ଭରତପୁର ଖଣି ଦୁର୍ଘଟଣା : ମିଳିଲା ଅନ୍ୟ ଜଣେ ଶ୍ରମିକଙ୍କ ହାତ, ଶରୀରର କିଛି ଅଂଶ

ତାଳଚେର,୨୭ା୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର ଖଣିରେ ୪ର୍ଥ ଦିନ ଅର୍ଥାତ୍‌ ଶନିବାର ଉଦ୍ଧାର କାର୍ଯ୍ୟ ଜାରି ରହଛି। ଏଥିରେ ନିଖୋଜ ଅନ୍ୟ ଜଣେ ଶ୍ରମିକଙ୍କ ଗୋଟିଏ ହାତ ଓ ଶରୀରର କିଛି ଅଂଶ ମିଳିଥିବା ଜଣାପଡ଼ିଛି। ତେବେ ଏହା କାହାର ଏଯାବତ୍‌ ଚିହ୍ନଟ କରାଯାଇ ପାରିନାହିଁ।
ପ୍ରକାଶ ଯେ, ଗତ ମଙ୍ଗଳବାର ରାତିରେ ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ଅତଡ଼ା ଖସି ପଡ଼ିଥିଲା। ଏ ନେଇ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ପୂର୍ବରୁ ୩ ଶ୍ରମିକଙ୍କ ମୃତଦେହ ଏନ୍‌ଡିଆର୍‌ଏଫ ଓ ଏମ୍‌ସିଏଲ୍‌ର ଉଦ୍ଧାରକାରୀ ଦଳ ପକ୍ଷରୁ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…

ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

Budget 2026 Gold Silver Rate: ବଜେଟ ପୂର୍ବରୁ ସୁନା-ରୂପାକୁ ନେଇ ବଡ଼ ଖବର, କିଣିବାକୁ ଚାହୁଁଥିଲେ…

ନୂଆଦିଲ୍ଲୀ,୧।୨: ବଜେଟ ଉପସ୍ଥାପନ ପୂର୍ୱରୁ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଫେବୃଆରୀ 1, 2026 ରେ, ଦିଲ୍ଲୀରେ 24 କ୍ୟାରେଟ ସୁନା ପ୍ରତି…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

Budget 2026: ବଜେଟ୍‌ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…

ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri