ଭଲ କଳାକାରଙ୍କ ପାଇଁ ଯଥେଷ୍ଟ ସୁଯୋଗ ଅଛି

ମୁମ୍ବାଇ: ଭଲ କଳାକାରଙ୍କ ପାଇଁ ସିନେମାରେ ଯଥେଷ୍ଟ ସୁଯୋଗ ଅଛି ବୋଲି ବଲିଉଡ ଅଭିନେତ୍ରୀ ରିଚା ଚଢ଼ା ପ୍ରକାଶ କରିଛନ୍ତି। ଉକ୍ତ ଅଭିନେତ୍ରୀ ୨୦୦୮ରେ ପ୍ରଥମ କରି ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ତାଙ୍କ ଅଭିନୀତ ପ୍ରଥମ ଫିଲ୍ମ ‘ଓଇ ଲକି, ଲକି ଓଇ’। ‘ଗ୍ୟାଙ୍ଗ୍‌ସ ଅଫ୍‌ ଓ୍ବାସେପୁର’ ସିରିଜ୍‌ରେ ତାଙ୍କର ଭଲ ପ୍ରଦର୍ଶନ ପାଇଁ ଉଭୟ ଦର୍ଶକ ଏବଂ ସମାଲୋଚକ ମହଲରେ ସେ ବେଶ୍‌ ପ୍ରଶଂସିତ। ତାଙ୍କ କହିବାନୁଯାୟୀ, ଅଭିନୟ କ୍ଷେତ୍ରରେ ଦକ୍ଷତା ଥିଲେ ଫିଲ୍ମ ଶିଳ୍ପରେ ନିଶ୍ଚୟ କାମ ମିଳିବ। ଭଲ କଳାକାରଙ୍କ ପାଇଁ ସବୁବେଳେ ସୁଯୋଗ ରହିଛି। ତାଙ୍କୁ କେବେ କାମ ଅଭାବ ହୁଏନାହିଁ। ପ୍ରତିବର୍ଷ ତାଙ୍କର ଗୋଟିଏ ଫିଲ୍ମ ରିଲିଜ ହେବା ନିଶ୍ଚିତ। ଫିଲ୍ମ ଦୁନିଆରେ ପାଦଦେବା ଦିନଠାରୁ ଅଭିନୟ ଜାରି ରହିଛି। ଭଲ କାର୍ଯ୍ୟ ସବୁବେଳେ ଆହୁରି ଭଲ କାମ ପାଇଁ ସୁଯୋଗ ସୃଷ୍ଟି କରେ ବୋଲି ରିଚା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri