ଭାଇରାଲ ହେଉଛି ସୁମୋନାଙ୍କ ଦେଶୀ ଲୁକ୍‌

ବମ୍ବେ: ଦେଶୀ ଅବତାରରେ ସୁମୋନା ଚକ୍ରବର୍ତ୍ତୀ। କଥାଟି ଆମେ ମନରୁ କହୁନାହୁଁ ବରଂ ସୋସିଆଲ ମିଡିଆରେ ସେ ଶେୟାର କରିଥିବା କିଛି ଫଟୋରେ ତାଙ୍କର ଦେଶି ଲୁକ୍‌ ଚର୍ଚ୍ଚାର ବିଷୟ ପାଲଟିଛି। ନିକଟରେ ସେ ଜଣେ ବନ୍ଧୁଙ୍କ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ କୋଲକାତା ଯାଇଥିଲେ। ଉତ୍ସବରେ ସେ ଏକ ଶାଢ଼ୀ ପିନ୍ଧିଥିଲେ। ମଥାରେ ଲାଲ ରଙ୍ଗର ବିନ୍ଦି ଏବଂ କାନଫୁଲ ତାଙ୍କ ସୌନ୍ଦର୍ଯ୍ୟକୁ ଦ୍ୱିଗୁଣା କରୁଥିଲା। ଏହାର କିଛି ଫଟୋ ଏବେ ସୁମୋନା ନିଜ ଇନ୍‌ଷ୍ଟା ପୃଷ୍ଠାରେ ଦର୍ଶକଙ୍କ ସହ ବାଣ୍ଟିଛନ୍ତି। ଏହାର କ୍ୟାପଶନ୍‌ ଦେଇ କଲିକତାରେ କିଛି ସ୍ମରଣୀୟ ମୂହୁର୍ତ୍ତ ବୋଲି ସୁମୋନା ଲେଖିଛନ୍ତି। ଏଥିସହ ସେ ବନ୍ଧୁଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି। ତେବେ ସୁମୋନାଙ୍କୁ କମେଡ଼ି ନାଇଟ୍ସ ଉଇଥ୍‌ କପିଲ ଶର୍ମା ଶୋ’ରେ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଡ ପରଦାକୁ ଫେରିବେ ଶିଳ୍ପା

ବଲିଉଡ ଅଭିନେତ୍ରୀ ଶିଳ୍ପ ସେଟ୍ଟୀ ପୁଣି ଥରେ ବଡ ପରଦାକୁ ଫେରିବେ। ଏକ କମେଡି ଫିଲ୍ମ ଜରିଆରେ ସେ ପୁଣି ନିଜର ଜଲଓ୍ବା ଦେଖାଇବେ। ଶେଷଥର...

ହୋଟେଲର ଓ୍ବେଟର ଭାବେ କାମ କରୁଥିଲେ ଏହି କଳାକାର

ମୁମ୍ବାଇ: ଫିଲ୍ମ ‘ମେଁ ହୁଁ ନା’, ‘ଲଗେ ରହୋ ମୁନ୍ନାଭାଇ’, ‘ବୀର ଜାରା’ ଓ ‘ଦୋସ୍ତାନା’ ସମେତ ବହୁ ହିଟ୍‌ ଫିଲ୍ମରେ ନିଜର ଦମ୍‌ଦାର ଅଭିନୟ...

କରଣଙ୍କ ରୋମାଣ୍ଟିକ୍‌ ଫିଲ୍ମରେ ନଜର ଆସିବେ ଆୟୁଷ୍ମାନ

ମୁମ୍ବାଇ: ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଭେଟି ଦେବା ପରେ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଚାହିଦା ବଢ଼ିଗଲାଣି। ନାମୀଦାମୀ ନିର୍ଦ୍ଦେଶକ ଆୟୁଷ୍ମାନଙ୍କୁ ତାଙ୍କ ଫିଲ୍ମରେ...

କଙ୍ଗନାଙ୍କୁ ୨୦୦ କୋଟି ଦେବେ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀ ! ଜାଣନ୍ତୁ ଏହା କେତେ ସତ…

ବମ୍ବେ: ନିଜର ବିବାଦୀୟ ବୟାନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ଏବେ ମଧ୍ୟ ସେଭଳି କିଛି ଚାଲିଛି। ଅଭିନେତା ସୁଶାନ୍ତ ସିଂହ...

ଚିକି ଚିକି ମୋର ଚିକିଣି ଗାଲ..

‘ଚିକି ଚିକି ମୋର ଚିକିଣି ଗାଲ, ରଙ୍ଗବତୀ ରସବତୀ ଜାଇଫୁଲ’। ଏପରି ଏକ ଆଇଟମ୍‌ ଗୀତକୁ ନେଇ ଓଲିଉଡ୍‌ରେ ଚର୍ଚ୍ଚା ଜୋର୍‌ ଧରିଛି। ଡ. ନିର୍ମଳ...

ନାଗଫାଶ’ରୁ ‘ଅଜାତି’ ଯାଏ ଅପରାଜେୟ ବିଜୟ

ବିଜୟ ମହାନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତର ଏକ ସ୍ପର୍ଦ୍ଧିତ ଉଚ୍ଚାରଣ। ପିଲାଠୁ ବୟସ୍କଙ୍କ ଯାଏ ତାଙ୍କୁ ଟେଲିଭିଜନ୍‌ରୁ ବଡ଼ ପରଦା ଯେଉଁଥିରେ ଦେଖିଲେ ଚିହିଁକି ଉଠିଥାଆନ୍ତି...

ଗୋଟିଏ ଫିଲ୍ମରେ ଭିନ୍ନ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି ଏସବୁ ଅଭିନେତା

ବଲିଉଡ୍‌ର କିଛି ଅଭିନେତାଙ୍କୁ ଗୋଟିଏ ଫିଲ୍ମରେ ଭିନ୍ନଭିନ୍ନ ଲୁକ୍‌ରେ ଦେଖିବାକୁ ମିଳିଛି। ବୁଧବାର ରିଲିଜ ହୋଇଥିବା ଫିଲ୍ମ ‘ଭାରତ’ରେ ସଲମାନଙ୍କୁ ୧୮ ବର୍ଷର ଲୁକ୍‌ଠାରୁ ଆରମ୍ଭ...

କପି ପେଷ୍ଟ କରି ପୁଣି ଟ୍ରୋଲ ହେଲେ ଉର୍ବଶୀ

ମୁମ୍ବାଇ: ବଲିଉଡ୍‌ର କେତେଜଣ ନାୟିକା ବୋଲ୍ଡନେସ୍‌ ପାଇଁ ବେଶ୍‌ ପରିଚିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଉର୍ବଶୀ ରୌତେଲା ଅନ୍ୟତମ। ଏହି ଅଭିନେତ୍ରୀ ମଧ୍ୟ ଅନେକ...

Coronavirus Update


Archives

Model This Week

Why Dharitri