Posted inଜାତୀୟ

ଭାଇଚାରାର ଅନନ୍ୟ ଉଦାହରଣ: ଗୋଟିଏ ପେଣ୍ଡାଲରେ ଗଣେଶ ପୂଜା, ମହରମ୍‌ ପାଳିତ

ବେଙ୍ଗାଲୁରୁ, ୧୦।୯: ଗୋଟିଏ ସପ୍ତାହରେ ହିନ୍ଦୁଙ୍କ ଗଣେଶ ପୂଜା ଏବଂ ମୁସଲମାନ ସମ୍ପଦାୟର ମହରମ୍‌ ପର୍ବ ବହୁ ଧୂମଧାମରେ ପାଳନ କରାଯାଇଛି। ଏହି ଅବସରରେ କର୍ନାଟକର ହୁବଲୀ ଜିଲାରେ ଭାଇଚାରାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଗୋଟିଏ ପେଣ୍ଡାଲରେ ଗଣେଶ ପୂଜା ଏବଂ ମହରମ୍‌ ପାଳନ କରାଯାଇଛି। ଫଳରେ ଉଭୟ ସମ୍ପଦାୟର ଲୋକେ ଗୋଟିଏ ଛାତ ତଳେ ଏକାଠି ହୋଇଛନ୍ତି। ଏହା ମାଧ୍ୟମରେ ଏକ ଧାର୍ମିକ ସୌହାର୍ଦ୍ଦ୍ୟ ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରାଯାଇଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। କେବଳ ଗଣେଶ ପୂଜା ଏବଂ ମହରମ୍‌ ନୁହେଁ ଏଠାରେ ହିନ୍ଦୁ ଏବଂ ମୁସଲମାନ ଭଉଣୀଭାଇ ମିଶି ସବୁ ପର୍ବ ଏକାଠି ପାଳନ କରିଥାନ୍ତି। ଏହି ଗାଁରେ ପାଖାପାଖି ୪ ହଜାର ଲୋକ ବାସ କରନ୍ତି। ସମସ୍ତେ ମିଳିମିଶି ରୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ଅନୁଦାନ ସଂଶୋଧନ ବିଲ୍‌କୁ ଅନୁମୋଦନ

ନୂଆଦିଲ୍ଲୀ,୨୪।୯: ବିଦେଶୀ ଅନୁଦାନ ନିୟନ୍ତ୍ରଣ ସଂଶୋଧନ ବିଲ୍‌-୨୦୨୦ ରାଜ୍ୟ ସଭାରେ ବୁଧବାର ଗୃହୀତ ହୋଇଛି। ପୂର୍ବରୁ ଏହା ଲୋକ ସଭାରେ ଗୃହୀତ ହୋଇଥିବାରୁ ଏହି ସଂଶୋଧନ...

ଆତଙ୍କବାଦ ନିରୋଧୀ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୫ା୭(ପି.ଟି.): ବିରୋଧୀ ଦଳ ସଦସ୍ୟମାନଙ୍କ ହୋହଲ୍ଲା ଓ କକ୍ଷତ୍ୟାଗ ମଧ୍ୟରେ ଆତଙ୍କବାଦ ନିରୋଧୀ (ସଂଶୋଧନ) ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଏହି ବିଲ୍‌...

ଆଇନ ବିଶ୍ୱବିଦ୍ୟାଳୟର ୬୦ ଛାତ୍ରୀଛାତ୍ର କରୋନା ପଜିଟିଭ୍‌…

ଚଣ୍ଡିଗଡ଼, ୫।୫ : ଦେଶରେ କରୋନା ମହାମାରୀର ସଂକ୍ରମଣ ପୁଣି ଥରେ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର...

୩୧ ପ୍ରତିଶତ ରାଜ୍ୟ ସଭା ଏମ୍‌ପିଙ୍କ ବିରୋଧରେ ଆପରାଧିକ ମାମଲା, ୮୭ ପ୍ରତିଶତ କୋଟିପତି…

ନୂଆଦିଲ୍ଲୀ, ୨୮।୬ : ଦେଶର ୩୧ ପ୍ରତିଶତ ରାଜ୍ୟ ସଭା ଏମ୍‌ପିଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୮୭ ପ୍ରତିଶତ ହେଉଛନ୍ତି କୋଟିପତି। ଏଡିଆର୍‌...

ଛାତ୍ରଙ୍କ ଦାବି ସମ୍ମୁଖରେ ମୁଣ୍ଡ ନୁଆଁଇଲେ ସରକାର

ନୂଆଦିଲ୍ଲୀ,୧୩।୧୧ : ଗତ କିଛି ଦିନରୁ ବର୍ଦ୍ଧିତ ହଷ୍ଟେଲ ଫିକୁ ନେଇ ଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଛାତ୍ରମାନେ ବିରୋଧ ପ୍ରଦର୍ଶନ କରିଆସୁଛନ୍ତି। ହେଲେ ବୁଧବାର...

ଘର ନିକଟ କବର ସ୍ଥାନରେ ହେଲା ଗିଲାନିଙ୍କ ଅନ୍ତିମ ସଂସ୍କାର

ଜମ୍ମୁ,୨ ।୯: ପାକିସ୍ତାନ ସମର୍ଥକ ତଥା ବିଚ୍ଛିନ୍ନତାବାଦୀ ନେତା ସୈୟଦ ଅଲି ଶାହ ଗିଲାନିଙ୍କ ମୃତଦେହକୁ ତାଙ୍କ ଇଚ୍ଛା ଅନୁଯାୟୀ ଘର ନିକଟରେ ଥିବା ଏକ...

୩ ଆଇଏସ୍‌ ସହଯୋଗୀ ଗିରଫ

ନୂଆଦିଲ୍ଲୀ,୨୬ା୧୧: ଆଇଏସ୍‌ ଆତଙ୍କବାଦୀଙ୍କ ସହ ସମ୍ପର୍କ ରଖିଥିବା ୩ ଆତଙ୍କବାଦୀଙ୍କୁ ବିସ୍ଫୋରକ ସହ ଦିଲ୍ଲୀ ପୋଲିସ ଆସାମ୍‌ର ଗୋଲ୍‌ପାରାରୁ ଗିରଫ କରିଛି। ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ...

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ କଙ୍ଗନା ରାଣାଓ୍ବତ୍‌

ନୂଆଦିଲ୍ଲୀ,୧୩।୧୨-ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରବିବାର ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଭେଟିଛନ୍ତି। ନିଜର ଆଗାମୀ ଫିଲ୍ମ ତେଜସରେ କଙ୍ଗନା ଭାରତୀୟ ବାୟୁସେନାର ପାଇଲଟ ଭୂମିକାରେ...

Advertisement
Archives

Model This Week