ଭାଇଙ୍କ ପାଇଁ ଭାବବିହ୍ବଳ ପୋଷ୍ଟ ଲେଖିଲେ ସାଜିଦ୍‌

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ଅଚାନକ ପରଲୋକ ଘଟିଛି। ଏଥିରେ ଭାଙ୍ଗିପଡିଛନ୍ତି ତାଙ୍କ ଭାଇ ସାଜିଦ୍‌ ଖାନ୍‌। ସେ ହସ୍ପିଟାଲ୍‌ରେ ଚିକିତ୍ସିତ ଥିବା ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରି ଏକ ଭାବପ୍ରବଣ ମେସେଜ୍‌ ଲେଖିଛନ୍ତି। ଭିଡିଓରେ ଓ୍ବାଜିଦ୍‌ ହସ୍ପିଟାଲ୍‌ ବେଡ୍‌ରେ ବସି ପିଆନୋ ବଜାଉଥିବାର ଦେଖାଯାଇଛି। ସବୁ କିଛି ପରେ ନା ତୁ ମ୍ୟୁଜିକ୍‌ ଛାଡିଲୁ,ନା ମ୍ୟୁଜିକ୍‌ ତୋତେ କେବେ ଛାଡିବ। ମୋ ଭାଇ କିମ୍ବଦନ୍ତୀ। ଆଉ କିମ୍ପଦନ୍ତୀ କେବେ ମରନ୍ତି ନାହିଁ। ମୁଁ ସବୁବେଳେ ତୋତେ ଭଲ ପାଇବି। ମୋ ଖୁସି, ପ୍ରାର୍ଥନା ଏବଂ ମୋ ନାଁରେ ତୁ ସବୁବେଳେ ରହିବୁ ବୋଲି ସାଜିଦ୍‌ ଲେଖିଛନ୍ତି।
ସାଜିଦ୍‌ ନିଜ ଭାଇଙ୍କ ସହ ମିଶି ବଲିଉଡ୍‌ରେ ଅନେକ ଲୋକପ୍ରିୟ ସଙ୍ଗୀତର ନିର୍ଦ୍ଦେଶନା ଦେଇଥିଲେ। ଅଭିନେତା ସଲମାନ ଖାନ୍‌ଙ୍କ ସେ ଅତି ପ୍ରିୟ ଯୋଡି ଥିଲେ। ୧୯୯୮ରେ ସେ ସଲମାନଙ୍କ ଫିଲ୍ମ ପ୍ୟାର୍‌ କିୟା ତୋ ଡର୍‌ନା କିୟାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।ଏହାପରେ କଣ୍ଠଶିଳ୍ପୀ ସୋନୁ ନିଗମଙ୍କ ଏକ ଆଲବମ୍‌ରେ ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଥିଲେ। ଏହି ଆଲବମ୍‌ର ଗୀତ ଅବ୍‌ ମୁଝେ ରାତ୍‌ ଦିନ୍‌.., ଇସ୍‌ କଦର୍‌ ପ୍ୟାର୍‌ ହୈ ଗୀତଗୁଡିକ ବେଶ୍‌ ଲୋକପ୍ରିୟ ହୋଇଥିଲା। ସାଜିଦ୍‌-ଓ୍ବାଜିଦ୍‌ ଯୋଡି ନାମରେ ବଲିଉଡରେ ପରିଚିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଫଜ୍‌ର ବେଲ୍ଟରେ ସୁଶାନ୍ତ ସିଂ ରାଜପୁତଙ୍କୁ କରାଯାଇଛି ହତ୍ୟା!

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଇତିମଧ୍ୟରେ ଏହି ମାମଲା ଇଡି ଓ ସିବିଆଇ ହାତକୁ...

୨୯ ବର୍ଷର ଅଭିନୟ କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି କାମ କରିବାକୁ ଯାଉଛନ୍ତି ଅଜୟ ଦେବଗନ୍‌: ଜାଣନ୍ତୁ…

ସିଂଘମ ଷ୍ଟାର୍‌ ଅଜୟ ଦେବଗନଙ୍କର ବଲିଉଡ୍‌ରେ ପାଦ ଦେବା ଇତିମଧ୍ୟରେ ୨୯ ବର୍ଷରୁ ଅଧିକ ହେଲାଣି। ଅଭିନୟ କ୍ୟାରିୟରରେ ସେ ଅନେକ ସୁପିରହିଟ୍‌ ଫିଲ୍ମରେ କାମ...

