ଭଲ ହୋଇଛି ମୋ ମାତାପିତାଙ୍କ ମଧ୍ୟରେ ଛାଡପତ୍ର ହୋଇଯାଇଛି: ସାରା

ବଲିଉଡ୍‌ରେ ଏବେ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ରାଜ୍‌ ଚାଲିଛି। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇ ପ୍ରଯୋଜକ ଏବଂ ନିର୍ଦ୍ଦେଶକଙ୍କ ପ୍ରଥମ ପସନ୍ଦ ହୋଇଛନ୍ତି ସେ। ଏବେ ସାରା ନିଜ ଆଗାମୀ ଫିଲ୍ମ ‘ଲଭ୍‌ ଆଜକଲ୍‌-୨’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ପିତା ସୈଫ୍‌ ଅଲ୍ଲୀ ଖାନ୍‌ ଏବଂ ମା’ ଅମୃତା ସିଂଙ୍କ ଛାଡପତ୍ର ନେଇ ଏକ ବଡ ଖୁଲାସା କରିଛନ୍ତି। ଯେଉଁ ସମ୍ପର୍କରେ ସ୍ତ୍ରୀସ୍ବାମୀ ପରସ୍ପର ଖୁସି ନାହାନ୍ତି ସେହି ସମ୍ପର୍କ ରହିବା ଅପେକ୍ଷା ଭାଙ୍ଗିଯିବା ଭଲ। ମୋ ମାତାପିତାଙ୍କ କ୍ଷେତ୍ରରେ ତାହା ହିଁ ଘଟିଛି। ତେଣୁ ମୁଁ ଭଗବାନଙ୍କୁ ଧନ୍ୟବାଦ ଦେବି ଯେ ସେମାନେ ଏବେ ଏକାଠି ନାହାନ୍ତି ବୋଲି ସାରା କହିଛନ୍ତି। ସୈଫଙ୍କୁ ସମ୍ମାନ କରେ କରେ କିନ୍ତୁ ଆଜି ମୁଁ ଯେଉଁ ସ୍ଥାନରେ ପହଞ୍ଚିଛି ସବୁ ମୋ ମା’ଙ୍କ ପାଇଁ ସମ୍ଭବ ହୋଇଛି ବୋଲି ସେ କହିଚନ୍ତି। ଇମତିଆଜ୍‌ ଅଲ୍ଲୀଙ୍କ ନିର୍ଦ୍ଦେଶିତ ‘ଲଭ୍‌ ଆଜକଲ୍‌-୨’ରେ ସାରାଙ୍କ ବ୍ୟତୀତ କାର୍ତ୍ତିକ ଆର୍ୟନ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri