Posted inଜାତୀୟ

ଭାଇରାଲ ହେଉଛି ଭାଜପା ନେତାଙ୍କ ବିବାଦୀୟ ବୟାନ

ହରିୟାଣା,୨୦।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଏହା ପୂର୍ବରୁ ଜଣେ ଭାଜପା ନେତାଙ୍କ ବିବାଦୀୟ ବୟାନ ଭାଇରାଲ ହେବାରେ ଲାଗିଛି। ବଖଶିଶ ସିଂ ଭିର୍କ ନାକ ଏହି ଭାଜପା ନେତା ଜଣଙ୍କ ଭୋଟରଙ୍କୁ ଦମକାଇବା ଢଙ୍ଗରେ କହିଛନ୍ତି ଆପଣମାନେ ଯେଉଁ ବଟମ ଦବାଇବା କଥା ଦବାନ୍ତୁ ହେଲେ ସବୁ ଭୋଟ ପଦ୍ମଫୁଲକୁ ଯିବ। ଆଉ ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ବଖଶିଶ କହିଛନ୍ତି ଆପଣ ଯାହାକୁ ଭୋଟ ଦେବେ ତାହା ମଧ୍ୟ ଆମକୁ ଜଣାପଡିଯିବ। ମୋଦି ଓ ମନୋହର ଲାଲଙ୍କ ନଜର ତୀକ୍ଷ୍ନ। ହେଲେ ଆମ ମେଶିନ ଏମିତି ସେଟ୍‌ କରାଯାଇଛି ଆପଣ ଯେଉଁ ବଟମ୍‌ ଦବାଇଲେ କ’ଣ ହେଲା ଭୋଟ କିନ୍ତୁ ଭାଜପା ଖାତାକୁ ଯିବ। ଭାଜପା ନେତାଙ୍କର ଏଭଳି ବୟାନ ଏବେ ବିବାଦୀୟ ପରିସ୍ଥିତି ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ କୃଷି ଆଇନକୁ ସମର୍ଥନ କରି କୃଷିମନ୍ତ୍ରୀଙ୍କୁ ଭେଟିଲା କୃଷକ ସଙ୍ଘ

ନୂଆଦିଲ୍ଲୀ, ୧୨।୧୨- ନୂଆ କୃଷି ଆଇନକୁ ବିରୋଧରେ ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନ ଶନିବାର ୧୭ ଦିନରେ ପହଞ୍ଚିଛି। ପରିସ୍ଥିତି ଜଟିଳ ଆଡ଼େ ମୁହାଁଉଥିବାବେଳେ...

ମାଙ୍କଡ଼ ପାଇଁ ପୋଲିସକୁ କୋର୍ଟ ନୋଟିସ

ଜୟପୁର,୭।୫: ରାଜସ୍ଥାନ ରାଜଧାନୀ ଜୟପୁରର ଚାନ୍ଦଓ୍ବାଜିରୁ ମାଙ୍କଡ଼କୁ ନେଇ ଅଜବ ଘଟଣା ସାମ୍‌ନାକୁ ଆସିଛି। ଏକ ହତ୍ୟାକଣ୍ଡର ଶୁଣାଣି ହେବାକୁ ଥିବାବେଳେ ଗୋଟିଏ ମାଙ୍କଡ଼ ପ୍ରମାଣ...

ରାଜ୍ୟ ସଭାରେ ତିନି ତଲାକ୍‌ ବିଲ୍‌ ପାସ୍‌ ହେବାର ଗୋଟିଏ ଦିନ ପରେ ସ୍ତ୍ରୀଙ୍କୁ ସ୍ବାମୀ ଦେଲେ ତଲାକ୍‌

ଅହମ୍ମଦାବାଦ୍‌,୩୧।୭: ରାଜ୍ୟ ସଭାରେ ତିନି ତଲାକ୍‌ ବିଲ୍‌ ମଙ୍ଗଳବାର ପାସ୍‌ ହୋଇଛି। ତେବେ ବୁଧବାର ଗୁଜରାଟ ଅହମ୍ମଦାବାଦ୍‌ରେ ସ୍ତ୍ରୀଙ୍କୁ ସ୍ବାମୀ ତିନି ତଲାକ୍‌ ଦେଇଛନ୍ତି। ଏହାପରେ...

ମାର୍ଚ୍ଚରେ ବରିଷ୍ଠ ନାଗରିକଙ୍କୁ ମିଳିବ କରୋନା ଟିକା!

ନୂଆଦିଲ୍ଲୀ,୬ ।୨: କେନ୍ଦ୍ର ସ୍ୱାସ୍ଥ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଲୋକ ସଭାରେ କହିଥିଲେ କି ସାଧାରଣ ବଜେଟରେ କରୋନା ଟିକାକରଣ ପାଇଁ ୩୫ ହଜାର କୋଟି...

ୟୁପିର ଅଜବ ଯୁକ୍ତି: ପାକିସ୍ତାନରୁ ଆସୁଥିବା ବାୟୁ, ଦିଲ୍ଲୀକୁ ପ୍ରଦୂଷିତ କରୁଛି

ନୂଆଦିଲ୍ଲୀ,୩।୧୨: ଦିଲ୍ଲୀ-ଏନସିଆରରେ ବିପଜ୍ଜନକ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପ୍ରଦୂଷଣ ଯାଞ୍ଚ କରିବାକୁ ସୁପ୍ରିମକୋର୍ଟ...

ବ୍ରୁ ଶରଣାର୍ଥୀ ଚୁକ୍ତି: ୩୪ ହଜାରଙ୍କୁ ମିଳିବ ଭାରତୀୟ ନାଗରିକତା

ନୂଆଦିଲ୍ଲୀ,୧୬।୧: ବ୍ରୁ ଶରଣାର୍ଥୀଙ୍କୁ ନେଇ ଏକ ଚୁକ୍ତି କରାଯାଇଛି। ଏହାଦ୍ୱାରା ପ୍ରାୟ ୩୪ ହଜାର ବ୍ରୁ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଆୟୋଜିତ ଏକ ବୈଠକରେ...

ପିପିଇ କିଟ୍‌ ପିନ୍ଧି ଆସିଲେ ଚୋର, ଆଉ ତା’ପରେ

ମୁମ୍ବାଇ,୮।୭: ଦେଶରେ କରୋନା ଲଢେଇ ଜାରି ରହିଛି। କରୋନା ଯୋଦ୍ଧା କୁହାଯାଉଥିବା ଡାକ୍ତରମାନେ କରୋନା ଜୀବାଣୁ ବିରୁଦ୍ଧରେ ଲଢିବା ପାଇଁ ପିପିଇ କିଟ ବ୍ୟବହାର କରୁଛନ୍ତି।...

ଦିଲ୍ଲୀରେ ଏଲ୍‌ଜି ଶାସନ

ନୂଆଦିଲ୍ଲୀ,୨୯ା୪: କେନ୍ଦ୍ର ସରକାରଙ୍କ ନୂଆ ଆଇନ ଅନୁସାରେ ଏଣିକି ଦିଲ୍ଲୀରେ ଉପରାଜ୍ୟପାଳ (ଏଲ୍‌ଜି) ସର୍ବେସର୍ବା। ଏଲ୍‌ଜି ଅନିଲ ବୈଜାଲଙ୍କ ନିୟନ୍ତ୍ରଣରେ ୮୦ ବିଭାଗ ରହିବ ଏବଂ...

Advertisement
Archives

Model This Week