Posted inଖେଳ

ଭାଇରାଲ ହେଉଛି ବୀରେନ୍ଦ୍ର ସେହ୍ବାଗଙ୍କ ଭିଡିଓ

ସାଧାରଣତଃ ଜେସିବି ମେଶିନ୍‌ ବହୁତ ଓଜନିଆ ହୋଇଥାଏ। ବଡ ବଡ କୋଠା ଭାଙ୍ଗିବା, ରାସ୍ତା ଖୋଳିବା ଭଳି କାର୍ଯ୍ୟରେ ଏହି ମେଶିନ୍‌ ବ୍ୟବହୃତ ହୋଇଥାଏ। ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ଜେସିବି ମେଶିନ୍‌ ସହ ଜଡିତ ଏକ ଭିଡିଓ ଟୁଇଟର୍‌ରେ ଶେୟାର କରଛନ୍ତି। ଏହି ଭିଡିଓଟିରେ ଜଣେ ୫ ବର୍ଷର ଶିଶୁ ଜେସିବି ଚଲାଉଥିବା ନଜର ଆସିଛନ୍ତି। ଭିଡିଓଟି ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ମାତ୍ର ୩ ଘଣ୍ଟାରେ ଭିଡିଓକୁ ୧ ଲକ୍ଷରୁ ଅଧିକ ଲୋକ ଦେଖିସାରିଥିବାବେଳେ ୧୦ ହଜାରୁ ଅଧିକ ଲାଇକ୍‌ ଏବଂ ୨ ହଜାରରୁ ଅଧିକ ରିଟୁଇଟ୍‌ ହୋଇସାରିଲାଣି। ଭିଡିଓରେ ଜଣେ ବ୍ୟକ୍ତି ଶିଶୁଟିକୁ କିଛି ପ୍ରଶ୍ନ ପଚାରୁଛନ୍ତି। ତୁମେ କୋଉ କ୍ଲାସରେ ପଢୁଛ, ତୁମେ ଏହି ଜେସିବି ମେଶିନ୍‌ ଚଲାଇପାରିବ? ଶିଶୁଟି ହଁ କହୁଛନ୍ତି। ପରେ ବ୍ୟକ୍ତି ଜଣଙ୍କ ତାଙ୍କୁ ଚଲାିବାକୁ କହୁଛନ୍ତି। ପିଲାଟି ତୁରନ୍ତ ଜେସିବି ଉପରେ ଚଢି ଷ୍ଟାର୍ଡ ମାରିଥିଲେ। ପରେ କ୍ଷେତରେ ମାଟି ମଧ୍ୟ ଖୋଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୦ କୋଟିର ଏହି ଭବ୍ୟ ବଙ୍ଗଳାରେ ରହିବେ ପାଣ୍ଡ୍ୟା ବ୍ରଦର୍ସ; ଟାଇଗର ଶ୍ରଫ-ଦିଶା ପଟାନୀ ହେବେ ପଡୋଶୀ

ନୂଆଦିଲ୍ଲୀ,୨୯।୯: ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ପାଣ୍ଡ୍ୟା ବ୍ରଦର୍ସ ଅର୍ଥାତ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କ୍ରୁନାଲ ପାଣ୍ଡ୍ୟା ସର୍ବଦା ନିଜର ଜୀବନଚର୍ଯ୍ୟାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।...

ଲାରାଙ୍କ ପଛକୁ ହୋପ୍‌

କଟକ, ୨୩0।୧୨(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଭାରତ ବିପକ୍ଷ ମ୍ୟାଚରେ ୫୦ ବଲ୍‌ରୁ ୪୨ ରନ ସଂଗ୍ରହ କରିଛନ୍ତି ୱେଷ୍ଟଇଣ୍ଡିଜ ଓପନର...

କରୋନା ଭାଇରସ ଡର: ଖେଳାଳିଙ୍କ ଲାଗି ନିୟମ

ନୂଆଦିଲ୍ଲୀ,୧୨।୩- ବିଶ୍ୱବ୍ୟାପୀ ଦେଖା ଦେଇଥିବା କରୋନା ଭାଇରସନ ଆତଙ୍କ କ୍ରୀଡ଼ା ଉପରେ ବ୍ୟାପକ ଭାବେ ପ୍ରଭାବ ପକାଇଛି। କେତେକ ବଡ଼ ଇଭେଣ୍ଟ ବାତିଲ ହୋଇଥିବା ବେଳେ...

ପାକିସ୍ତାନ ଷ୍ଟାଡିୟମରେ ହେଉଛି ପରିବା ଚାଷ

ଇସଲାମାବାଦ,୧୭।୮ : ଭାରତ ଭଳି ପାକିସ୍ତାନରେ ମଧ୍ୟ କ୍ରିକେଟ ପ୍ରେମୀଙ୍କ ଅଭାବ ନାହିଁ। ୨୦୦୯ରେ ଶ୍ରୀଲଙ୍କା ଦଳ ଉପରେ ଆକ୍ରମଣ ପରେ ଦେଶରେ କୌଣସି ଅନ୍ତର୍ଜାତୀୟ...

ଅଧିନାୟକ ପଦରୁ ହଟାଯିବା ପରେ କୋହଲିଙ୍କ ଫୋନ୍‌ ସୁଇଚ୍‌ ଅଫ୍‌: ପିଲାଦିନର କୋଚ କହିଲେ…

ନୂଆଦିଲ୍ଲୀ.୧୨।୧୨: ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ଦିନିକିଆ ଅଧିନାୟକତ୍ୱରୁ ହଟାଇବା ପ୍ରସଙ୍ଗ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାପୂର୍ବରୁ...

ରଣଜୀ ଟ୍ରଫି: ସୌରାଷ୍ଟ୍ର ୪୨୫, ବେଙ୍ଗଲ ୧୩୪/୩

ରାଜକୋଟ, ୧୨।୩- ଏଠାରେ ଚାଲିଥିବା ରଣଜୀ ଟ୍ରଫି ଫାଇନାଲର ତୃତୀୟ ଦିବସ ଖେଳ ବୁଧବାର ଶେଷ ହୋଇଛି। ଅର୍ପିତ ବାସବଦାଙ୍କ ଶତକ ସହାୟତାରେ ସୌରାଷ୍ଟ୍ର ୪୨୫...

ଟି୨୦ ସିରିଜ ହାରିଲା ଭାରତୀୟ ମହିଳା ଦଳ

ଚେଲମ୍ସଫର୍ଡ,୧୬।୭: ଭାରତ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୮ ଉଇକେଟରେ ବିଜୟୀ ହୋଇଛି। ଓପନର ଡ୍ୟାନି ହ୍ବେଟ୍‌ଙ୍କ ଅପରାଜିତ ୮୯ ରନ...

ଫୁଟ୍‌ବଲ ଭାଷ୍ୟକାରଙ୍କ ଚିକିତ୍ସା ଲାଗି କ୍ରୀଡ଼ାମନ୍ତ୍ରୀଙ୍କ ସହାୟତା

ନୂଆଦିଲ୍ଲୀ, ୧୬।୩ (ପି.ଟି.)-ସ୍ବାସ୍ଥ୍ୟଜନିତ ସମସ୍ୟା ଦେଇ ଗତି କରୁଥିବା ଫୁଟ୍‌ବଲ ଭାଷ୍ୟକାର ତଥା ଐତିହାସିକ ନୋଭି କାପାଡିଆଙ୍କ ଚିକିତ୍ସା ଖର୍ଚ୍ଚ ଲାଗି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ...

Advertisement
Archives

Model This Week