ଭାଇରାଲ ହେଲା ନୁସରତଙ୍କ ଫଟୋ

ମୁମ୍ବାଇ: ନାୟିକା ତଥା ଏମ୍‌ପି ନୁସରତ ଜାହାଁ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ଟ୍ରାଡିଶନାଲ ଶାଢି ପିନ୍ଧି ଚର୍ଚ୍ଚାକୁ ଆସିଥିବା ଜଣାପଡିଛି। ନାୟିକା ଭାବେ ସେ ଯେତିକି ଚର୍ଚ୍ଚିତ ଚେହେରା ଥିଲେ ତା’ଠାରୁ ଅଧିକ ଚର୍ଚ୍ଚାକୁ ଆସିଲେ ଲୋକସଭା ନିର୍ବାଚନରେ ଜିତିବା ପରେ। ଅନେକ ସମୟରେ ତାଙ୍କ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଲା। ସେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ଥିବା ବେଳେ ଅନେକ ସମୟରେ ଏମିତି କିଛି ଫଟୋ ଅପଲୋଡ୍‌ କରନ୍ତି ଯାହା ଚାହୁଁ ଚାହୁଁ ଭାଇରାଲ ହୋଇଯାଇଥାଏ।

ନିକଟରେ ସେ ଏମିତି ଏକ ଫଟୋ ଅପଲୋଡ କରିଛନ୍ତି ଯାହା ଭାଇରାଲ ହୋଇଛି। ସେହି ଫଟୋରେ ନୁସରତ ଟ୍ରାଡିସନାଲ ଗେଟ୍‌ଅପ୍‌ରେ ଥିବା ବେଳେ ଏହାସହ ଲେଖିଥିବା କ୍ୟାପଶନ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। କ୍ୟାପଶନରେ ସେ ଲେଖିଛନ୍ତି, ‘ସୁନ୍ଦରତା ଚେହେରାରେ ନ ଥାଏ ବରଂ ହୃଦୟରେ ଥାଏ’।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଚ୍‌ଲର ପାର୍ଟିରେ ଅତିଥିଙ୍କ ତାଲିକା ପ୍ରକାଶ କଲେ ରଣବୀର-ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ବିବାହ କୋଣ ଅନୁକୋଣରେ ଆଲୋଚନା ହେଉଛି। ଏପ୍ରିଲରେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହେବକୁ ଯାଉଛନ୍ତି...

ରାଜନୀତି ଖେଳର ଶିକାର ହୋଇଗଲି: କୁମ୍‌କୁମ୍‌ ମହାନ୍ତି

ଓଡ଼ିଶୀ ନୃତ୍ୟ ଜଗତର ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ହେଉଛନ୍ତି ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି। ଓଡ଼ିଶୀ ନୃତ୍ୟର ବିଶିଷ୍ଟ ଗୁରୁ କେଳୁଚରଣ ମହାପାତ୍ରଙ୍କର ସେ ପଟ୍ଟଶିଷ୍ୟା। ବହୁ ଉଦ୍ୟମ...

ଅସୁସ୍ଥ ଅଛନ୍ତି ଇଲିଆନା

ମୁମ୍ବାଇ: ବଲିଉଡରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ଇଲିଆନା ଡିକ୍ରୁଜ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଅଭିନେତ୍ରୀ ହସ୍ପିଟାଲରୁ ସାଲାଇନ ବେଳେ କିଛି...

ମତ୍ର ୪ ବର୍ଷ ବୟସରୁ ବାପାଙ୍କ ସହ ବିବାହ ପାର୍ଟିରେ ଗୀତ ଗାଉଥିଲେ ସୋନୁ ନିଗମ: ଏମିତି ହେଲେ ଦାମୀ ସିଙ୍ଗର

ଗାୟକ ସୋନୁ ନିଗମ ୩୦ ଜୁଲାଇ ୧୯୭୩ ମସିହାରେ ହରିୟାଣାର ଫରିଦାବାଦରେ ଜନ୍ମଗ୍ରହଣ କରିଥିଲେ। ପିଲାଦିନରୁ ସୋନୁଙ୍କ ନଜର ସଙ୍ଗୀତ ପ୍ରତି ଥିଲା। ସେ ତାଙ୍କ...

ଶ୍ରୀତମଙ୍କ ନୂଆ ଅବତାର

ଅଭିନେତା ଶ୍ରୀତମ ଦାସ ଖୁବ୍‌ ଶୀଘ୍ର ଦର୍ଶକଙ୍କ ସାମ୍‌ନାକୁ ଏକ ନୂଆ ଅବତାରରେ ଆସୁଛନ୍ତି। ରିଲିଜ ଅପେକ୍ଷାରେ ଥିବା ଚଳଚ୍ଚିତ୍ର ‘ମିତାଲି ଅପା’ର ଟାଇଟଲ ଭୂମିକାରେ...

ରେକର୍ଡ ଭାଙ୍ଗିଲା ‘କେଜିଏଫ୍‌-୨’, ବକ୍ସ ଅଫିସରେ ଆୟ ଜାଣିଲେ…

ବହୁ ପ୍ରତୀକ୍ଷିତ ଫିଲ୍ମ‘କେଜିଏଫ୍‌-୨’ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଛି। ରକିଂ ଷ୍ଟାର ୟଶଙ୍କ ଦମଦାର ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଏପ୍ରିଲ ୧୪ରେ...

ଆସିବ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ସିକ୍ୱେଲ

ଏସ୍‌ ଏସ୍‌ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ଚଳିତ ବର୍ଷ ରେକର୍ଡ ସୃଷ୍ଟି କରିଥିଲା। ଅଭିନେତା ରାମ ଚରଣ ଏବଂ ଜୁନିୟର ଏନ୍‌ଟିଆର ଫିଲ୍ମରେ ମୁଖ୍ୟ ଭୂମିକାରେ...

ଅମିତାଭଙ୍କ ଝିଅ ଶ୍ୱେତାଙ୍କୁ ପ୍ରତିବର୍ଷ ଚିଠି ଲେଖନ୍ତି ଆମିର ଖାନ୍‌

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ଝିଅ ଶ୍ୱେତା ଏକ ଫିଲ୍ମ ପରିବାରରୁ ଆସିଛନ୍ତି। କିନ୍ତୁ ସେ ସଲମାନ୍‌ ଖାନ୍‌ ଏବଂ ଆମୀର...

Advertisement
Archives

Model This Week