ଭାଇବୋହୂକୁ ମାଡ଼ମାରି ଦେଢଶୁର ଗିରଫ

ଯୋଡ଼ା,୧୭।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ପୁରୁଣାଡ଼ିହି ଗ୍ରାମରେ ଭାଇବୋହୂକୁ ମାଡ଼ମାରି ଦେଢଶୁର ଗିରଫ ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଅଭିଯୁକ୍ତ ଦେଢଶୁର ହେଲେ ବିପିନି ବିହାରୀ ବେହେରା।
ପ୍ରକାଶ ଯେ, ସୋମବାର ସକାଳ ପ୍ରାୟ ସାଢ଼େ ୮ଟାରେ ଉକ୍ତ ଗ୍ରାମର ବିପିନି ବିହାରୀ ସମ୍ପର୍କୀୟ ଭାଇବୋହୂକୁ  ଗାଳିଗୁଲଜ କରିବା ସହ ଠେଙ୍ଗାରେ ମାଡ଼ ମାରିଥିଲେ। ଏ ନେଇ ସେ  ବାମେବାରୀ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଥାନାରେ  ମାମଲା ରୁଜୁକରି  ବିପିନିଙ୍କୁ ଗିରଫ କରିଥିବା ଥାନା ଭାରପ୍ରାପ୍ତ ଅଧିକାରୀ ପରେଶ କୁମାର ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ

ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ...

ଶପଥ ନେଲେ ବିଚାରପତି ସଞ୍ଜୀବ ପାଣିଗ୍ରାହୀ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସୋମବାର ଅପରାହ୍ନରେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ ପୁରୁଣା କୋଠାର ନୂତନ...

ଖେଳୁଥିବା ବେଳେ ବିସ୍ଫୋରଣ: ୩ ନାବାଳକ ଆହତ

ହିଞ୍ଜିଳିକାଟୁ,୪ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୯ରେ ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ପାହାଡରୁ ପଥର...

ଘରେ ପଶି ଟଙ୍କା,ସୁନା ଲୁଟିଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୧୬ା୧୦(ଡି.ଏନ.ଏ.): ଖଲ୍ଲିକୋଟ ବ୍ଲକ କନ୍ଦିଗାଁ ଗ୍ରାମରେ ଟୁକୁନା ସ୍ବାଇଁଙ୍କ କବାଟ ଭାଙ୍ଗି ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଟଙ୍କା ଓ ସୁନା ଲୁଟି ନେଇଛନ୍ତି। ସୂଚନା...

ଶୂନ୍ୟ ହେଉଛି କୁପାରୀ ପୁଣ୍ୟଭୂମି: ଏବେ ମାଙ୍କଡ଼ା ଖଣି ଉପରେ ଲୋଲୁପ ଦୃଷ୍ଟି

ଖଇରା, ୨୧।୧୨ – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ସାଂସ୍କୃତିକ ପୀଠ ପୁଣ୍ୟଭୂମି ଭାବେ ସାରା ଓଡିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି...

ନ୍ୟୁୟର୍କରେ ଥିବା ଓଡ଼ିଆ ଡାକ୍ତରଙ୍କ ବଦାନ୍ୟତା: ଗଞ୍ଜାମକୁ ଦେଲେ ୧୫ ଲକ୍ଷ ଟଙ୍କାର ଭ୍ୟାନ୍‌

ଛତ୍ରପୁର, ୧୩।୭(ଡି.ଏନ୍‌.ଏ.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ସବୁଠାରୁ ଅଧିକ ଚିନ୍ତାର କାରଣ ପାଲଟିଛି...

ଗାଡ଼ି ଛାଡିବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଟିପର ମାଲିକ

କେନ୍ଦୁଝର, ୨୮ା୭ (ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ବାଂଶପାଳ ଫାଣ୍ଡିର ପୂର୍ବତନ ଅଧିକାରୀଙ୍କ ବିରୋଧରେ ଲାଞ୍ଚ ନେବା ଭଳି ଗୁରୁତର ଅଭିଯୋଗ ଆସିଛି। ଦୁର୍ଘଟଣା...

ଦହିବରା ଖାଇ ୩ ଗ୍ରାମର ୬୮ ଅସୁସ୍ଥ: ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ନୟାଗଡ଼ ଅଫିସ, ୭ା୧୧: ନୟାଗଡ଼ ଜିଲା ଗଣିଆ ବ୍ଲକର ବିଜୟନଗର, ଗଣିଆ ଓ ବେଲଗଡ଼ ଗ୍ରାମର ୬୮ଜଣ ଦହିବରା ଖାଇ ଗୁରୁବାର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ...

Coronavirus Update


Archives

Model This Week

Why Dharitri