Posted inଜାତୀୟ

ଭଲ ବର୍ଷା ପାଇଁ ଦେବୀଙ୍କୁ ଲାଗି ହେଲା ୨ ହଜାର କିଗ୍ରା ଫଳ

କୋଏମ୍ବାଟୁର,୩।୮: ତାମିଲନାଡୁର ମହାଳି ଆମନ୍‌ ମନ୍ଦିରରେ ଦେବୀଙ୍କୁ ୨ ହଜାର କିଲୋଗ୍ରାମ୍‌ ଫଳ ଲାଗି ହୋଇଛି। ‘ଆଦି’ ଉତ୍ସବ ଅବସରରେ ଶୁକ୍ରବାର ଶ୍ରଦ୍ଧାଳୁ ଏପରି କରିଛନ୍ତି। ତାମିଲ୍‌ ପଞ୍ଜିକା ଅନୁସାରେ ‘ଆଦି’ ମାସର ପରବର୍ତ୍ତୀ ମାସ ସାଓ୍ବନରେ ଭଲ ବର୍ଷା ପାଇଁ ପ୍ରତିବର୍ଷ ଶ୍ରଦ୍ଧାଳୁ ଏପରି ପୂଜାର୍ଚ୍ଚନା କରିଥାନ୍ତି। ଏହି ଅବସରରେ ଦେବୀଙ୍କ ୨୮ରୁ ଅଧିକ ପ୍ରକାର ଫଳ ଲାଗି ହୋଇଥିବା ମନ୍ଦିର ପୂଜାରି କ୍ରିଷ୍ଣମୂର୍ତ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକା: ୩୬ ବର୍ଷ ପରେ ବି ମିଳିନି ନ୍ୟାୟ !

ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକାକୁ ଇତିମଧ୍ୟରେ ୩୬ ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ...

ଚାଇନା ଆପ୍‌ ବ୍ୟାନ୍‌: ଟିକ୍‌ଟକ୍‌ ଖୋଲିଲେ ଆସୁଛି ଏଭଳି ନୋଟିସ୍‌

ନୂଆଦିଲ୍ଲୀ,୩୦।୬: ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ଘୋଷଣା କରିଛନ୍ତି। ଏପରିସ୍ଥଳେ ମଙ୍ଗଳବାର ସକାଳୁ ଗୁଗୁଲ୍‌ ପ୍ଲେ ଷ୍ଟୋରରୁ ଏହି...

ଜୀବନ ସାୟାହ୍ନରେ ଅବହେଳିତ: ଦେଶର ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି

ନୂଆଦିଲ୍ଲୀ,୧୫।୬: ପ୍ରତିବର୍ଷ ଜୁନ୍‌ ୧୫ରେ ବିଶ୍ୱସ୍ତରରେ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର ସଚେତନତା ଦିବସ( ଓ୍ବାଲ୍ଡ ଏଲଡର ଆବ୍ୟୁଜ୍‌ ଆଓ୍ବାରନେସ୍‌ ଡେ) ପାଳନ କରାଯାଇଥାଏ। ୨୦୧୨ରେ...

ମୁଜଫରପୁର ଶେଲ୍‌ଟର ହୋମ୍‌ ମାମଲା: ୨୦ ଜାନୁୟାରୀକୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ମୁଜଫରପୁର ଶେଲ୍‌ଟର ହୋମ୍‌ ବଳାତ୍କାର ମାମଲାର ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୦ ତାରିଖରେ ଏହି ମାମଲାର ଶୁଣାଣି...

ସମସ୍ତ ଦେଶବାସୀଙ୍କୁ ମିଳିବ କରୋନା ଟିକା: ମୋଦି

ନୂଆଦିଲ୍ଲୀ,୨୯ ।୧୦: କରୋନା ଭାଇରସ ସଂକ୍ରମଣ ଦେଶଠାରୁ ବିଦେଶ ପର୍ଯ୍ୟନ୍ତ ସବୁଠାରେ ବୃ୍‌ଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟା ୮୦...

୨୦୨୪ ସୁଦ୍ଧା ୧୦୦ ନୂଆ ବିମାନ ବନ୍ଦର; ଯାତ୍ରା କରିବ ୧୫୦ରୁ ଅଧିକ ଟ୍ରେନ୍‌

ନୂଆଦିଲ୍ଲୀ,୧।୨: ଚଳିତ ବର୍ଷର ବଜେଟ୍‌ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣ ଉପସ୍ଥାପନ କରିଛନ୍ତି। ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ବହୁ ଯୋଜନା...

୫ ଥର ଝିଅ ଦେଖିବା ପରେ ଯୁବକ କଲେ ନାପସନ୍ଦ, ନିର୍ଧୂମ ଖାଇଲେ ଛେଚା, ଭିଡିଓ ଭାଇରାଲ

ମୁମ୍ବାଇ,୨୫।୪: ଜଣେ ଯୁବକ ୫ ଥର ଝିଅ ଦେଖିବା ପରେ ନାପସନ୍ଦ କରିବାରୁ ଝିଅ ଘର ଲୋକେ ସଂପୃକ୍ତ ଯୁବକଙ୍କୁ ଏକ ବନ୍ଦ କୋଠରିରେ ପ୍ରବଳ...

ଭାରତର ୫ ରାଜ୍ୟରେ ଅଧିକ କରୋନା ସଂକ୍ରମିତ !

ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ସୃଷ୍ଟି ହୋଇଛି। ଦେଶର ୫ ରାଜ୍ୟରେ ଅଧିକ କରୋନା ସଂକ୍ରମିତ ରହିଛନ୍ତି। ସେସବୁ ରାଜ୍ୟଗୁଡ଼ିକ ହେଉଛନ୍ତି ମହାରାଷ୍ଟ୍ର,...

Advertisement


Archives

Model This Week

Why Dharitri