‘ଭାଇରସ୍‌ ସହ ରହିବା ଶିଖିବାକୁ ପଡ଼ିବ’

ନୂଆଦିଲ୍ଲୀ,୯ା୫(ଆଇଏଏନ୍‌ଏସ୍‌): ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୫୬,୩୪୨ ଛୁଇଁବା ପରେ ଆମକୁ କରୋନା ଭାଇରସ୍‌ ସହ ରହିବା ଶିଖିବାକୁ ପଡ଼ିବ ଏବଂ ଏହା ଏକ ସହଜ ଯୁଦ୍ଧ ନୁହେଁ ବୋଲି ଶୁକ୍ରବାର କେନ୍ଦ୍ର ସରକାର ମାନିଛନ୍ତି।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି, କରୋନା ବିରୋଧରେ ଚାଲିଥିବା ଲଢ଼େଇ ଏକ କଠିନ ଯୁଦ୍ଧ। ଏଥିରେ ବିଜୟୀ ହେବାକୁ ହେଲେ ସମସ୍ତଙ୍କ ସହଯୋଗ ଜରୁରୀ। ତେବେ ଆମକୁ ଏହି ଘାତକ ଭୂତାଣୁ ସହ ରହିବା ପାଇଁ ଶିଖିବାକୁ ପଡ଼ିବ। ଏହାସହ ସାମାଜିକ ଦୂରତ୍ୱ ଅଭ୍ୟାସକୁ କାର୍ଯ୍ୟକାରୀ କରିବାରେ କେତେକ ବ୍ୟବହାରିକ ପରିବର୍ତ୍ତନ ମଧ୍ୟ ଦରକାର। ବିଗତ ୨୪ ଘଣ୍ଟା ମଧ୍ୟରେ ୩,୯୯୦ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ କରୋନା ୧୦୩ ଜଣଙ୍କ ଜୀବନ ନେଇଛି। ଏହି ପରିପ୍ରେକ୍ଷୀରେ ସେ ଉପରୋକ୍ତ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri