ଭର୍ତ୍ତୃହରି ମହତାବ ଅସୁସ୍ଥ: ପୁଅ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୧।୧୨(ବ୍ୟୁରୋ): କଟକ ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଅସୁସ୍ଥତା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପୁତ୍ରଙ୍କ ସହ ଫୋନ୍‌ରେ କଥା ହୋଇ ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଭର୍ତ୍ତୃହରିଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଭର୍ତ୍ତୃହରିଙ୍କ ହୃଦ୍‌ରୋଗ ଜନିତ ସମସ୍ୟା ଦେଖା ଦେଇଥିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ନିଆଁ ଲଗାଇଦେଲେ ବଏ ଫ୍ରେଣ୍ଡ

କାମାକ୍ଷାନଗର,୧୬ା୩(ଡି.ଏନ.ଏ.): ମିସ୍‌ଡକଲ୍‌ରୁ ବିବାହିତା ମହିଳାଙ୍କ ସହ ପ୍ରେମ। ଆଉ ଅନୈତିକ ସମ୍ପର୍କ ପରେ ଚରିତ୍ରକୁ ସନ୍ଦେହ କରି ତାଙ୍କୁ ମାଡ଼ ମାରିବା ସହ ଦେହରେ ନିଆଁ...

ପ୍ରଚଣ୍ଡ ତାତି, ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ଗ୍ରୀଷ୍ମ ସହ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ରାଜ୍ୟର ୧୫ ଜିଲାରେ ସର୍ବୋଚ୍ଚ ତାପମାତ୍ରା...

ଗୁରୁଦିବସରେ ଗଲା ଗୁରୁଙ୍କ ଜୀବନ

ରୂପସା,୫।୯(ଡି.ଏନ୍‌.ଏ.): ଗୁରୁ ଦିବସରେ ସଡ଼କ ଦୁର୍ଘଟଣାରେ ଚାଲିିଯାଇଛି ଆଦର୍ଶ ଗୁରୁଙ୍କ ଜୀବନ। ସ୍କୁଲରୁ ଘରକୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା। ବାଲେଶ୍ୱର ଜିଲା ୬୦...

ମାଉଜର ଦେଖାଇ ଡାକ୍ତରଙ୍କ ଘରୁ ସୁନାଗହଣା, ୩ ଲକ୍ଷ ଟଙ୍କା, କାର ଲୁଟ୍‌

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଲକ୍ଷ୍ମୀଧରପୁର ଗ୍ରାମରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଦୁର୍ବୃତ୍ତମାନେ ମାଉଜର ଦେଖାଇ ସୁନାଗହଣା,...

ବୀରମିତ୍ରପୁର ଥାନା ନାବାଳିକା ବଳାତ୍କାର, ଗର୍ଭପାତ ଘଟଣା: ପାଚେରି ଡେଇଁ ପୀଡ଼ିତା ନାବାଳିକା ଫେରାର

ସୁନ୍ଦରଗଡ଼,୨୪ା୧୦(ଡି.ଏନ.ଏ.)-ଗତ ଜୁନ୍‌ ମାସରେ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଘଟିଥିବା ନାବାଳିକା ବଳାତ୍କାର ଓ ଗର୍ଭପାତ ଘଟଣା ନୂଆ ମୋଡ଼ ନେଇଛି ା ଏହି ଘଟଣା...

ଭଦ୍ରକରେ ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି: ଗେଷ୍ଟ ହାଉସ୍‌ରୁ ୨ ମୃତଦେହ ଉଦ୍ଧାର ଘଟଣାର ନିରପେକ୍ଷ ତଦନ୍ତ ଦାବି

ଭଦ୍ରକ ଅଫିସ, ୧୭।୫ : ଶୁକ୍ରବାର ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି ସସ୍ମିତା ଦାସ ଭଦ୍ରକ ଗସ୍ତରେ ଆସି ସାଳନ୍ଦୀ ଗେଷ୍ଟହାଉସ୍‌ରୁ ୨ ମୃତଦେହ...

ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍‌ ବ୍ୟାଙ୍କ

ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍‌ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬...

ଜାତୀୟ ଆନ୍ତଃ ବିଭାଗୀୟ ହକିରେ ଓଡ଼ିଆଙ୍କ କୃତିତ୍ୱ

ଭୁବନେଶ୍ୱର, ୧୦।୩(କ୍ରୀଡ଼ା ପ୍ରତିନିଧି):ହକି ଇଣ୍ଡିଆ ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ବୁଧବାର ଜାତୀୟ ଆନ୍ତଃ ବିଭାଗୀୟ ହକି ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ଫାଇନାଲରେ ପେଟ୍ରୋଲିୟମ ସ୍ପୋଟର୍‌ସ ପ୍ରମୋଶନ...

Advertisement
Archives

Model This Week