ଦୀପିକା-ଅମୃତାଙ୍କ ଭିତରେ ରହିଛି ଏମିତି କନେକ୍ସନ

ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଏକ ମ୍ୟାରେଜ ପାର୍ଟିକୁ ଯାଇଥିବାବେଳେ ଏହି ସମୟର କିଛି ସ୍ପେଶାଲ ଫଟୋ ଏବେ ସୋସିିଆଲ ମିଡିଆରେ ଭାଇରାଲ ହୋଇଛି।...

ଉତ୍ତର ବଦଳରେ ପ୍ରଶଂସକଙ୍କୁ ୧ ଲକ୍ଷ ମାଗିଲେ କାର୍ତ୍ତିକ: ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ର଼୍ୟାନ୍‌ ଫିଲ୍ମ ସମେତ ଫ୍ୟାଶନ ଏବଂ ଲୁକ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି। ସୋସିଆଲ ମିଡିଆରେ ମଧ୍ୟ ତାଙ୍କର ଅନେକ ଫ୍ୟାନ୍‌...

ଆଜି ବିଗ୍‌ବସ୍‌ ଫିନାଲେ: ଟଙ୍କା ବ୍ୟାଗ୍‌ ନେଇ ବାହାରିବେ ପାରସ୍‌, ଆରତୀ ୫ମ ସ୍ଥାନରେ; ବିଜେତାଙ୍କ ପାଇଁ ହେବ ଲାଇଭ୍‌ ଭୋଟିଂ

ବମ୍ବେ: ବିଗ୍‌ବସ୍‌’ର ସବୁଠାରୁ ଲୋକପ୍ରିୟ ସିଜନ ଶେଷ ହେବ। ଶନିବାର ଶୋ’କୁ ତାର ବିଜେତା ମିଳିବ। ହେଲେ କିଏ ଜିତିବ ତାକୁ ନେଇ ଚର୍ଚ୍ଚା। ସବୁଥରଠାରୁ...

ଚାରିଦିନ ପାଇଁ ଏନ୍‌ସିବି ହେପାଜତକୁ ଗଲେ ରିଆଙ୍କ ଭାଇ

ମୁମ୍ବାଇ,୫।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ବେଳକୁ ବେଳ ଭିନ୍ନ ମୋଡ ନେଉଛି। ଏହାକୁ ନେଇ ପ୍ରତିଦିନ ନୂଆ ନୂଆ ତଥ୍ୟ...

ଭାଇରାଲ ହେଉଛି ଦିଶାଙ୍କ ବୋଲ୍ଡ ଲୁକ୍‌

ବମ୍ବେ: ଅଭିନୟ ସାଙ୍ଗକୁ ନିଜର ଗ୍ଲାମରସ୍‌ ଲୁକ୍‌କୁ ନେଇ ଚର୍ଚ୍ଚାରେ ରହିବାକୁ ପସନ୍ଦ କରନ୍ତି ବଲିଉଡ୍‌ ଅଭିନେତ୍ରୀ ଦିଶା ପଟାନୀ। ସେଥିପାଇଁ ତ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ...

ଫେବୃୟାରୀ ୧୪ରେ ପୁଣି ଭାରତରେ ରିଲିଜ ହେବ ‘ଜୋକର୍‌’

ବମ୍ବେ: ପୁଣି ଥରେ ଭାରତରେ ରିଲିଜ୍‌ ହେବ ଚର୍ଚ୍ଚିତ ହଲିଉଡ୍‌ ଚଳଚ୍ଚିତ୍ର ‘ଜୋକର୍‌’। ଜ୍ୱାକୁଇନ୍‌ ଫୋନେକ୍ସଙ୍କ ଅଭିନୀତ ଏହି ଫିଲ୍ମକୁ ଫେବୃୟାରୀ ୧୪ରେ ରିଲିଜ୍‌ କରାଯିବ।...

Coronavirus Update


Archives

Model This Week

Why Dharitri