ଭଲପାଇ ପ୍ରତାରଣା ଅଭିଯୋଗ: ଯୁବକ କୋର୍ଟଚାଲାଣ

ଭଣ୍ଡାରିପୋଖରୀ, ୧୫।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ ଅଞ୍ଚଳର ଜନୈକ ଯୁବତୀଙ୍କୁ ମନୋହରପୁର ଗ୍ରାମର ବିଶ୍ୱଜିତ ପଲେଇ ୨୦୧୭ ମସିହାରୁ ଭଲପାଇ ଆସୁଥିଲେ। ଯୁବତୀଙ୍କ ସହ ସମ୍ପର୍କ ରଖିବା ପରେ ବିଶ୍ୱଜିତ୍‌ ତାଙ୍କୁ ଧୋକା ଦେଇଥିବା ନେଇ ଗୁରୁବାର ରାତିରେ ଥାନାରେ ଅଭିଯୋଗ ହୋଇଥିଲା। ଏ ନେଇ ପୋଲିସ ଏକ ମାଲା (କେସ୍‌ ନଂ.୮୮/୨୦) ରୁଜୁ କରି ଅଭିଯୁକ୍ତ ବିଶ୍ୱଜିତ୍‌ଙ୍କୁ ଶୁକ୍ରବାର ଗିରଫକରି କୋର୍ଟ ଚାଲାଣ କରିଛି। ଥାନା ଅଧିକାରୀ ସନାତନ ସାହୁ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳିରେ ଅଘଟଣ: ବାଣଫୁଟି ୨ ମୃତ

ଖଲିକୋଟ, ୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ଏନ୍‌ଏସି ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ହରିଜନପୁର ସାହିରେ ବାଣ ଫୁଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମାଧବ...

ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ

ଚୌଦ୍ୱାର,୧୫।(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ କରୋନା କଟକଣାକୁ ଦୃଷ୍ଟିରେ ରଖି ନିରାଡମ୍ବର ଭାବେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଚୌଦ୍ୱାର...

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର

କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌...

ଏମ୍‌କେସିଜିରେ ୫ ଅପମୃତ୍ୟୁ ମାମଲା

ବ୍ରହ୍ମପୁର ଅଫିସ,୧ା୯-ଏମ୍‌କେସିଜି ମେଡିକାଲରେ ଦିନକରେ ୫ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ୨ ଜଣଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କର ବିଦ୍ୟୁତ୍‌ ଆଘାତ,...

ଷ୍ଟାଣ୍ଡ୍‌ପୋଷ୍ଟରୁ ଅନବରତ ବୋହିଚାଲିଛି ପାଣି: ବିଭାଗୀୟ କର୍ତ୍ତୃପକ୍ଷଙ୍କ ନଜର ନାହିଁ

ଆନନ୍ଦପୁର,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଜଳ ଯୋଗାଣ ବିଭାଗ କାର୍ଯ୍ୟାଳୟର ମାତ୍ର ୬ ଶହ ମିଟର ଦୂର ବ୍ଲକ କାର୍ଯ୍ୟାଳୟ ଗେଟ୍‌କୁ ଲାଗି ରହିଥିବା ପାନୀୟ...

ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ

ଧର୍ମଶାଳା,୨୧|୬(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫକରି ଚଣ୍ଡିଖୋଲ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ...

ସପ୍ତାହକ ମଧ୍ୟରେ ଓଭରବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ କର

ବ୍ରହ୍ମପୁର ଅଫିସ,୧୬ା୧୦-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ରେଲୱେ ଓଭରବ୍ରିଜ ଅସମ୍ପୂର୍ଣ୍ଣ ରହିଛି। ଫଳରେ ପ୍ରତିଦିନ ହଜାର ହଜାର ଲୋକଙ୍କୁ...

କଣ୍ଡରାପାଟ ପୀଠରେ ଛତରଯାତ୍ରା ବନ୍ଦ

ସମ୍ବଲପୁର,୧୯ା୪(ବ୍ୟୁରୋ)-ସମ୍ବଲପୁର ସହର ଉପକଣ୍ଠ ଝାଙ୍କରପାଲି କଣ୍ଡରାପାଟ ପୀଠରେ ହେବାକୁ ଥିବା ଛତରଯାତ୍ରା ତଥା ଅକ୍ଷୟତୃତୀୟା ପର୍ବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ଫଳରେ...

Coronavirus Update


Archives

Model This Week

Why Dharitri