମୃତାହତଙ୍କ ସଂଖ୍ୟା ଜଣାପଡ଼ିନାହିଁ। ତେବେ ୮/୧୦ଟି ଭାରିଯାନ ମାଟିରେ ପୋତି ହୋଇଯାଇଥିବା କୁହାଯାଉଛି। ମଙ୍ଗଳବାର ରାତିରେ ୯ ଜଣଙ୍କୁ ଉଦ୍ଧାର କରାଯାଇ ସେଣ୍ଟ୍ରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ମାଟିରେ ପୋତିହୋଇ ରହିଥିବା ଅନ୍ୟ ଶ୍ରମିକମାନେ କହୁଛନ୍ତି। ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇ ନାହିଁ। ସୁରକ୍ଷା ଅଭାବରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ଅନ୍ୟପକ୍ଷରେ ଶ୍ରମିକଙ୍କ ଆନ୍ଦୋଳନ ଯୋଗୁ ଖଣିକାର୍ଯ୍ୟ ବନ୍ଦ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିବେ ସୀତାରାମନ୍‌, ଶସ୍ତା ହୋଇପାରେ ଏସବୁ ଜିନିଷ!

ନୂଆଦିଲ୍‌ଲୀ,୧।୨: କୋଟି କୋଟି ଦେଶବାସୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ସଂସଦରେ ଦେଶର ବାର୍ଷିକ ଖର୍ଚ୍ଚ ଖୋଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସକାଳ ୧୧ଟାରେ ଲୋକ ସଭାରେ…

Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍‌ଙ୍କ ୯ମ ବଜେଟ

ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri